ବର୍ଷା କ୍ଷୟକ୍ଷତି ନେଇ ଲୋକସେବା ଭବନରେ ଗୁରୁତ୍ୱପୂର୍ଣ୍ଣ ବୈଠକ: କ’ଣ ଆସିବ ନିଷ୍ପତ୍ତି

ଭୁବନେଶ୍ୱର,୨୮।୧୨: ଅଦିନିଆ ବର୍ଷାରେ ଚାଷ କ୍ଷୟକ୍ଷତି ଆକଳନ ବୈଠକ ଆରମ୍ଭ ହୋଇଛି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଆରମ୍ଭ ହୋଇଛି। ରାଜସ୍ବ, କୃଷି ଓ ସମବାୟ ବିଭାଗର ମନ୍ତ୍ରୀ ଓ ଅଧିକାରୀ ସାମିଲ ହୋଇଛନ୍ତି। ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର ମଧ୍ୟ ଉପସ୍ଥିତ ଅଛନ୍ତି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ
୪ଟି ବିଭାଗର ସମସ୍ବୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଚାଲିଛି। କୃଷିମନ୍ତ୍ରୀ କେଭି ସିଂଦେଓ, ରାଜସୱ ମନ୍ତ୍ରୀ, ସମବାୟ ମନ୍ତ୍ରୀ ଓ ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର ଉପସ୍ଥିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ବିରୋଧରେ ମାମଲା ରୁଜୁ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଥାନାଛକରେ ରହିଥିବା ଧନୁଯାତ୍ରାର ସ୍ଥାୟୀ ତୋରଣ ଭାଙ୍ଗିବା ଘଟଣାରେ ସ୍ଥାନୀୟ ଟାଉନ ଥାନା ପୋଲିସ୍‌ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ବରଗଡ଼ ପୌରାଧ୍ୟକ୍ଷା…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

ବାଇକ୍ ଦୁର୍ଘଟଣାରେ ଯୁବକ ରକ୍ତ ଜୁଡ଼ୁବୁଡ଼ୁ: ମିଳିଲାନି ଆମ୍ବୁଲାନ୍ସ, ମୋବାଇଲ ଟର୍ଚ୍ଚ ଆଲୁଅରେ ହେଲା ଷ୍ଟିଚ୍!

ଥୁଆମୂଳ ରାମପୁର, ୩୦।୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୋଷାବରା ସ୍ଥିତ ହେଲୋ ପଏଣ୍ଟ (ନାଏକପଡ଼ା) ଛକ ନିକଟରେ ଶନିବାର ମଧ୍ୟାହ୍ନ ପ୍ରାୟ…

ଟିଏମ୍‌ସି ନେତା ଅଭିଷେକଙ୍କୁ ଆକ୍ରମଣ

କୋଲକାତା,୩୦।୫: ଟିଏମ୍‌ସି ନେତା ତଥା ସାଂସଦ ଅଭିଷେକ ବାନାର୍ଜୀଙ୍କ ଉପରେ ଶନିବାର ସନ୍ଧ୍ୟାରେ କିଛି ଲୋକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ଅଭିଷେକ…

କାଳବୈଶାଖୀର କରାଳ ରୂପ:  ଭାଙ୍ଗିଗଲା ଦାଦନ ଶ୍ରମିକର ସପ୍ନର ଘର, ହାର୍ଡଖୁର୍ସି ଗ୍ରାମରେ ଏକାଧିକ ପରିବାର ବାସହୀନ

ଥୁଆମୂଳ ରାମପୁର, ୩୦।୫ (ଦୁର୍ଗା କୀର୍ତ୍ତି):ଦୁଃଖ ଉପରେ ଦୁଃଖ। ବିଧାତାଙ୍କ ବିଚିତ୍ର ଲୀଳା ଆଗରେ ହାର ମାନିଛି ଗରିବ ପରିବାର। କେରଳ ରାଜ୍ୟକୁ ଦାଦନ ଖଟିବାକୁ ଯାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri