କେନ୍ଦ୍ର ସରକାର ସ୍ବାମୀନାଥନ କମିଟି ସୁପାରିସ ଲାଗୁ କରନ୍ତୁ: କୃଷି ମନ୍ତ୍ରୀ

ଭୁବନେଶ୍ୱର,୨୫/୨(ବ୍ୟୁରୋ):ଏମ୍‌.ଏସ୍‌. ସ୍ବାମୀନାଥନ କମିଟି ସୁପାରିସ ଅନୁଯାୟୀ କେନ୍ଦ୍ର ସରକାର କୃଷିଜାତ ଦ୍ରବ୍ୟର ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି) ନିର୍ଦ୍ଧାରଣ କରିବା ଆବଶ୍ୟକ। ବୁଧବାର ବିଧାନସଭା ପ୍ରଶ୍ନ କାଳରେ ବିଜେଡି ସଭ୍ୟ ଅମର ଶତପଥୀଙ୍କ ମୂଳ ପ୍ରଶ୍ନର ଉତ୍ତରରେ କୃଷି ଓ କୃଷକ ସଶକ୍ତୀକରଣ ମନ୍ତ୍ରୀ ଅରୁଣ ସାହୁ ବିଧାନସଭାରେ ଏହା କହିଛନ୍ତି। ମନ୍ତ୍ରୀ କହିଛନ୍ତି, କମିଶନ ଫର୍‌ ଏଗ୍ରିକଲଚର ଆଣ୍ଡ କଷ୍ଟ୍‌ ପ୍ରାଇସେସ୍‌(ସିଏସିପି) କୃଷିଜାତ ଦ୍ରବ୍ୟଗୁଡିକର ମୂଲ୍ୟ ନିର୍ଦ୍ଧାରଣ କରିଥାନ୍ତି। ଏଥିପାଇଁ ରାଜ୍ୟର ମତାମତ ଲୋଡ଼ିଥାନ୍ତି। ମାତ୍ର ଏମ୍‌ଏସ୍‌ପି ଧାର୍ଯ୍ୟ କଲାବେଳେ ଜାତୀୟ ସ୍ତରର ଉତ୍ପାଦନକୁ ଦେଖି ମୂଲ୍ୟ ଧାର୍ଯ୍ୟ କରନ୍ତି। ଯଦ୍ଦ୍ବାରା ଓଡ଼ିଶାର ଚାଷୀ କ୍ଷତିଗ୍ରସ୍ତ ହେଉଛନ୍ତି। ରାଜ୍ୟରେ ଚାଷୀଙ୍କର ଧାନ କୁଇଣ୍ଟାଲ ପିଛା ୨୩୪୪ ଟଙ୍କା ଖର୍ଚ୍ଚ ହେଉଥିବାବେଳେ ଏମ୍‌ଏସ୍‌ପି ୨୯୩୦ ଟଙ୍କା କରିବାକୁ ଧାର୍ଯ୍ୟ ହୋଇଥ୍‌ତ୍ଲା। ୨୦୧୭ ମାର୍ଚ୍ଚ ୨୫ରେ ସର୍ବସମ୍ମତି କ୍ରମେ ଏ ନେଇ ଏକ ସଂକଳ୍ପ ପାରିତ ହୋଇଥିଲା। ଏମ୍‌ଏସ୍‌ପି ୨୯୩୦ ଟଙ୍କା କରିବାକୁ କେନ୍ଦ୍ର ସରକାରଙ୍କ ନିକଟରେ ଦାବି କରାଯାଇଥିଲା। ମାତ୍ର ସେ ଦିଗରେ ଏ ପର୍ଯ୍ୟନ୍ତ କୌଣସି ପଦକ୍ଷେପ ନିଆଯାଇ ନ ପାରିବାରୁ ରାଜ୍ୟର ଚାଷୀ କ୍ଷତିିଗ୍ରସ୍ତ ହେଉଛନ୍ତି ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଆରପି ଥାନା ଦାବି କଲା ରେଳ ଉପଭୋକ୍ତା ସଂଘ

ବରଗଡ଼,୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ରେଳ ଉପଭୋକ୍ତା ସଂଘର ଏକ ପ୍ରତିନିଧି ଦଳ ଗୁରୁବାର ବରଗଡ଼ ଏସ୍‌ପି ଶ୍ରୀ ରବୀନ୍ଦ୍ର ନାଥ ଶତପଥୀଙ୍କୁ ଫେରାଦ ହୋଇଥିଲେ। ନୂତନ…

କାଠଯୋଡ଼ି ନଦୀରୁ ମୃତଦେହ ଉଦ୍ଧାର ମାମଲା: ମୃତ ଯୁବତୀ FM ମେଡିକାଲ କଲେଜ ଛାତ୍ରୀ, ଘର…

କଟକ/ବାରଙ୍ଗ,୪।୬(ପ୍ରଭୁ କଲ୍ୟାଣ ପାଲ/ ଲିଙ୍ଗରାଜ ରାଉତ): କଟକ ଜିଲା ବାରଙ୍ଗ ଥାନା ଅଧୀନ କାଠଯୋଡ଼ି ନଦୀରୁ ଗୁରୁବାର ଭୋରୁ ଜଣେ ଯୁବତୀଙ୍କ ମୃତଦେହ ମିଳିଛି। ସେ ହେଲେ…

ବୁଲା କୁକୁର ଆତଙ୍କ, ଗୋଟିଏ ଦିନରେ ୭ଜଣଙ୍କୁ କାମୁଡ଼ିଲା

ଅମ୍ବାଦଳା,୪।୬(ରବୀନ୍ଦ୍ର ପଣ୍ଡା): ରାୟଗଡ଼ା ଜିଲା ଅମ୍ବାଦଳା ଅଞ୍ଚଳରେ ବୁଲା କୁକୁର ଆତଙ୍କ ଦେଖାଦେଇଛି। ଗୁରୁବାର ଏକ ବୁଲା କୁକୁର କାମୁଡାରେ ଜଣେ ଶିଶୁଙ୍କ ସହ ମୋଟ ୭ଜଣ…

ଜମି ବିକ୍ରି ନାଁରେ ୧୦ ଲକ୍ଷ ଟଙ୍କା ଠକେଇ, ବନ୍ଧା ହେଲେ ଜମି ମାଲିକ

କୋରୁକୋଣ୍ଡା,୪।୬(ଶିବଦତ୍ତ ସାହୁ): ଜମି ବିକ୍ରି ନାଁରେ ୧୦ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ମାଲକାନଗିରି ଜିଲା ଓର୍କେଲ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ…

ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ: ଖାର୍ଗେ-ପୱନ ଖେରା କର୍ନାଟକରୁ ମନୋନୀତ

ନୂଆଦିଲ୍ଲୀ,୪।୬: କଂଗ୍ରେସ ଦଳ କର୍ନାଟକ, ମଧ୍ୟ ପ୍ରଦେଶ, ରାଜସ୍ଥାନ, ତାମିଲନାଡୁ ଏବଂ ଝାଡ଼ଖଣ୍ଡ ରାଜ୍ୟ ପାଇଁ ରାଜ୍ୟ ସଭା ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ କର୍ନାଟକରୁ…

ପଦ୍ମପୁରରେ ନିଶା କାରବାର ଉପରେ ଚଢାଉ: ୨୨ ବସ୍ତା ବେଆଇନ କଫ୍ ସିରପ୍ ଜବତ, ୨ ଗିରଫ

ପଦ୍ମପୁର,୪।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଅଞ୍ଚଳରେ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ବେଆଇନ ନିଶାଦ୍ରବ୍ୟ କାରବାର ବିରୋଧରେ କଡ଼ା ଆଭିମୁଖ୍ୟ ଗ୍ରହଣ କରି ପୋଲିସ…

ବିକାଶ ସ୍କୁଲ ଅଫ ବିଜ୍‌ନେସ୍‌ ମ୍ୟାନେଜ୍‌ମେଣ୍ଟ ଛାତ୍ରୀଛାତ୍ରଙ୍କ ସଫଳତା, ଏନ୍‌. ଝାନ୍ସିରାଣୀ ବିଶ୍ବବିଦ୍ୟାଳୟ ଟପ୍ପର

ବରଗଡ,୪।୬(ପ୍ରେମାନନ୍ଦ ଖମାରୀ): ସମ୍ବଲପୁର ବିଶ୍ୱବିଦ୍ୟାଳୟ ଅଧୀନରେ ଅନୁଷ୍ଠିତ ବିବିଏ ପରୀକ୍ଷାରେ ବିକାଶ ସ୍କୁଲ ଅଫ ବିଜ୍‌ନେସ୍‌ ମ୍ୟାନେଜମେଣ୍ଟର ଛାତ୍ରୀଛାତ୍ରମାନେ ସଫଳତା ହାସଲ କରି ଅନୁଷ୍ଠାନ ଓ ସମଗ୍ର…

NH କଡ଼ରେ ଛିଡ଼ା ହୋଇଥିବା ହାଇୱା ଭିତରୁ ମିଳିଲା ଯୁବକଙ୍କ ମୃତଦେହ, ପରିବାରର ହତ୍ୟା ଅଭିଯୋଗ

ଡେରାବିଶ, ୪।୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ୫୩ ନମ୍ବର ଜାତୀୟ ରାଜପଥର ଲକ୍ଷ୍ମୀନାରାୟଣପୁର ଛକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri