ଗୁଣାତ୍ମକ ସାମଗ୍ରୀ ଯୋଗାଇବାକୁ ଗୁରୁତ୍ୱ

ଭୁବନେଶ୍ୱର,୧୩।୫: ଦେଶର ପ୍ରମୁଖ ପ୍ଲାଷ୍ଟିକ ସାମଗ୍ରୀ ଉତ୍ପାଦକ ପ୍ୟାରିୱେର ପକ୍ଷରୁ ନିକଟରେ ଏକ ରିଟେଲର୍ସ ମିଟ୍‌ ଆୟୋଜିତ ହୋଇଯାଇଛି। ବିଶେଷକରି ଓଡ଼ିଶା ବଜାରରେ କମ୍ପାନୀର ଉପସ୍ଥିତି ସହ ଦୃଢ ବ୍ୟବସାୟ ପ୍ରତିଷ୍ଠା କରିପାରିଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ପକ୍ଷରୁ ଭୁନେଶ୍ବରସ୍ଥିତ ଏକ ଘରୋଇ ହୋଟେଲରେ ଏକ ରିଟେଲର୍ସ ମିଟ୍‌ ଆୟୋଜନ କରାଯାଇଥିଲା। ଏହି ଅବସରରେ ରୋକା-ପ୍ୟାରିୱେର୍‌ର ଜୋନାଲ ହେଡ୍‌ ସୌମନ୍‌ କୁଣ୍ଡୁ, ଟିଏସ୍‌ଏମ୍‌ ସୁରଜ୍‌ କୁମାର ପଟ୍ଟନାୟକ ଏବଂ ମାର୍କେଟିଂ ମ୍ୟାନେଜର ସନ୍ତୋଷ କୁମାରଙ୍କ ସମେତ ପ୍ରାୟ ୮୦ ଡିଲର ପ୍ରମୁଖ ଉପସ୍ଥିତ ଥିଲେ। ଉଲ୍ଲେଖଯୋଗ୍ୟ , ଉକ୍ତ କାର୍ଯ୍ୟକ୍ରମ ଜରିଆରେ କମ୍ପାନୀ ତା’ର ଗ୍ରାହକଙ୍କୁ ଗୁଣାତ୍ମକ ସାମଗ୍ରୀ ଯୋଗାଇବା ସହ ନିରାପଦ ଏବଂ ସ୍ବଚ୍ଛତା ଉତ୍ପାଦ ପାଇଁ ବ୍ରାଣ୍ଡ୍‌ର ପ୍ରତିବଦ୍ଧତାକୁ ବିସ୍ତୃତ ଭାବେ ଆଲୋକିତ କରାଯାଇଥିଲା। ବିଶେଷ କରି ଗ୍ରାହକଙ୍କ ସନ୍ତୁଷ୍ଟତା ଏବଂ ସୁସ୍ଥତାକୁ ପ୍ରାଧାନ୍ୟ ଦେଇ ବର୍ଦ୍ଧିତ ସୁରକ୍ଷା ସମାଧାନ ଏବଂ ନିରନ୍ତର ସେବା ଯୋଗାଇବା ସହ ବିଶ୍ୱସ୍ତରୀୟ ବାଥ୍‌ରୁମ୍‌ ଅଭିଜ୍ଞତା ପ୍ରଦାନ କରିବାର ଲକ୍ଷ୍ୟ ସହିତ ଓଡ଼ିଶାର ସମସ୍ତ ପ୍ଲମ୍ବିଂ ଆବଶ୍ୟକତା ପାଇଁ ରୋକା ପ୍ୟାରିୱେର୍‌ ଟିମ୍‌ ସର୍ବଦା ୱାନ୍‌ ଷ୍ଟପ୍‌ ସୁଲ୍ୟସନ ଯୋଗାଇ ଦେବାକୁ ଲକ୍ଷ୍ୟ ରଖିଛି ବୋଲି କମ୍ପାନୀର ବରିଷ୍ଠ ଅଧିକାରୀମାନେ ଡିଲରମାନଙ୍କୁ ଆସ୍ବସନା ଦେଇଥିଲେ। ସୂଚନାଯୋଗ୍ୟ ୨୦୧୮ ପରଠାରୁ ପାଇପ୍‌ ଏବଂ ବାଥ୍‌ରୁମ୍‌ ଫିଟିଙ୍ଗ୍‌ ରେଞ୍ଜର ଗୁଣାତ୍ମକ ଉତ୍ପାଦ ଶୁଭାରମ୍ଭ ସହ ବଜାର ପ୍ରବେଶ କରାଇ କମ୍ପାନୀ ଗ୍ରାହକଙ୍କ ବିଶ୍ୱାସଭାଜନ ହାସଲ କରିପାରିଥିଲା। ଏପରିକି ଗତ ବର୍ଷ ମଧ୍ୟ କମ୍ପାନୀ ସାରା ଓଡ଼ିଶାରେ ନୂତନ ଡିଜାଇନ୍‌ ଓ ଉତ୍ପାଦର ବ୍ୟାପକ ସମ୍ଭାର ବିସ୍ତାର କରିଥିଲା। ଉକ୍ତ ସମ୍ମିଳନୀରେ ଭୁବନେଶ୍ୱରର ପ୍ରାୟ ୮୦ ପ୍ରମୁଖ ରିଟେଲର୍ସମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri