କଟକ,୬।୬: ବ୍ୟାଙ୍କ ଅଫ୍ ବରୋଦା(ବିଓବି)ର କ୍ଷେତ୍ରୀୟ କାର୍ଯ୍ୟାଳୟ କଟକ ପକ୍ଷରୁ ସୋମବାର ବିଶ୍ୱ ପରିବେଶ ଦିବସ ପାଳନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ବିଓବି କଟକ କ୍ଷେତ୍ରୀୟ କାର୍ଯ୍ୟାଳୟ ପରିସରରେ ଏମ୍ ମେଗା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବ୍ୟାଙ୍କର କଟକ କ୍ଷେତ୍ରୀୟ କାର୍ଯ୍ୟାଳୟର କ୍ଷେତ୍ରୀୟ ମୁଖ୍ୟ ରଞ୍ଜିତ କୁମାର, ଉପ-କ୍ଷେତ୍ରୀୟ ମୁଖ୍ୟ ନିର୍ବିକାର ରଥଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଓ କର୍ମଚାରୀମାନେ ମିଳିତ ଭାବେ ବୃକ୍ଷରୋପଣ କରିବା ସହ ସମ୍ପୃକ୍ତ ବୃକ୍ଷର ସଂରକ୍ଷଣ ପାଇଁ ଗୁରୁତ୍ୱ ଦେବାକୁ ଶପଥ ଗ୍ରହଣ କରିଥିଲେ। ଉଲ୍ଲେଖଯୋଗ୍ୟ, ଚଳିତ ବର୍ଷ ବିଓବିର ବିଶ୍ୱ ପରିବେଶ ଦିବସ ଥିମ୍ ‘ଧରତୀ କୋ ହରିତ ବନାଏଁ, ଡିଜିଟାଲ ପରିବର୍ତ୍ତନ ଲାଏଁ’ ରଖାଯାଇଛି। ଅପରପକ୍ଷରେ ବ୍ୟାଙ୍କ ପକ୍ଷରୁ ପରିବେଶ ସଂରକ୍ଷଣ ପ୍ରତି ସଚେତନତା ସୃଷ୍ଟି କରିବା ନିମନ୍ତେ ଅଖିଳ ଭାରତୀୟ ସ୍ତରରେ ବ୍ୟାଙ୍କର କାର୍ଯ୍ୟାଳୟ ଏବଂ ଶାଖାଗୁଡ଼ିକରେ ବୃହତ୍ ଆକାରରେ ବୃକ୍ଷରୋପଣ କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି। ସେହିଭଳି ବିଓବିର କର୍ମଚାରୀମାନଙ୍କ ଦ୍ୱାରା ବୃକ୍ଷରୋପଣ କରାଯାଇ ତା’ର ସଂରକ୍ଷଣ ପାଇଁ ଶପଥ ପାଠ କରାଯାଉଛି।
ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ
ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…
ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ
ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…
‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…
ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍
ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…
ବୁଧାଦ୍ଧିତ୍ୟ ରାଜଯୋଗ: ୫ ରାଶିଙ୍କ ହୁ ହୁ ହୋଇ ବଢିବ ଧନ! ମିଳିବ ମନଲାଖି ଚାକିରି…
ଅଗଷ୍ଟ ମାସରେ ଗ୍ରହମାନଙ୍କ ସ୍ଥିତି ଏବଂ ସଂଯୋଗ ଯୋଗୁଁ କେତେକ ରାଶିର ଜାତକଙ୍କୁ ବଡ଼ ଲାଭ ମିଳିପାରେ। ଏହି ସମୟରେ ସିଂହ ରାଶିରେ ସୂର୍ଯ୍ୟ, ବୁଧ ଏବଂ…
ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ
ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…
FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!
ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…
କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା
ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…
Archives

