ରାଜ୍ୟ ନିର୍ବାଚନ କମିଶନରଙ୍କ ଗୁରୁତ୍ୱପୁର୍ଣ୍ଣ ବୈଠକ

ଭୁୁବନେଶ୍ୱର,୧୫।୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଫେବୃୟାରୀ ୧୬ରେ ଆରମ୍ଭ ହେବ। ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ସରିଛି। ତେବେ ନିର୍ବାଚନ ସୁରୁଖୁରୁରେ ହେବା ନେଇ ଶନିବାର ପୂର୍ବାହ୍ନ ୧୦ଟା ୩୦ରେ ରାଜ୍ୟ ନିର୍ବାଚନ କମିଶନରଙ୍କ ଗୁରୁତ୍ୱପୁର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ସମସ୍ତ ଜିଲାପାଳ ଓ ଏସ୍‌ପିଙ୍କ ସହ ରାଜ୍ୟ ନିର୍ବାଚନ କମିଶନର ଭର୍ଚୁଆଲରେ ବୈଠକ କରିବେ। ଆଗାମୀ ପଞ୍ଚାୟତ ନିର୍ବାଚନ କିପରି ସ୍ବଚ୍ଛ ଓ ନିରାପଦରେ ପରିଚାଳନା ହୋଇପାରିବ ସେନେଇ ବୈଠକରେ ଆଲୋଚନା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଆସିଲା ବ୍ୟବଚ୍ଛେଦ ରିପୋର୍ଟ, ଶ୍ୱାସରୁଦ୍ଧ ଯୋଗୁ ହୋଇଛି ମୃତ୍ୟୁ

ଭୁବନେଶ୍ୱର,୨।୯(ବ୍ୟୁରୋ): ଭୁବନେଶ୍ୱର ଖାରବେଳନଗର ଥାନା ଅନ୍ତର୍ଗତ ଶାସ୍ତ୍ରୀନଗରର ଶୁଭଶ୍ରୀ ମହାପାତ୍ରଙ୍କ ବ୍ୟବଚ୍ଛେଦ ରିପୋର୍ଟ ଆସିଛି। ଶ୍ୱାସରୁଦ୍ଧ ଯୋଗୁ ମୃତ୍ୟୁ ହୋଇଥିବା ନେଇ  ବ୍ୟବଚ୍ଛେଦ ରିପୋର୍ଟରେ ଉଲ୍ଲେଖ...

ଭୁବନେଶ୍ୱରରୁ ବାରାଣସୀ ଉଡ଼ିଲା ବିମାନ

ଭୁବନେଶ୍ୱର, ୧।୩(ବ୍ୟୁରୋ): ଭୁବନେଶ୍ୱରରୁ ବାରାଣସୀକୁ ସିଧାସଳଖ ବିମାନ ସେବା ଆରମ୍ଭ ହୋଇଛି। ଇଣ୍ଡିଗୋ ଏଟିଆର-୭୨ ଶନିବାର ରାତି ୯ଟା ୫୦ରେ ବାରାଣସୀ ଅଭିମୁଖେ ବିଜୁ ପଟ୍ଟନାୟକ...

ରାଜ୍ୟ ବଜେଟ: ଜାଣନ୍ତୁ କ’ଣ ରହିଛି ନୂଆ, କେଉଁ ଯୋଜନାରେ କେତେ ବ୍ୟୟବରାଦ…

ଭୁବନେଶ୍ୱର,୨୪।୨(ବ୍ୟୁରୋ): ଉପସ୍ଥାପନ ହୋଇଛି ରାଜ୍ୟ ବଜେଟ। ୨୦୨୩-୨୪ ଆର୍ଥିକ ବର୍ଷ ଲାଗି ୨ ଲକ୍ଷ ୩୦ ହଜାର କୋଟିର ବଜେଟକୁ ଶୁକ୍ରବାର ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ...

ନିଜାମୁଦ୍ଦିନ କରୋନା ହଟ୍‌ସ୍ପଟ : ଓଡ଼ିଶାରୁ ୧୫ ଯୋଗଦେଇଥିବା ଚର୍ଚ୍ଚା

ଭୁବନେଶ୍ୱର,୧।୪(ବ୍ୟୁରୋ): ନୂଆଦିଲ୍ଲୀର ନିଜାମୁଦ୍ଦିନ୍‌ଠାରେ ହୋଇଥିବା ମୁସଲମାନ୍‌ଙ୍କ ଧର୍ମସଭାରେ ଓଡ଼ିଶାରୁ ୧୫ଜଣ ଯୋଗଦେଇଥିତ୍ବା ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ଚାଲିଛି। ତେବେ ପ୍ରକୃତପକ୍ଷେ ଓଡ଼ିଶାରୁ କେତେଜଣ ଯାଇଥିଲେ ତାହା...

ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୬୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୨ା୩(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୧୬୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୬,୫୬୫ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି।...

‘ବିଶ୍ୱପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ମହୋତ୍ସବ’ ପୁସ୍ତକ ଲୋକାର୍ପିତ

ଭୁବନେଶ୍ୱର,୯।୭(ବ୍ୟୁରୋ) : ପବିତ୍ର ସନ୍ଧ୍ୟାଦର୍ଶନ ଅବସରରେ ଲୋକସମ୍ପର୍କ ଭବନରେ ଶୁକ୍ରବାର ରଥଯାତ୍ରାର ମହତ୍ତ୍ବ ଓ ବିଭିନ୍ନ ତଥ୍ୟ ସମ୍ବଳିତ ‘ବିଶ୍ୱପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ମହୋତ୍ସବ’ ପୁସ୍ତକ ଲୋକାର୍ପିତ...

ଭାଜପା ରାଜ୍ୟ ସଭା ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବଙ୍କୁ ନେଇ ଗୃହରେ ହଙ୍ଗାମା: ହଟ୍ଟଗୋଳ, ଗୃହ ମୁଲତବୀ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ବିଧାନସଭାରେ ବିରୋଧୀ ଦଳ ନେତାଙ୍କ ନାମ ଘୋଷଣା ଏବଂ ଭାଜପାର ରାଜ୍ୟ ସଭା ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବଙ୍କୁ ନେଇ ବୁଧବାର ବିଧାନସଭାରେ କଂଗ୍ରେସ ସଦସ୍ୟମାନେ...

ଠିକା କର୍ମଚାରୀ ଏବେ ‘ଇନିସିଆଲ୍‌ ଆପଏଣ୍ଟିଜ୍‌’

ରାଜ୍ୟ କ୍ୟାବିନେଟ୍‌ ବୈଠକ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ଏଥିରେ ୧୭ଟି ଗୁୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିଛି। ଠିକା କର୍ମଚାରୀଙ୍କୁ...

Advertisement
Archives

Model This Week