ଅକ୍ଷୟ ଶକ୍ତି ଉତ୍ସ ବ୍ୟବହାରକୁ ଗୁରୁତ୍ୱ

ଭୁବନେଶ୍ୱର,୨୧।୮: ବେଦାନ୍ତ ଆଲୁମିନିୟମ ପକ୍ଷରୁ ଅକ୍ଷୟ ଉର୍ଜ୍ଜା ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ପୁନଃନବୀକରଣ ଯୋଗ୍ୟ ଶକ୍ତି ଏବଂ ଜୈବ ଇନ୍ଧନ ଭଳି ସ୍ଥାୟୀ ବିକଳ୍ପ ସହିତ ଶକ୍ତି ପୋର୍ଟଫୋଲିଓକୁ ବିବିଧ କରିବା ଲାଗି ବେଦାନ୍ତ ଆଲୁମିନିୟମର ପ୍ରତିବଦ୍ଧତାକୁ ଦର୍ଶାଇଛି।

ବିଶେଷ କରି ଏହି ଲକ୍ଷ୍ୟ ଦିଗରେ କମ୍ପାନି ୧୩୩୫ ମେଗାୱାଟରୁ ଅଧିକ ଅକ୍ଷୟ ଶକ୍ତି ଉତ୍ସ ବ୍ୟବହାର କରିବାକୁ ଦୀର୍ଘ କାଳୀନ ଶକ୍ତି ବିତରଣ ଚୁକ୍ତି ସ୍ବାକ୍ଷର କରିଛି। ଫଳରେ ଏହା ଉଭୟ ସ୍ତର ଓ ପବନ ଶକ୍ତିର ମିଶ୍ରଣକୁ ନେଇ ଗଠିତ ହେବ। ଯାହା ଓଡ଼ିଶା ଓ ଛତିଶଗଡ଼ ଭଳି ରାଜ୍ୟରେ କାର୍ଯ୍ୟକ୍ଷମ ଥିବା ବେଦାନ୍ତ ଆଲୁମିନିୟମର କାର୍ଯ୍ୟପରିସରକୁ ଶକ୍ତି ଯୋଗାଇବାରେ ସହଯୋଗ କରିବ।

ସେହିଭଳି ଏହା ମଧ୍ୟ ଗ୍ରୀନ ହାଉସ ଗ୍ୟାସ ନିର୍ଗମନକୁ ୩.୨ଟନ ସିଓ୨ର ହ୍ରାସ କରିବ। ଯାହା ବେଦାନ୍ତର ଡିକାର୍ବନାଇଜେସନ ଲକ୍ଷ୍ୟରେ ଏକ ବଡ଼ ଯୋଗଦାନ ଦେବ। ସେହିପରି ଉକ୍ତ ଦିବସର ଏକ ନୂଆ ପଦକ୍ଷେପ ଯାହାକି ୨୦୦୪ ରେ ଭାରତ ସରକାରଙ୍କ ପଦକ୍ଷେପ ନୂତନ ତଥା ନବୀକରଣଯୋଗ୍ୟ ଶକ୍ତି ମନ୍ତ୍ରଣାଳୟ ଦ୍ୱାରା ଆରମ୍ଭ ହୋଇଥିଲା। ବିଶେଷ କରି ବେଦାନ୍ତର ବାଲକୋ (ଛତିଶଗଡ଼) ୟୁନିଟ ଏବଂ ଝାରସୁଗୁଡ଼ା (ଓଡିଶା)ର ଏକ ସହାୟକ କମ୍ପାନି ସମେତ କୃଷି ଅବଶେଷାଂଶରୁ ଉପତ୍ାଦିତ ବାୟୋମାସ ପେଲେଟ ଏବଂ ବ୍ରିକେଟ ବ୍ୟବହାରକୁ କମ୍ପାନି ଗ୍ରହଣ କରୁଛି। ବିଗତ ୨ବର୍ଷ ମଧ୍ୟରେ କମ୍ପାନି ବିଭିନ୍ନ କାର୍ଯ୍ୟରେ ଇନ୍ଧନ ବ୍ୟବହାରକୁ ସଫଳତାର ସହ ପାଇଲଟ କରିଛି। ବେଦାନ୍ତ ଆଲୁମିନିୟମ ୧୧.୨୯ କୋଟି ଜୈବ ଇନ୍ଧନ ବ୍ୟବହାର କରିଛି,ଯାହା ଦ୍ୱାରା ଇନ୍ଧନ ବ୍ୟବହାରରୁ ୧୬.୦୭ଟନ ସିଓ୨ ନିର୍ଗମନ ହ୍ରାସ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲରେ ରେକର୍ଡ ସଂଗ୍ରହ ଜିଏସ୍‌ଟି: ୨.୧୦ ଲକ୍ଷ କୋଟିରେ ପହଞ୍ଚିଲା

ନୂଆଦିଲ୍ଲୀ,୧।୫: ଏପ୍ରିଲ ମାସରେ ଦେଶରେ ଦ୍ରବ୍ୟ ଓ ସେବା କର(ଜିଏସ୍‌ଟି) ସଂଗ୍ରହ ରେକର୍ଡ ସୃଷ୍ଟି କରିଛି। ସମସ୍ତ ରେକର୍ଡ ଭାଙ୍ଗି ଏପ୍ରିଲ ୨୦୨୪ରେ ଜିଏସ୍‌ଟି ସଂଗ୍ରହ...

ବିଓଏମ୍‌ର ୪ର୍ଥ ତ୍ରୈମାସିକ ଫଳାଫଳ

ଭୁବନେଶ୍ୱର,୧।୫: ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର (ବିଓଏମ୍‌)ର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ...

କାମ୍ପାକୋଲାର ନୂତନ ଅଭିଯାନ

ଭୁବନେଶ୍ୱର,୧।୫: ରିଲାଏନ୍ସ ଗ୍ରୁପ୍‌ର ଅଗ୍ରଣୀ କମ୍ପାନୀ ତଥା ରିଲାଏନ୍ସ କଞ୍ଜ୍ୟୁମର ପ୍ରଡକ୍ଟସ ଲିମିଟେଡ୍‌ (ଆର୍‌ସିପିଏଲ୍‌)ର ପ୍ରମୁଖ ବ୍ରାଣ୍ଡ୍‌ କାମ୍ପାକୋଲାର ନୂତନ ଅଭିଯାନ ‘ନଏ ଇଣ୍ଡିଆ କା...

ଖୁବ୍‌ଶୀଘ୍ର ସମ୍ବଲପୁରରେ ଅରୁନ୍ଧତୀ ଜୁଏଲର୍ସ

ଭୁବନେଶ୍ୱର,୧।୫: ଅରୁନ୍ଧତୀ ଜୁଏଲର୍ସର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିିର୍ମିତ ନୂତନ ଶୋ’ରୁମ୍‌ର ଶୁଭାରମ୍ଭ ଖୁବ୍‌ଶୀଘ୍ର ସମ୍ବଲପୁରଠାରେ ଖୋଲିବାକୁ ଯାଉଛି। ଏପରିକି ୨୦୨୪ ମେ...

ଜୟଆଲୁକ୍କାସ୍‌ରେ ଉତ୍ସବକାଳୀନ ଅଫର

ଭୁବନେଶ୍ୱର,୧।୫(ଅଭୟ ଦାଶ): ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ପ୍ରମୁଖ ଗହଣା ବ୍ରାଣ୍ଡ୍‌ ଜୟଆଲୁକ୍କାସ୍‌ ପକ୍ଷରୁ ଉତ୍ସବକାଳୀନ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଚଳିତ...

ବେଦାନ୍ତ କାର୍ଯ୍ୟ ପରିସର ଅଞ୍ଚଳରେ ପ୍ରକଳ୍ପ ପଞ୍ଛିର ବିସ୍ତାର

ଭୁବନେଶ୍ୱର,୧।୫: ବେଦାନ୍ତ ଗ୍ରୁପ୍‌ର ପ୍ରମୁଖ କମ୍ପାନୀ ତଥା ବେଦାନ୍ତ ଆଲୁମିନିୟମର ଅଭିନବ କାର୍ଯ୍ୟକ୍ରମ ‘ପ୍ରକଳ୍ପ ପଞ୍ଛି’ର ବିସ୍ତାର ସମ୍ପର୍କରେ ଘୋଷଣା କରାଯାଇଛି। କମ୍ପାନୀର ଓଡ଼ିଶା ୟୁନିଟ୍‌...

ପତଞ୍ଜଳିର ୧୪ ପ୍ରଡକ୍ଟର ଲାଇସେନ୍ସ ହେଲା ସସପେଣ୍ଡ, ନିତିଦିନ କରୁଛନ୍ତି ବ୍ୟବହାର, ଦେଖନ୍ତୁ ଲିଷ୍ଟ

ଡେରାଡୁନ,୩୦।୪: ବିଭ୍ରାନ୍ତିକର ବିଜ୍ଞାପନ ପ୍ରସଙ୍ଗରେ ପତଞ୍ଜଳିର ସମସ୍ୟା ହ୍ରାସ ହେବାର ଦେଖାଯାଉ ନାହିଁ। ଏକ ବଡ କାର୍ଯ୍ୟାନୁଷ୍ଠାନ ମାଧ୍ୟମରେ ଉତ୍ତରାଖଣ୍ଡ ଡ୍ରଗ ବିଭାଗର ଲାଇସେନ୍ସ ପ୍ରାଧିକରଣ...

ବଜାରରେ ମହିନ୍ଦ୍ରାର ‘ଅଲ୍‌ ନ୍ୟୁ ଏକ୍ସୟୁଭି ୩ଏକ୍ସଓ’

ଭୁବନେଶ୍ୱର,୩୦।୪ (ଅଭୟ ଦାଶ): ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ଲିମିଟେଡର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ୍‌ ନ୍ୟୁ ଏକ୍ସୟୁଭି ୩ଏକ୍ସଓ’ର ସର୍ବଭାରତୀୟ ଉନ୍ମୋଚନ (ଅନାବରଣ)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri