Posted inଜାତୀୟ

କୁପୋଷଣ, ଜଳ ସଂରକ୍ଷଣ ଉପରେ ସଚେତନତା ସୃଷ୍ଟିକୁ ଗୁରୁତ୍ୱ

ନୂଆଦିଲ୍ଲୀ,୨୯।୮(ପି.ଟି.): ଦେଶରୁ କୁପୋଷଣ ଦୂର କରିବା ଏବଂ ଜଳ ସଂରକ୍ଷଣ ବଢ଼ାଇବା ଉପରେ ସାମାଜିକ ସଚେତନତାର ଗୁରୁତ୍ୱ ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଜୋର୍‌ ଦେଇଛନ୍ତି। ଏଥିସହିତ ଇଣ୍ଟରନେଟ ସଂଯୋଗର ପ୍ରସାରଣ ଦୁର୍ଗମ ଅଞ୍ଚଳ ବିଶେଷ କରି ଉତ୍ତରପୂର୍ବାଞ୍ଚଳରେ ନୂଆ ସୂର୍ଯ୍ୟୋଦୟ ଆଣିବ ବୋଲି ମନ୍‌ କୀ ବାତ୍‌ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ କହିଛନ୍ତି। ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଦେଶ ଆଜାଦୀ କା ଅମୃତ ମହୋତ୍ସବ ପାଳନ କରୁଥିବାବେଳେ ଆମେ ସାମୂହିକ ଶକ୍ତି ଦେଖିବାକୁ ପାଇଛେ। ବିଶାଳ ଦେଶରେ ଏତେ ସଂଖ୍ୟାରେ ବିବିଧତା ସତ୍ତ୍ୱେ ତ୍ରିରଙ୍ଗା ଉତ୍ତୋଳନ ବେଳେ ସମସ୍ତେ ସମାନ ଉତ୍ସାହର ସହ ତାହା ଉଡ଼ାଇଥିବା ଦେଖାଯାଇଛି। ସେପ୍ଟେମ୍ବରକୁ କୁପୋଷଣ ମାସ ଭାବେ ପାଳନ କରାଯାଉଛି। ସରକାର କୁପୋଷଣ ହଟାଇବା ଲାଗି ବିଭିନ୍ନ ପଦକ୍ଷେପ ନେଇଛନ୍ତି। ଜନସଚେତନତା ଏବଂ ସାମୂହିକ ଉଦ୍ୟମ ବଳରେ ଏହି ସମସ୍ୟାରୁ ଦେଶକୁ ମୁକ୍ତ କରାଯାଇପାରିବ ବୋଲି ମୋଦି କହିଛନ୍ତି।

ସ୍ବାଧୀନତା ସଂଗ୍ରାମୀ ବିଶେଷ କରି ଅଖ୍ୟାତ ହିରୋମାନଙ୍କ ଅବଦାନ ଉପରେ ଦୂରଦର୍ଶନରେ ପ୍ରସାରିତ ‘ସ୍ବରାଜ’ ସିରିଏଲ୍‌ ଦେଖିବା ଲାଗି ମୋଦି ଜନସାଧାରଣଙ୍କୁ ଆହ୍ବାନ ଦେଇଛନ୍ତି। ସ୍ବାଧୀନତା ସଂଗ୍ରାମରେ ସେମାନଙ୍କ ଉଦ୍ୟମ ଓ ଭୂମିକା ସମ୍ପର୍କରେ ଯୁବପିଢ଼ିଙ୍କୁ ଅବଗତ କରାଇବା ଏହାର ଉଦ୍ଦେଶ୍ୟ। ସେହିପରି ଜଳ ସଂରକ୍ଷଣ ଉପରେ ଗୁରୁତ୍ୱ ଦେଇ ମୋଦି କହିଥିଲେ, ବିଭିନ୍ନ ଅଞ୍ଚଳରେ ଲୋକେ ଜଳାଶୟ ନିର୍ମାଣ ଲାଗି ସ୍ବତନ୍ତ୍ର ଉଦ୍ୟମ କରୁଛନ୍ତି। ଅମୃତ ସରୋବର ଅଭିଯାନ କେବଳ ବର୍ତ୍ତମାନର ସମସ୍ୟା ସମାଧାନ କରିବ ନାହିଁ, ଆଗାମୀ ପିଢ଼ିଙ୍କ ପାଇଁ ଏହା ସମାନ ଗୁରୁତ୍ୱପୂର୍ଣ୍ଣ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ହେଲା ଯୁଦ୍ଧ! ପ୍ରଥମ ଥର ପାଇଁ ଆମେରିକାର ୮୦୦ କୋଟିର ଫାଇଟର ଜେଟ୍‌କୁ ଇରାନର ଟାର୍ଗେଟ, ବଢ଼ିଲା…

ୱାଶିଂଟନ, ୧୯।୩:ମଧ୍ୟ-ପ୍ରାଚ୍ୟ ରଣାଙ୍ଗନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆମେରିକାର ଏକ ଅତ୍ୟାଧୁନିକ F-୩୫ ଷ୍ଟେଲଥ ଫାଇଟର ଜେଟ୍‌ ଇରାନ ଉପରେ ଏକ ଯୁଦ୍ଧ ମିଶନରେ…

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ମମତାଙ୍କ ପାଇଁ ଭାଜପାର ‘ଚକ୍ରବ୍ୟୁହ’: ଏପଟେ ଶୁଭେନ୍ଦୁ, ସେପଟେ ହୁମାୟୁନଙ୍କ ମୁସଲିମ୍‌ କାର୍ଡ, ଅସୁବିଧା…

କୋଲକାତା,୧୯।୩: ପଶ୍ଚିମବଙ୍ଗ ରାଜନୀତିରେ ଗୁରୁବାର ଏକ ବଡ଼ ଧରଣର ହଲଚଲ ଦେଖିବାକୁ ମିଳିଛି। ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଭବାନୀପୁର ଆସନ ଏବେ ହଟ୍‌ସ୍ପଟ ପାଲଟିଛି। ମୁଖ୍ୟମନ୍ତ୍ରୀ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ଆମେରିକାକୁ ଟାର୍ଗେଟ କରିପାରେ ପାକିସ୍ତାନର…! ଗୁପ୍ତଚର ସଂସ୍ଥା ମୁଖ୍ୟଙ୍କ ବୟାନ ପରେ ବିଶ୍ୱରେ ଚାଞ୍ଚଲ୍ୟ

ୱାଶିଂଟନ/ଇସଲାମାବାଦ,୧୯।୩: ଆମେରିକାର ଶୀର୍ଷ ଗୁପ୍ତଚର ସଂସ୍ଥାର ମୁଖ୍ୟ ତୁଲସୀ ଗବାର୍ଡଙ୍କ ଏକ ବିସ୍ଫୋରକ ବୟାନ ଏବେ ସାରା ବିଶ୍ୱର ଦୃଷ୍ଟି ଆକର୍ଷଣ କରିଛି। ପାକିସ୍ତାନ ଏବେ ଏଭଳି…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…

IPL 2026 ପୂର୍ବରୁ CSKକୁ ବଡ଼ ଝଟ୍‌କା, ପୁରା ସିଜନ୍‌ରୁ ବାଦ୍‌ ପଡ଼ିଲେ ଘାତକ ବୋଲର୍‌…

ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍‌ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର…

ଭତ୍ତା ନେବାକୁ ଆସିଥିଲେ ଲୋକେ, ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଆଉ ତା’ ପରେ…

ଦିଗପହଣ୍ଡି,୧୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ୪ ଜଣ ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri