ଆଜି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ଆଜି ସନ୍ଧ୍ୟାରେ ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ବୈଠକରେ ଅଧ୍ୟକ୍ଷତା କରିବେ। ତେବେ ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିପାରେ। ହେଲେ କେଉଁ ସବୁ ପ୍ରସ୍ତାବ ଉପରେ ମୋହର ବାଜିବ । ସେନେଇ କିଛି ସୂଚନା ମିଳିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

କୋଇଲା ଖଣି ନିଲାମ ୩ ମାସ ଘୁଞ୍ଚାଅ

ଭୁବନେଶ୍ୱର, ୨୩।୯(ବ୍ୟୁରୋ):କୋଭିଡ୍‌-୧୯ ଯେ କେବଳ ସ୍ବାସ୍ଥ୍ୟକୁ ପ୍ରଭାବିତ କରି ନାହିଁ, ଆର୍ଥିକ ମେରୁଦଣ୍ଡକୁ ମଧ୍ୟ ଦୋହଲାଇ ଦେଇଛି। ଏହି ମହାମାରୀ କୋଇଲା ବଜାରକୁ ପ୍ରଭାବିତ କରିଛି।...

ଉଦୟପୁର ବେଶିଲ୍‌ ଇଣ୍ଟରନ୍ୟାଶନାଲରେ ଏନଫୋର୍ସମେଣ୍ଟ ଟିମ୍‌

ଭୋଗରାଇ, ୬।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ଉଦୟପୁରସ୍ଥିତ ବେଶିଲ ଇଣ୍ଟରନ୍ୟାଶନାଲ ଭଗ୍ନପ୍ରାପ୍ତ ପଞ୍ଚତାରକା ହୋଟେଲରେ କେନ୍ଦ୍ରୀୟ ଏନଫୋର୍ସମେଣ୍ଟର ଗୌହାଟି ଇଡି ଆସିଷ୍ଟାଣ୍ଟ କମିଶନର ଚନ୍ଦ୍ରମଣି...

ସଡ଼କ ଦୁର୍ଘଟଣା: ୨୦୨୨ରେ ୯.୦୯% ବଢ଼ିଛି ମୃତ୍ୟୁ

ଭୁବନେଶ୍ୱର,୨ା୨(ବ୍ୟୁରୋ):  ରାଜ୍ୟରେ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ ଚିନ୍ତାଜନକ ରହିଛି। ଏହାକୁ ଦୃଷ୍ଟିରେ ରଖି ଏନ୍‌ଫୋର୍ସମେଣ୍ଟ କଡ଼ାକଡ଼ି କରିବାକୁ ପରିବହନ ବିଭାଗ ନିଷ୍ପତ୍ତି ନେଇଛି। ପ୍ରତି ମଙ୍ଗଳବାରକୁ...

କ୍ଷେତରେ ଅନେଇ ରହିଥିଲା ମୃତ୍ୟୁ, ଏକାଠି ଚାଲିଗଲେ ୨ ସାଙ୍ଗ

କୋଷାଗୁମୁଡ଼ା,୫।୫: ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ ଟେମରା ଗ୍ରାମର ଦୁଇ ନାବାଳିକାଙ୍କର ବୁଧବାର ବଜ୍ରପାତରେ ମୃତ୍ୟୁ ହୋଇଛି। ମୃତକ ହେଲେ ଊର୍ମିଳା ଭତ୍ରା ଓ ହୀରାଦେଈ...

ବଣ୍ଟନ କମ୍‌, ବିକ୍ରି ବେଶି

ଆଠମଲ୍ଲିକ/ ବଇଣ୍ଡା,୧୩ା୮ (ଡି.ଏନ.ଏ.) ସାଧାରଣ ବଣ୍ଟନ ବ୍ୟବସ୍ଥାରେ ଗରିବ ଲୋକଙ୍କ ପାଇଁ ସରକାର କିରୋସିନ ଯୋଗାଇ ଦେଉଛନ୍ତି। ହେଲେ ଅନେକ ସମୟରେ ଏହି ସରକାରୀ କିରୋସିନରୁ...

‘ମୋ ସରକାର’ କାର୍ଯ୍ୟକ୍ରମକୁ ଅପରାଜିତାଙ୍କ କଟାକ୍ଷ: କହିଲେ ‘୨୦ ବର୍ଷ ପରେ ସରକାରଙ୍କ ୫-ଟି କଥା ମନେ ପଡ଼ିଲା’

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଥିବା ‘ମୋ ସରକାର’ କାର୍ଯ୍ୟକ୍ରମକୁ ସଫଳ କରିବା ଲାଗି ସଚିବମାନେ ବିଭିନ୍ନ ଜିଲାକୁ ଗସ୍ତ କରୁଛନ୍ତି। ଲୋକମାନଙ୍କୁ ଠିକ୍‌...

ସଚିବ ରଞ୍ଜନା ଚୋପ୍ରାଙ୍କ ନୟାଗଡ଼ ଜିଲା ଗସ୍ତ: ଆହାର କେନ୍ଦ୍ରରେ ଖାଇଲେ ଭାତ ଡାଲମା

ନୟାଗଡ଼ ଅଫିସ,୩୧।୧୦: ଅନୁସୂଚିତ ଜାତି ଓ ଜନଜାତି ସଚିବ ତଥା ନୟାଗଡ଼ ଜିଲା ନୋଡାଲ ସଚିବ ରଞ୍ଜନା ଚୋପ୍ରା ବୁଧବାର ନୟାଗଡ଼ ଜିଲା ଗସ୍ତ କରି...

ଅସୁରକ୍ଷିତ ଜଙ୍ଗଲ ସମ୍ପଦ: ଜବରଦଖଲକାରୀଙ୍କ କବ୍‌ଜାରେ ୩୩ ହଜାର ହେକ୍ଟର

ଭୁବନେଶ୍ୱର,୧୭ା୩(ବ୍ୟୁରୋ): ରାଜ୍ୟରେ ବହୁମୂଲ୍ୟ ଜଙ୍ଗଲ ସମ୍ପଦ ଜବରଦଖଲକାରୀଙ୍କ କବ୍‌ଜାକୁ ଚାଲିଯାଉଛି। ଦୀର୍ଘ ବର୍ଷ ପରେ ମଧ୍ୟ ସେହି ଜମି ସରକାରଙ୍କ ନିକଟକୁ ଫେରିପାରୁ ନାହିଁ। ଜଙ୍ଗଲ...

Advertisement
Archives

Model This Week