କର୍ମକ୍ଷେତ୍ର ଗଠନକୁ ବେଦାନ୍ତର ଗୁରୁତ୍ୱ

ଭୁବନେଶ୍ୱର,୫।୧୨ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ବେଦାନ୍ତ ଗ୍ରୁପର ଅଗ୍ରଣୀ କମ୍ପାନୀ ବେଦାନ୍ତ ଆଲୁମିନିୟମ ପକ୍ଷରୁ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବେଦାନ୍ତ ଆଲୁମିନିୟମର ଉଭୟ ଓଡ଼ିଶା ଓ ଛତିଶଗଡ଼ ୟୁନିଟ ପକ୍ଷରୁ ବିଭିନ୍ନ ପ୍ରକାର କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ବିଶେଷକରି ବେଦାନ୍ତ ଆଲୁମିନିୟମର ଉପତ୍ାଦନ ପରିସରରେ ବିବିଧତା, ସମାନତା ଓ ଅନ୍ତର୍ଭୁକ୍ତୀକରଣକୁ ବଢ଼ାଇବା ଲାଗି କମ୍ପାନୀର ପ୍ରତବିଦ୍ଧତାକୁ ଏହା ନିଶ୍ଚିତ କରିଛି। ଏପରିକି କମ୍ପାନୀର କାର୍ଯ୍ୟକ୍ଷେତ୍ରରେ ଭିନ୍ନକ୍ଷମ ବ୍ୟକ୍ତିଙ୍କ ପ୍ରତି କୌଣସି ପାର୍ଥକ୍ୟ ରଖାଯାଇନାହିଁ। ଫଳରେ କମ୍ପାନୀ ବିଭିନ୍ନ ପଦକ୍ଷେପକୁ ଏକତ୍ର କରି ଭିନ୍ନ ଭିନ୍ନ ସାମର୍ଥ୍ୟର ସମ୍ମୁଖୀନ ହେଉଥିବା ଆହ୍ବାନଗୁଡ଼ିକ ଉପରେ ଅଧିକ ସଚେତନତା ସୃଷ୍ଟି କରିବା ସହ ଭିନ୍ନକ୍ଷମଙ୍କ ପ୍ରତି ସହାନୁଭୂତିଶୀଳ ଭାବେ କାର୍ଯ୍ୟ କରୁଛି।
ଏ ସମ୍ପର୍କରେ ବେଦାନ୍ତ ଆଲୁମିନିୟମର ସିଇଓ ଜନ୍‌ ସ୍ଲାଭେନ୍‌ କହିଛନ୍ତି, ଆମେମାନେ ବିବିଧତାକୁ ଗ୍ରହଣ କରିବା କେବଳ ଏକ ନୈତିକ ଆବଶ୍ୟକତା ନୁହେଁ ବରଂ ଏକ ରଣନୈତିକ ଲାଭ ମଧ୍ୟ ହୋଇଥାଏ। ଏପରିକି ଆମେ ଏକ କର୍ମକ୍ଷେତ୍ର ସୃଷ୍ଟି କରିବାକୁ ଲକ୍ଷ୍ୟ ରଖିଛୁ, ଯେଉଁଠାରେ ଅନନ୍ୟ ଦୃଷ୍ଟିକୋଣଗୁଡିକ ଆମର ସାମୂହିକ ସଫଳତା ପାଇଁ ସହାୟକ ହୋଇଥାଏ। ବିଶେଷ କରି ଆମର ପ୍ରୟାସ ଏକ ପ୍ରକୃତ ଅନ୍ତର୍ଭୁକ୍ତ କର୍ମକ୍ଷେତ୍ର ଗଠନ ଉପରେ ଧ୍ୟାନ ଦେଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ଷାବନ୍ଧନରେ ଗ୍ରହମାନଙ୍କ ୩ ମହାଯୋଗ: ଏହି ୫ ରାଶିର ଦ୍ରୁତ ଗତିରେ ଉନ୍ନତି, ହେବେ ମାଲାମାଲ!

୨୮ ଅଗଷ୍ଟ ୨୦୨୬ରେ ଶ୍ରାବଣ ମାସର ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥି। ଏହି ଦିନ ରକ୍ଷାବନ୍ଧନ, ଗାୟତ୍ରୀ ଜୟନ୍ତୀ ସହ ବର୍ଷର ଦ୍ୱିତୀୟ ଏବଂ ଶେଷ ଚନ୍ଦ୍ରଗ୍ରହଣ ପଡ଼ୁଛି।…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ଧୋକା ଦେଲେ ସରକାର! ପୁଣି ବଡ଼ ଆନ୍ଦୋଳନ ଘୋଷଣା କଲା CJP: ଏଇଠୁ ହେବ ଆରମ୍ଭ

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ରାଷ୍ଟ୍ରବ୍ୟାପୀ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଦଳ ଭାରତ ସରକାରଙ୍କ ଉପରେ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା

ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri