ସ୍ନାନ ପୂର୍ଣ୍ଣିମା, ରଥଯାତ୍ରା ପରିଚାଳନା ନେଇ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୧୬ା୬: ସ୍ନାନ ପୂର୍ଣ୍ଣିମା ଓ ରଥଯାତ୍ରା ପରିଚାଳନା ନେଇ ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ରାଜ୍ୟ ଅତିଥି ଭବନରେ ଆୟୋଜିତ ଉକ୍ତ ବୈଠକରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଆଇନ ମନ୍ତ୍ରୀ ପୃ୍‌ଥ୍ବୀରାଜ ହରିଚନ୍ଦନ, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ଡିଜିପି ଅରୁଣ ଷଡ଼ଙ୍ଗୀ ଏବଂ ରାଜ୍ୟର ବରିଷ୍ଠ ଅଧିକାରୀମାନେ ସାମିଲ ହୋଇଥିଲେ।

ଚଳିତବର୍ଷ ୧୫ ଦିନ ବଦଳରେ ଅଣସର ନୀତି ୧୩ ଦିନ ହେବ। ରଥଟଣା ପାଇଁ ହାତରେ ୨ ଦିନ ସମୟ କମ୍‌ ଥିବାରୁ ନୀତିକାନ୍ତି ନେଇ ଚିନ୍ତାରେ ପଡ଼ିଛନ୍ତି ସେବାୟତ। ଶୃଙ୍ଖଳିତ ନୀତି ପାଇଁ ସମସ୍ତ ସେବାୟତଙ୍କ ସହଯୋଗ ଲୋଡ଼ିଛନ୍ତି ମୁଖ୍ୟମନ୍ତ୍ରୀ।


Enter your email to get our daily news in your inbox.

All Right Reserved By Dharitri.Com

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ମ୍ୟାଚ୍‌ ପୂର୍ବରୁ ନ୍ୟୁଜିଲାଣ୍ଡ ଅଧିନାୟକଙ୍କ ବଡ଼ ବୟାନ, ଯଦି ଆମକୁ ହୃଦୟ ଭାଙ୍ଗିବାକୁ ପଡ଼େ…

ଅହମଦାବାଦ,୭।୩: ଟୁର୍ନାମେଣ୍ଟ ଜିତିବା ପାଇଁ ଆମେ ଫେଭରାଇଟ୍‌ ଦଳ ନୁହେଁ। କିନ୍ତୁ ଥରେ ଟ୍ରଫି ଉଠାଇବା ପାଇଁ ଯଦି ଆମକୁ କିଛି ହୃଦୟ ଭାଙ୍ଗିବାକୁ ପଡ଼େ, ତେବେ…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ସେମିଫାଇନାଲରେ ପହଞ୍ଚିଲେ ଲକ୍ଷ୍ୟ ସେନ୍‌

ବର୍ମିଂହାମ୍‌,୭ା୩:ଭାରତର ଲକ୍ଷ୍ୟ ସେନ୍‌ ଅଲ୍‌ ଇଂଲଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୨୦୨୨ ସଂସ୍କରଣରେ ରନର-ଅପ୍‌ ବିଶ୍ୱର ୧୨ତମ ମାନ୍ୟତାପ୍ରାପ୍ତ ଏହି…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri