ରାଜ୍ୟ ନିର୍ବାଚନ କମିଶନରଙ୍କ ଗୁରୁତ୍ୱପୁର୍ଣ୍ଣ ବୈଠକ

ଭୁୁବନେଶ୍ୱର,୧୫।୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଫେବୃୟାରୀ ୧୬ରେ ଆରମ୍ଭ ହେବ। ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ସରିଛି। ତେବେ ନିର୍ବାଚନ ସୁରୁଖୁରୁରେ ହେବା ନେଇ ଶନିବାର ପୂର୍ବାହ୍ନ ୧୦ଟା ୩୦ରେ ରାଜ୍ୟ ନିର୍ବାଚନ କମିଶନରଙ୍କ ଗୁରୁତ୍ୱପୁର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ସମସ୍ତ ଜିଲାପାଳ ଓ ଏସ୍‌ପିଙ୍କ ସହ ରାଜ୍ୟ ନିର୍ବାଚନ କମିଶନର ଭର୍ଚୁଆଲରେ ବୈଠକ କରିବେ। ଆଗାମୀ ପଞ୍ଚାୟତ ନିର୍ବାଚନ କିପରି ସ୍ବଚ୍ଛ ଓ ନିରାପଦରେ ପରିଚାଳନା ହୋଇପାରିବ ସେନେଇ ବୈଠକରେ ଆଲୋଚନା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ମା’, ବାପାଙ୍କୁ ପନିକିରେ ହାଣି ହତ୍ୟା କଲା ପୁଅ

ନୂଆଗାଁ, ୨୫।୧୨ (ଡି.ଏନ.ଏ)- ସୁନ୍ଦରଗଡ଼ ଜିଲା ନୂଆଗାଁ ବ୍ଲକ ବିଶ୍ରା ଥାନା ଖୁଣ୍ଟଗାଁ ପଞ୍ଚାୟତ ଅନ୍ତର୍ଗତ ବିଶପୁର ଗ୍ରାମରେ ଶୁକ୍ରବାର ଘଟିଛି ଅଭାବନୀୟ ଘଟଣା ।...

ନିଷ୍କାସନ ହୋଇପାରୁନି ବର୍ଷାଜଳ: ଦୁର୍ଦ୍ଦଶାରେ ୨୦ଗଁ।ର ଗ୍ରାମବାସୀ

ଗୋପ,୨୭।୮(ଡି.ଏନ୍‌.ଏ.): ନାଗପୁର-ନୟାହାଟ ପୂର୍ତ୍ତ ବିଭାଗ ରାସ୍ତାରେ ତିନିତିଅର, ବେଦପୁର, ବାଲିକନ୍ଦଳ ଆଦି ଗ୍ରାମ ନିକଟରେ ବର୍ଷାଜଳ ନିଷ୍କାସନ ହୋଇ ନ ପାରିବାରୁ ପ୍ରାୟ ୨୦ ଗାଁର...

ଆଜି ଚିହ୍ନଟ ହେଲେ ୬୦୨ ଆକ୍ରାନ୍ତ; ଅଛନ୍ତି ୭୯ ଶିଶୁ

ଭୁବନେଶ୍ୱର,୨୫।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୦୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତନ୍ମଧ୍ୟରେ ୧୮ ବର୍ଷ ବୟସରୁ କମ୍‌ ବର୍ଗର ୭୯ଜଣ ଅଛନ୍ତି। ନୂତନ...

ଯୁକ୍ତ ୨ ନାମଲେଖା ସମୟସୀମା ବୃଦ୍ଧି

ଭୁବନେଶ୍ୱର,୨୨।୯(ବ୍ୟୁରୋ): ଯୁକ୍ତ ୨ ପ୍ରଥମ ପର୍ଯ୍ୟାୟ ନାମଲେଖା ସମୟ ବୃଦ୍ଧି କରାଯାଇଛି। ଚଳିତମାସ ୨୬ ପରିବର୍ତ୍ତେ ୩୦ ପର୍ଯ୍ୟନ୍ତ ଏହାକୁ ଘୁଞ୍ଚାଇ ଦିଆଯାଇଥିବା ଉଚ୍ଚ ମାଧ୍ୟମିକ...

ପ୍ରତିଟି ମାନବ ଜୀବନ ଆମ ପାଇଁ ମୂଲ୍ୟବାନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ‘ୟାସ୍‌’ ମୁକାବିଲା ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରଭାବିତ ହେବାକୁ ଥିବା ଜିଲାଗୁଡ଼ିକରେ ପ୍ରସ୍ତୁତି ନେଇ ମଙ୍ଗଳବାର ମୁଖ୍ୟ...

ମନ ମୋହୁଛି ମନୋଜଙ୍କ ନିଆରା କଳାକୃତି

କଟକ ଅଫିସ, ୪ା୧୦: ସେ ପାଠ ପଢ଼ିବା ପାଇଁ କଟକ ଆସିଥିଲେ। ଟ୍ୟୁଶନ କରି ପାଠ ପଢ଼ୁଥିଲେ। ହଠାତ କୋଭିଡ୍‌ ସ୍ଥିତି ଯୋଗୁ ଲକ୍‌ଡାଉନ୍‌ ଘୋଷଣା...

ପ୍ରଦୀପ ମହାରଥୀ ଗୁରୁତର: ପରିବାର ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩ା୧୦(ବ୍ୟୁରୋ)-ପୂର୍ବତନ ମନ୍ତ୍ରୀ ତଥା ପିପିଲିର ବିଜେଡି ନେତା ପ୍ରଦୀପ ମହାରଥୀଙ୍କ ସ୍ବାସ୍ଥ୍ୟ ଗୁରୁତର ହୋଇପଡିଛି। ସେ ଗତ କିଛିଦିନ ହେବ ସମ୍‌ ଅଲଟିମେଟ ମେଡିକେୟାରରେ ଚିକିିତ୍ସିତ...

ମା’ବାପାଙ୍କ ଆଗରେ ଚାଲିଗଲା ୨ ପିଲାଙ୍କ ଜୀବନ

ରମ୍ଭା,୧୦ା୩-ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ ୧୬ନଂ ଜାତୀୟ ରାଜପଥର ସାବୁଳିଆ ଛକରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଛି। ଏକ ବିବାହ ଉତ୍ସବରେ ଯୋଗଦେବାକୁ...

Advertisement


Archives

Model This Week