ଗାଁରେ ପଶିଲା ଇମ୍ଫା କମ୍ପାନୀ ଆବର୍ଜନା ଜଳ

କାଳିଆପାଣି,୨୯ା୪(ଡି.ଏନ.ଏ.): ଯାଜପୁର ଜିଲା କାଳିଆପାଣି ଖଣି ଅଞ୍ଚଳରେ କାର୍ଯ୍ୟରତ ଇମ୍ଫା କମ୍ପାନୀର ମହାଗିରି କଲୋନୀ ଆବର୍ଜନା ଜଳ କାଳିଆପାଣି ଗାଁରେ ପଶିଛି। ଫଳରେ ଏହାକୁ ନେଇ ଶୁକ୍ରବାର ସକାଳୁ କାଳିଆପାଣି ମହାନ୍ତ ସାହିର ମହିଳାମାନେ କମ୍ପାନୀ କାର୍ଯ୍ୟାଳୟ ଗେଟ୍‌ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଧାରଣାରେ ବସିଥିଲେ। କମ୍ପାନୀର ଅଧିକାରୀମାନେ ପହଞ୍ଚତ୍ ସେମାନଙ୍କ ସହ ଆଲୋଚନା କରିବା ସହିତ ଆଗାମୀ ଦିନରେ କେବେ ବାହାରକୁ ଜଳ ଛାଡ଼ିବେ ନାହିଁ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଏହାପରେ ମହିଳାମାନେ ଧାରଣାରୁ ଓହରି ଯାଇଥିଲେ।
କମ୍ପାନୀର ମହାଗିରି ଖଣି କଲୋନୀ ପରିସରରେ ଆବର୍ଜନା ଓ ମଇଳା ଜଳ ରହିବା ପାଇଁ କମ୍ପୋଷ୍ଟ କରାଯାଇଛି। ବର୍ଷସାରା ସଂଗୃହୀତ ଅଳିଆ ଆବର୍ଜନା ଓ ମଇଳା ଜଳକୁ ବର୍ଷା ସମୟରେ ବାହାରକୁ ଛଡ଼ାଯାଏ। ତେବେ ଗୁରୁବାର ବର୍ଷା ଉଠାଇ ଥିଲେ ମଧ୍ୟ ହୋଇ ନ ଥିଲା। ହେଲେ କମ୍ପାନୀର କମ୍ପୋଷ୍ଟ ଜଳକୁ ବାହାରକୁ ଛାଡ଼ି ଦିଆଯାଇଥିଲା। ଫଳରେ ଗାଁରେ ମଇଳା ଜଳ ପଶିବାରୁ ଚାରିଆଡ଼େ ପୂତିଗନ୍ଧମୟ ପରିବେଶ ସୃଷ୍ଟି ହୋଇଥିଲା। ସମସ୍ତ ଆବର୍ଜନା ଜଳ ପରିଚାଳନା ପାଇଁ ଜଳ ବିଶୋଧନାଗାର କରାଯିବ ବୋଲି କମ୍ପାନୀ ଲୋକ ସମ୍ପର୍କ ବରିଷ୍ଠ ପରିଚାଳକ ପ୍ରଭାତ ସିଂ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ନୂଆ ଟିମ୍‌ ଘୋଷଣା ପରେ ପ୍ରତିକ୍ରିୟା ରଖିଲେ ନୀତିନ ନବୀନ, କହିଲେ…

ନୂଆଦିଲ୍ଲୀ,୧୭।୮: ନୂଆ ଟିମ୍‌ ଘୋଷଣା କରିବା ପରେ ଭାଜପା ସଭାପତି ନୀତିନ ନବୀନ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସଭାପତି ନବନିଯୁକ୍ତ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

ପବିତ୍ର ଶ୍ରାବଣ ସୋମବାରକୁ ସଂକ୍ରାନ୍ତି ସଂଯୋଗ: ବିଭିନ୍ନ ମନ୍ଦିରରେ କାଉଡ଼ିଆଙ୍କ ପାଇଁ….

କଲ୍ୟାଣସିଂହପୁର, ୧୭।୮ (ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ତଥା ସିଂହ ସଂକ୍ରାନ୍ତି ଅବସରରେ କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ପ୍ରମୁଖ ଶୈବପୀଠ ଓ…

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri