ଭୁବନେଶ୍ୱର,୨୧।୧୦ : ଗୃହ ନିର୍ମାଣ ବା ହାଉସିଂ ପ୍ରକଳ୍ପରେ ଆର୍କିଟେକ୍ମାନଙ୍କର ଭୂମିକା ବେଶ୍ ଗୁରୁତ୍ୱପୂର୍ଣ୍ଣ ହୋଇଥାଏ। ତେଣୁ ପ୍ରତ୍ୟେକ ପଞ୍ଜୀକୃତ ଆର୍କିଟେକ୍ ସେମାନଙ୍କର ଦାୟିତ୍ୱକୁ ଠିକ୍ ଭାବେ ନିର୍ବାହ କରିବା ଉଚିତ ବୋଲି ଓଡ଼ିଶା ସ୍ଥାବର ସମ୍ପତ୍ତି ନିୟାମକ ପ୍ରାଧିକରଣ (ଓରେରା) ପକ୍ଷରୁ ଆୟୋଜିତ ଏକ ଦିନିକିଆ କର୍ମଶାଳାରେ ମତ ପ୍ରକାଶ ପାଇଛି। କର୍ମଶାଳାକୁ ଓରେରା ଅଧ୍ୟକ୍ଷ ସିଦ୍ଧାନ୍ତ ଦାସ ଉଦ୍ଘାଟନ କରି ପ୍ରତ୍ୟେକ ଗୃହ ନିର୍ମାଣ ପ୍ରକଳ୍ପ ପାଇଁ ଆର୍କିଟେକ୍ଙ୍କ ଭୂମିକା ଉପରେ ବିସ୍ତୃତ ଆଲୋକପାତ କରିଥିଲେ। ସେହିଭଳି ଓରେରା ପରାମର୍ଶଦାତା ଜେ.ପି.ଜଗଦ୍ଦେବ ଓରେରା ଆଇନ୍ ଅଧୀନରେ ପ୍ରକଳ୍ପ ଅଗ୍ରଗତି ସମ୍ପର୍କରେ ତ୍ରୈମାସିକ ବିବରଣୀ ପ୍ରଦାନ ସହ ପ୍ରକଳ୍ପ ସମ୍ପୂର୍ଣ୍ଣ ହେବା ପରେ ପରିସମାପ୍ତି ପ୍ରମାଣପତ୍ର ଦେବା କ୍ଷେତ୍ରରେ ଆର୍କିଟେକ୍ମାନଙ୍କର ଗୁରୁ ଦାୟିତ୍ୱ ସମ୍ପର୍କରେ ସେ ବିସ୍ତୃତ ଉଲ୍ଲେଖ କରିଥିଲେ। ସେହିପରି ଓରେରାର ପ୍ରଶାସନିକ ସଦସ୍ୟ ପ୍ରଦୀପ କୁମାର ବିଶ୍ୱାଳ ଓ ନ୍ୟାୟିକ ସଦସ୍ୟ ଗୋପାଳ ଚନ୍ଦ୍ର ପଟ୍ଟନାୟକ ଆର୍କିଟେକ୍ମାନଙ୍କର ବିଭିନ୍ନ ପ୍ରଶ୍ନର ଉତ୍ତର ରଖିଥିଲେ। ଏହି ଅବସରରେ ଓରେରା ଅତିରିକ୍ତ ସଚିବ ଶ୍ରାବଣୀ ପଟ୍ଟନାୟକ ସ୍ବାଗତ ଅଭିଭାଷଣ ଦେଇଥିବା ବେଳେ ଓରେରାର ଓଏସ୍ଡି (ଲ୍ୟାଣ୍ଡ) ରବିନାରାୟଣ ପାଢ଼ୀ ଧନ୍ୟବାଦ ଅର୍ପଣ କରିଥିଲେ।
ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍
ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…
ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…
ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…
ଚକ୍ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ
ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…
ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…
କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…
ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍ର ଗଞ୍ଜେଇ ଜବତ, ମୂଲ୍ୟ…
ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…
୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…
ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍ ପୋକ୍ସୋ ଜଜ୍ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…
ମାଙ୍କଡ଼ ମାରି ଇନ୍ଷ୍ଟାଗ୍ରାମରେ କରିଥିଲେ ପୋଷ୍ଟ, ଏବେ…
ବାଲିଗୁଡ଼ା, ୨୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ):ମାଙ୍କଡ଼ ମାରି ଇନ୍ଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରିବା ମହଙ୍ଗା ପଡିଛି। ବନ ବିଭାଗ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…
West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି
ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…
Archives

