ଆଜି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ଆଜି ସନ୍ଧ୍ୟାରେ ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ବୈଠକରେ ଅଧ୍ୟକ୍ଷତା କରିବେ। ତେବେ ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିପାରେ। ହେଲେ କେଉଁ ସବୁ ପ୍ରସ୍ତାବ ଉପରେ ମୋହର ବାଜିବ । ସେନେଇ କିଛି ସୂଚନା ମିଳିନାହିଁ ।