Posted inଫୁରସତ

ବିକଶିତ ଅର୍ଥନୀତିରେ ପ୍ରବାସୀଙ୍କ ଗୁରୁତ୍ୱପୂର୍ଣ୍ଣ ଅବଦାନ

ପ୍ରବାସୀ ଶ୍ରମିକ ଏବଂ ସେମାନଙ୍କ ପରିବାରର ସଦସ୍ୟଙ୍କ ଅଧିକାରର ସୁରକ୍ଷା ସମ୍ପର୍କରେ ୧୮ ଡିସେମ୍ବର ୧୯୯୦ରେ ଜାତିିସଂଘର ସାଧାରଣ ସଭାରେ ଏକ ସଂକଳ୍ପ ଗ୍ରହଣ କରାଯାଇଥିଲା।ଜାତିସଂଘର ଇଣ୍ଟରନ୍ୟାସନାଲ ଅର୍ଗାନାଇଜେସନ ଫର ମାଇଗ୍ରେସନ (ଆଇଓଏମ୍‌) ଏଜେନ୍ସି ମାଧ୍ୟମରେ ଆନ୍ତର୍ଜାତୀୟ ସ୍ଥାନାନ୍ତରଣ ଦିବସ ମାଧ୍ୟମରେ ପ୍ରାୟ ୨୭୨ ନିୟୁତ ପ୍ରବାସୀଙ୍କ ସମସ୍ୟାର ସମାଧାନ ପାଇଁ ସଚେତନତା ସୃଷ୍ଟି ଲାଗି ଆହ୍ବାନ ଦିଆଯାଇଥିଲା। ସେହିପରି ୪୧ ମିଲିୟନରୁ ଅଧିକ ଆଭ୍ୟନ୍ତରୀଣ ବିସ୍ଥାପିତ ଲୋକଙ୍କ ସୁବିଧା ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ଏହି ଅବସରରେ ବିଭିନ୍ନ ଦେଶର ପ୍ରାୟ ୫୦୦ରୁ ଅଧିକ କାର୍ଯ୍ୟାଳୟ ଏବଂ ଉପ-କାର୍ଯ୍ୟାଳୟ ତଥା ସରକାରୀ, ଅନ୍ତର୍ଜାତୀୟ ଓ ଘରୋଇ ନାଗରୀକ ସାମାଜିକ ସହଭାଗୀ ସଂସ୍ଥାଙ୍କ ଦ୍ୱାରା ନାନା ପ୍ରକାର କାର୍ଯ୍ୟକ୍ରମ ଆୟୋଜିତ ହୋଇଥାଏ। ପ୍ରବାସୀଙ୍କ କ୍ଷେତ୍ରରେ ସାମାଜିକ ସମନ୍ବୟ, ସମ୍ମାନ, ଶୋଷଣ, ଏକତା ନୀତି ଅନୁଯାୟୀ ମାନବିକ ତଥା ଶୃଙ୍ଖଳିତ ବ୍ୟବସ୍ଥା ଗ୍ରହଣ ଉପରେ ଏସବୁ କାର୍ଯ୍ୟକ୍ରମରେ ଗୁରୁତ୍ୱାରୋପ କରାଯାଇଥାଏ।
ଅନ୍ତର୍ଜାତୀୟ ପ୍ରବାସୀ ଦିବସ ଅବସରରେ ହୋଷ୍ଟ ତଥା ଘରୋଇ ଦେଶର ଅର୍ଥନୀତିରେ ଲକ୍ଷ ଲକ୍ଷ ପ୍ରବାସୀଙ୍କ ଅବଦାନକୁ ଚିହ୍ନିବା ଉପରେ ଗୁରୁତ୍ୱାରୋପ ହୋଇଥାଏ । ଏହା ସହିତ ସେମାନଙ୍କର ମୌଳିକ ମାନବିକ ଅଧିକାରକୁ ସମ୍ମାନ ଦେବା ସହିତ ସମସ୍ୟା ସମସ୍ୟା ସମାଧାନ ଲାଗି ସଚେତନତା ସୃଷ୍ଟି କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri