ଗୁରୁତ୍ୱପୂର୍ଣ୍ଣ ସଚିବସ୍ତରୀୟ ବୈଠକ: ସବୁ ଅଫିସ୍‌ରେ ଲାଗିବ AI କ୍ୟାମେରା

ଭୁବନେଶ୍ୱର,୧୨।୮: ମଙ୍ଗଳବାର ସଚିବସ୍ତରୀୟ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ୧୦ଟି ଦିଗ ଉପରେ ଫୋକସ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏପରିକି CMଙ୍କ ଅଫିସରୁ ଆସୁଥିବା UI ନୋଟ୍‌ରେ ତୁରନ୍ତ ଉତ୍ତର ସହ ଆବଶ୍ୟକ ପଦକ୍ଷେପ ନେବାକୁ ବୈଠକରେ କୁହାଯାଇଛି। ଅନ୍ୟପକ୍ଷେ ନିର୍ଦ୍ଧାରିତ ସମୟରେ ଅଧିକାରୀମାନେ ଅଫିସ ଆସିବା ଉପରେ ଗୁରୁତ୍ୱ ଦିଆଯାଇଛି।

ଏକରିକି ଭଲ ପ୍ରଦର୍ଶନ ନ ଥିବା ଅଧିକାରୀଙ୍କ ଉପରେ ନଜର ରଖିବାକୁ ବିଭାଗୀୟ ସଚିବଙ୍କୁ କୁହାଯାଇଛି। ଏପରିକି ଅଧିକାରୀଙ୍କୁ ସୁଧାର ଆଣିବାକୁ ସୁଯୋଗ ଦିଆଯିବ, ନ ହେଲେ ସମ୍ପୃକ୍ତ ଅଧିକାରୀ VRS ନେଇପାରିବେ ବୋଲି ବୈଠକରେ ଆଲୋଚନା କରାଯାଇଛି।

ଅନ୍ୟପକ୍ଷେ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିବା ସୂଚନା ମିଳିଛି। ଜିଲାସ୍ତରୀୟ ସବୁ ସରକାରୀ ଅଫିସରେ AI କ୍ୟାମେରା ଲାଗିବ ବୋଲି ବୈଠକରେ ସ୍ଥିର ହୋଇଥିବା ଜଣାପଡିଛି।

ଏପରି କି ଲୋକଙ୍କୁ ସେବା ପ୍ରଦାନରେ ବିଳମ୍ବର ଅନୁଧ୍ୟାନ କରାଯିବ। ଅକ୍ଟୋବର ମାସରୁ CM ଡାସ ବୋର୍ଡ ଆରମ୍ଭ ହେବ ବୋଲି ବୈଠକରେ ସ୍ଥିର କରାଯାଇଛି। କେନ୍ଦ୍ରୀୟ ସ୍କିମର ପ୍ରତିମାସ ୭ ତାରିଖରେ ଜିଲାପାଳ ସମୀକ୍ଷା କରିବେ ବୋଲି ବୈଠକରେ କୁହାଯାଇଛି।

୧୨ ତାରିଖରେ ଜଙ୍ଗଲ ଓ ପରିବେଶ ବିଭାଗ ଓ ରାଜସ୍ବ ବିଭଗ ସମୀକ୍ଷା କରିବେ। ସବୁ ବିଭାଗ ସେମାନଙ୍କ ବିଭାଗର ଖର୍ଚ୍ଚ ବୃଦ୍ଧି ଉପରେ ଗୁରୁତ୍ୱ ଦେବା ସହ ଅଫିସରଙ୍କୁ ଫିଲ୍ଡ ଭିଜିଟ ଉପରେ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri