Posted inଫୁରସତ

ସଚେତନତାକୁ ଗୁରୁତ୍ୱ

ପ୍ରତିବର୍ଷ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ମେ’ ୧୬ରେ ଭାରତୀୟ ଜାତୀୟ ଡେଙ୍ଗୁ ଦିବସ ପାଳନ କରାଯାଇଥାଏ। ଡେଙ୍ଗୁ ଜ୍ୱର ସମ୍ପର୍କରେ ସଚେତନତା ସୃଷ୍ଟି ଏହି ଦିବସର ମୁଖ୍ୟଲକ୍ଷ୍ୟ। ଏଡିସ୍‌ ପ୍ରଜାତିର ମଶା ଏଡିସ ଏଜିପ୍ଟ ଦ୍ୱାରା ଡେଙ୍ଗୁ ବ୍ୟାପିଥାଏ। ଶରୀରରେ ଡେଙ୍ଗୁ ଭୂତାଣୁ ପ୍ରବେଶ କରିବାର ୩ ରୁ ୧୪ ଦିନ ମଧ୍ୟରେ ଲକ୍ଷଣ ପ୍ରକାଶ ପାଏ। ଜ୍ୱର ମୁଣ୍ଡବିନ୍ଧା, ବାନ୍ତି ସହିତ ମାଂସପେଶୀ ଏବଂ ଅଣ୍ଠୁଗଣ୍ଠିରେ ପ୍ରବଳ ଯନ୍ତ୍ରଣା ହୁଏ। ଏହାର ଉପଯୁକ୍ତ ଚିକିତ୍ସା ନ କଲେ ଶେଷରେ ରୋଗୀର ମୃତ୍ୟୁ ଘଟିଥାଏ। ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ଡେଙ୍ଗୁ ପୃଥିବୀର ୧୨୦ରୁ ଅଧିକ ଦେଶରେ ମହାମାରୀର ମାନ୍ୟତା ଲାଭ କରିଛି। ୧୬୫୩ରେ ପ୍ରଥମେ ଡେଙ୍ଗୁ ଜ୍ୱର ଓ୍ବେଷ୍ଟ ଇଣ୍ଡିଜ୍‌ରେ ଦେଖାଦେଇଥିଲା ା ୧୭୭୯-୮୦ ରେ ଏହା ଏସିଆ, ଉତ୍ତରଆମେରିକା ଏବଂ ଆଫ୍ରିକାକୁ ବ୍ୟାପିଥିଲା ା ୨୪୧ ବର୍ଷ ତଳେ ଡେଙ୍ଗୁ ଜ୍ୱର ସଂକ୍ରମଣ ଭାରତରେ ୧୭୮୦ ମସହିାରେ ପ୍ରଥମେ ଚେନ୍ନାଇଠାରେ ଦେଖାଇଥିଲା । ତେବେ ଏହି ରୋଗକୁ ନିୟନ୍ତ୍ରଣକୁ ଆଣିବା ପାଇଁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସଚେତନତାକୁ ଗୁରୁତ୍ୱକୁ ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାକ୍ଷସଙ୍କ ବଗିଚା, ଏହା ପଛରେ ରହିଛି ଏମିତି କାହାଣୀ

ଯେତେବେଳେ ଆପଣ ଏକ ବଗିଚା କିମ୍ବା ପାର୍କ ବୁଲିବାକୁ ଯାଆନ୍ତି, ସେତେବେଳେ ଆପଣ ପ୍ରାକୃତିକ ସୌନ୍ଦର୍ଯ୍ୟ ଆଶା କରନ୍ତି। କିନ୍ତୁ ଏକ ଅନନ୍ୟ ଉଦ୍ୟାନ ଅଛି,...

ଈଶ୍ୱରଙ୍କ ଉପରେ ବିଶ୍ୱାସ ଅଛି କିନ୍ତୁ ଭରସା ନାହିଁ !

ଆଚ୍ଛା, ଇୟେ କେମିତିକା କଥା! ଈଶ୍ୱରଙ୍କ ଉପରେ ଜଣକର ବିଶ୍ୱାସ ଥିବ ଅଥଚ ଭରସା ନ ଥିବ, ଏ କଥା ଆଦୌ ହୋଇ ନ ପାରେ...

କ୍ଲାଉଡ ସିଡିଂ ପ୍ରକୃତରେ କ’ଣ? ଯାହା କୃତ୍ରିମ ବର୍ଷା କରାଏ…

ନିକଟରେ ଦୁବାଇରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ଉପୁଜିଥିଲା। ଦୁଇ ବର୍ଷରେ ଯେତିକି ବର୍ଷା ହେବା କଥା ଗୋଟିଏ ଦିନରେ ସେଠି ସେତିକି ବର୍ଷା...

ପ୍ରଥମ ରୋଜଗାର ଟଙ୍କାରେ ମା’ଙ୍କ ପାଇଁ ସମ୍ବଲପୁରୀ ଶାଢି କିଣିଥିଲି: ଡ. ଆଲୋକ ସାହୁ

ଜନ୍ମ ମୋର ଯାଜପୁରରେ ହୋଇଥିଲେ ହେଁ ବାପା ଯେହେତୁ କେନ୍ଦୁଝରରେ ଚାକିରି କରୁଥିଲେ ତେଣୁ ମୋ ସ୍କୁଲ ପାଠପଢା ସେଇଠି ହିଁ ହୋଇଥିଲା। ସ୍ଥାନୀୟ ଆନନ୍ଦପୁରସ୍ଥିତ...

ଭାମା-କାମାଚିଙ୍କ ନିବିଡ଼ ବନ୍ଧୁତ୍ୱର ହୃଦୟସ୍ପର୍ଶୀ କାହାଣୀ, ୫୫ ବର୍ଷ ଧରି…

ଚେନ୍ନାଇ: ତାମିଲନାଡୁ ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସୁପ୍ରିୟା ସାହୁ ନିଜ ଏକ୍ସ’ ଆକାଉଣ୍ଟରେ ୨ ହାତୀଙ୍କ...

ନିଜ ଛୁଆଙ୍କୁ ନିଜେ ମାରି ଖାଇଯାଏ ଠେକୁଆ? କାରଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ଠେକୁଆ ଦେଖିବାକୁ ବେଶ ସୁନ୍ଦର। ଅନେକ ଏହାକୁ ଘରେ ପାଳିବାକୁ ପସନ୍ଦ କରନ୍ତି। ହେଲେ ଏହି ପଶୁ ସହିତ ଜଡ଼ିତ ଏକ ଚକିତ କଲାଭଳି କଥା...

ଶୀତଦିନେ ବି ଟକଟକ ହୋଇ ଫୁଟେ ଏହି ନଦୀର ପାଣି, ବୈଜ୍ଞାନିକ ବି ଚକିତ

ସାଧାରଣତଃ ନଦୀର ପାଣି ଥଣ୍ଡା ଥାଏ। ହେଲେ ଦୁନିଆର ଏଭଳି ଏକ ନିଆରା ନଦୀ ରହିଛି ଯାହାର ପାଣି ସର୍ବଦା ଟକଟକ୍‌ ହୋଇ ଫୁଟୁଥାଏ। କେବଳ...

ସ୍ବାସ୍ଥ୍ୟସେବାରେ ପ୍ରାଣୀ ଚିକିତ୍ସକ

ମଣିଷର ଜୀବନଧାରଣରେ ପ୍ରାଣୀ ସମ୍ପଦର ଗୁରୁତ୍ୱକୁ ଉପଲବ୍ଧି କରି ୨୦୦୧ ମସିହାଠାରୁ ସମଗ୍ର ବିଶ୍ୱରେ ପାଳିତ ହୋଇଆସୁଅଛି ”ବିଶ୍ୱ ପ୍ରାଣୀ ଚିକିତ୍ସା ଦିବସ“। ପ୍ରତିବର୍ଷ ଏପ୍ରିଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri