କୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଏଣିକି ବିନା ପ୍ରେସକିପସନରେ କିଣିପାରିବେ ଗର୍ଭପାତ ଔଷଧ

ଓ୍ବାଶିଂଟନ୍‌,୧୭।୮: ବିନା ପ୍ରେସକିପସନରେ କିଣି ପାରିବେ ଗର୍ଭପାତ ଔଷଧ। ଏମ ମାମଲାର ଶୁଣାଣି କରି ରାୟ ପ୍ରଦାନ କରିଛି ଆମେରିକାରେ ଫେଡେରାଲ କୋର୍ଟ। କୋର୍ଟଙ୍କ ନିଷ୍ପତ୍ତି ଅନୁଯାୟୀ ଗର୍ଭପାତ ଔଷଧ ଉପରେ ନୂଆ ପ୍ରତିବନ୍ଧକ ଲଗାଯିବ। ତେବେ ଚୂଡ଼ାନ୍ତ ନିଷ୍ପତ୍ତି ସୁପ୍ରିମକୋର୍ଟର ହେବ। ନ୍ୟୁ ଓରାଲିଅନ୍ସରେ ଥିବା ଆମେରିକୀୟ ସର୍କିଟ କୋର୍ଟର ତିନିଜଣ ବିଚାରପତି ଏକ ମାମଲାର ଶୁଣାଣି କରିଛନ୍ତି। ସଂଘୀୟ କୋର୍ଟ ୨୩ବର୍ଷ ପୂର୍ବ ଖାଦ୍ୟ ଓ ଡ୍ରଗ୍ସ ଆଡମିନିଷ୍ଟ୍ରେସନର ମାଇପ୍ରିଷ୍ଟୋନକୁ ରଦ୍ଦ କରିଛି।

ଆମେରିକାର ଖାଦ୍ୟ ଓ ଡ୍ରଗ୍ସ ବିଭାଗ ଅନୁଯାୟୀ, ଫାର୍ମାସିଗୁଡ଼ିକ ଦିନକୁ ଥରେ ବିନା ପ୍ରେସକ୍ରିପସନରେ ଗର୍ଭନିରୋଧକ ଔଷଧ ବିକ୍ରି କରିପାରିବେ। ବିକ୍ରୟ ଉପରେ କୌଣସି ବୟସ ପ୍ରତିବନ୍ଧକ ରହିବ ନାହିଁ। ଏହାର ଅର୍ଥ ଯେକୌଣସି ବୟସର ମହିଳାମାନେ ଦିନକୁ ଥରେ ବିନା ପ୍ରେସକ୍ରିପସନରେ ଫାର୍ମାସିରୁ ଗର୍ଭନିରୋଧକ ଔଷଧ କିଣି ପାରିବେ। ଏକ ରିପୋର୍ଟ ଅନୁଯାୟୀ, ଆମେରିକାରେ ପ୍ରତିବର୍ଷ ଛଅ ଲକ୍ଷ ମହିଳା ଗର୍ଭବତୀ ହୁଅନ୍ତି, ଯେଉଁଥିରୁ ୪୫ ପ୍ରତିଶତ ଅବାଞ୍ଛିତ ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଉତ୍ତେଜନା ଭିତରେ ଭାରତ-ଚାଇନା ମୁହାଁମୁହିଁ, ସୀମାରେ ହଲଚଲ!

ନୂଆଦିଲ୍ଲୀ,୧୪।୪: ଅରୁଣାଚଳ ପ୍ରଦେଶର ସ୍ଥାନଗୁଡ଼ିକୁ କାଳ୍ପନିକ ନାମ ଦେବା ବିରୋଧରେ ଭାରତର ପ୍ରତିବାଦ ପରେ, ଚାଇନା ମଙ୍ଗଳବାର (୧୪ ଏପ୍ରିଲ, ୨୦୨୬) ଆଉ ଏକ ଆପତ୍ତିଜନକ ବିବୃତ୍ତି…

ବିହାରରେ ‘ନୀତୀଶ ଯୁଗ’ ଶେଷ: ମୁଖ୍ୟମନ୍ତ୍ରୀ ପଦରୁ ଦେଲେ ଇସ୍ତଫା , କିଏ ହେବେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ?

ପାଟନା,୧୪।୪: ଆଜି ବିହାର ରାଜନୀତିରେ ଏକ ଐତିହାସିକ ଯୁଗର ଅନ୍ତ ହୋଇଛି। ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳଙ୍କୁ ତାଙ୍କ ଇସ୍ତଫାପତ୍ର ପ୍ରଦାନ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

କିଏ ସେହି ସମ୍ରାଟ ଚୌଧୁରୀ, ଯିଏ ହେବେ ବିହାରର ଆଗାମୀ ମୁଖ୍ୟମନ୍ତ୍ରୀ: ୧୯ ବର୍ଷ ବୟସରୁ ହୋଇଥିଲେ ମନ୍ତ୍ରୀ

ପାଟନା,୧୪।୪: ବିହାରରେ ଏକ ନୂତନ ରାଜନୈତିକ ଯୁଗ ଆରମ୍ଭ ହେବାକୁ ଯାଉଛି। ରାଜ୍ୟକୁ ଏହାର ନୂତନ ମୁଖ୍ୟମନ୍ତ୍ରୀ ମିଳିଛି। ସମ୍ରାଟ ଚୌଧୁରୀଙ୍କ ନାମ ଚୂଡ଼ାନ୍ତ ହୋଇଛି। ସମ୍ରାଟ…

ଏମିତି କଥା କହିଲେ ଖାର୍ଗେ, ହସି ହସି ଗଡ଼ିଲେ ପ୍ରଧାନମନ୍ତ୍ରୀ ମୋଦି, ଦେଖନ୍ତୁ Video

ନୂଆଦିଲ୍ଲୀ,୧୪।୪: ଡକ୍ଟର ବି.ଆର. ଆମ୍ବେଦକରଙ୍କ ୧୩୫ତମ ଜନ୍ମବାର୍ଷିକୀ ଉପଲକ୍ଷେ ସଂସଦ ପରିସରରେ ପ୍ରେରଣାସ୍ଥଳରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ…

ନିଜ ଗୁରୁଙ୍କ ପାଦଛୁଇଁ ଭାବବିହ୍ବଳ ହୋଇପଡିଲେ ମୁଖ୍ୟମନ୍ତ୍ରୀ: କଲେ ବଡ଼ ଘୋଷଣା

କେନ୍ଦୁଝର,୧୪।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ଝୁମ୍ପୁରା ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ। କେବଳ ଜଣେ ପୁରାତନ ଛାତ୍ର ଭାବରେ…

ଗର୍ଲଫ୍ରେଣ୍ଡଙ୍କ ବିବାହ ସ୍ଥିର ହୋଇଯିବାରୁ ରାଗିକି ଏମିତି ନିଷ୍ପତ୍ତି ନେଲେ ବୟଫ୍ରେଣ୍ଡ: ଭାବି ସ୍ବାମୀଙ୍କୁ ପଠାଇଦେଲେ…

ବେଙ୍ଗାଲୁରୁ,୧୪।୪: ପ୍ରେମ ଯେବେ ପାଗଳାମୀରେ ପରିଣତ ହୁଏ, ଏହା କେବଳ ସମ୍ପର୍କକୁ ନଷ୍ଟ କରିଦିଏ ନାହିଁ ବରଂ ଜୀବନ ମଧ୍ୟ ନେଇଯାଏ। କର୍ନାଟକର ବିଜୟପୁରା ଜିଲାରୁ ଏକ…

ଏହି ମୁସଲିମ ଦେଶଗୁଡ଼ିକଠାରୁ କ୍ଷତିପୂରଣ ମାଗିଲା ଇରାନ, ବିଶ୍ୱରେ ପଡିଗଲା ଚହଳ

ଓ୍ବାଶିଂଟନ୍‌,୧୪।୪: ଇସଲାମାବାଦରେ ଆମେରିକା-ଇରାନ ଶାନ୍ତି ଆଲୋଚନା ବିଫଳ ହେବା ପରେ, ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି। ଡୋନାଲ୍ଡ ଟ୍ରମ୍ପଙ୍କ ନିର୍ଦ୍ଦେଶରେ, ଆମେରିକୀୟ ସେନା ଇରାନ ବନ୍ଦର ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri