Posted inଫୁରସତ

ବିକଶିତ ଅର୍ଥନୀତିରେ ପ୍ରବାସୀଙ୍କ ଗୁରୁତ୍ୱପୂର୍ଣ୍ଣ ଅବଦାନ

ପ୍ରବାସୀ ଶ୍ରମିକ ଏବଂ ସେମାନଙ୍କ ପରିବାରର ସଦସ୍ୟଙ୍କ ଅଧିକାରର ସୁରକ୍ଷା ସମ୍ପର୍କରେ ୧୮ ଡିସେମ୍ବର ୧୯୯୦ରେ ଜାତିିସଂଘର ସାଧାରଣ ସଭାରେ ଏକ ସଂକଳ୍ପ ଗ୍ରହଣ କରାଯାଇଥିଲା।ଜାତିସଂଘର ଇଣ୍ଟରନ୍ୟାସନାଲ ଅର୍ଗାନାଇଜେସନ ଫର ମାଇଗ୍ରେସନ (ଆଇଓଏମ୍‌) ଏଜେନ୍ସି ମାଧ୍ୟମରେ ଆନ୍ତର୍ଜାତୀୟ ସ୍ଥାନାନ୍ତରଣ ଦିବସ ମାଧ୍ୟମରେ ପ୍ରାୟ ୨୭୨ ନିୟୁତ ପ୍ରବାସୀଙ୍କ ସମସ୍ୟାର ସମାଧାନ ପାଇଁ ସଚେତନତା ସୃଷ୍ଟି ଲାଗି ଆହ୍ବାନ ଦିଆଯାଇଥିଲା। ସେହିପରି ୪୧ ମିଲିୟନରୁ ଅଧିକ ଆଭ୍ୟନ୍ତରୀଣ ବିସ୍ଥାପିତ ଲୋକଙ୍କ ସୁବିଧା ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ଏହି ଅବସରରେ ବିଭିନ୍ନ ଦେଶର ପ୍ରାୟ ୫୦୦ରୁ ଅଧିକ କାର୍ଯ୍ୟାଳୟ ଏବଂ ଉପ-କାର୍ଯ୍ୟାଳୟ ତଥା ସରକାରୀ, ଅନ୍ତର୍ଜାତୀୟ ଓ ଘରୋଇ ନାଗରୀକ ସାମାଜିକ ସହଭାଗୀ ସଂସ୍ଥାଙ୍କ ଦ୍ୱାରା ନାନା ପ୍ରକାର କାର୍ଯ୍ୟକ୍ରମ ଆୟୋଜିତ ହୋଇଥାଏ। ପ୍ରବାସୀଙ୍କ କ୍ଷେତ୍ରରେ ସାମାଜିକ ସମନ୍ବୟ, ସମ୍ମାନ, ଶୋଷଣ, ଏକତା ନୀତି ଅନୁଯାୟୀ ମାନବିକ ତଥା ଶୃଙ୍ଖଳିତ ବ୍ୟବସ୍ଥା ଗ୍ରହଣ ଉପରେ ଏସବୁ କାର୍ଯ୍ୟକ୍ରମରେ ଗୁରୁତ୍ୱାରୋପ କରାଯାଇଥାଏ।
ଅନ୍ତର୍ଜାତୀୟ ପ୍ରବାସୀ ଦିବସ ଅବସରରେ ହୋଷ୍ଟ ତଥା ଘରୋଇ ଦେଶର ଅର୍ଥନୀତିରେ ଲକ୍ଷ ଲକ୍ଷ ପ୍ରବାସୀଙ୍କ ଅବଦାନକୁ ଚିହ୍ନିବା ଉପରେ ଗୁରୁତ୍ୱାରୋପ ହୋଇଥାଏ । ଏହା ସହିତ ସେମାନଙ୍କର ମୌଳିକ ମାନବିକ ଅଧିକାରକୁ ସମ୍ମାନ ଦେବା ସହିତ ସମସ୍ୟା ସମସ୍ୟା ସମାଧାନ ଲାଗି ସଚେତନତା ସୃଷ୍ଟି କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

୨୪ ଘଣ୍ଟାରେ ୨୬୦୦୦ ବସ୍‌ ଉଠ୍‌ ହୋଇ ଗିନିଜ ଓ୍ବାର୍ଲଡ ରେକର୍ଡ

ପିଲାଦିନେ ସ୍କୁଲରେ ପାଠ ପଢି ନ ଥିଲେ ଦଣ୍ଡ ଆକାରରେ ସାର୍‌ କହୁଥିଲେ ବସ୍‌ ଉଠ୍‌ ହେବା ପାଇଁ। ୩୦ ଥର ବସ୍‌ ଉଠ୍‌ ହେଲା...

ଉଛୁଳା ଭକ୍ତିର ଅନ୍ତରାଳେ….

ମା’ଛେଉଣ୍ଡ ମାଧବ ବାବୁ ଭଦ୍ରଲୋକରେ ଗଣାହେଲେ, ଯେବେଠୁଁ କଷ୍ଟକରି ଉଚ୍ଚଶିକ୍ଷା ଲାଭ କଲା ପରେ ଉଚ୍ଚ ପଦବୀଯୁକ୍ତ ଚାକିରି ପାଇଲେ। ତାଙ୍କର ସବୁଗୁଣ ଭଲ l...

ନିମାପଡ଼ାର ‘ମାଇପି ମେଳା’

ଗୁହାରିଆ ପଡ଼ିଲେ ମାନସିକ ପୂରଣ ହୋଇଥାଏ l ଅନ୍ଧବିଶ୍ୱାସ ହେଉ କି ବିଶ୍ୱାସ, ଏଭଳି ଏକ ପ୍ରଥା କିନ୍ତୁ ପ୍ରଚଳିତ ହୋଇଆସୁଅଛି କାହିଁ କେବେଠୁ। ପୁରାଣ...

ପ୍ରଥମ ରୋଜଗାର ବୋଉକୁ ଦେଇଥିଲି: ଲଳିତ କୁମାର

ମୋର ଜନ୍ମ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ନନ୍ଦଳା ଗ୍ରାମରେ। ମାତା ପାର୍ବତୀ ସ୍ବାଇଁ ଓ ପିତା ଭିକାରୀ ସ୍ବାଇଁଙ୍କର ତିନିପୁଅଙ୍କ ଭିତରେ ମୁଁ...

‘ଆଉ ଥରେ ଜନ୍ମ ହେଲେ କବିଟିଏ ହୋଇ ଜନ୍ମ ହେବି’

ଏକାଧାରରେ ସେ ଜଣେ କବି, ଗାଳ୍ପିକ ଓ ନାଟ୍ୟକାର। ଦୀର୍ଘ ୪ଦଶନ୍ଧି ଧରି ତାଙ୍କ ଲେଖନୀ ମୁନରେ ଫୁଟେଇଛନ୍ତି ଏକାଧିକ ଗଳ୍ପ, କବିତା ଓ ନାଟକ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri