କେତୋଟି ଜରୁରୀ ଜାଣିବା କଥା

*ଠାକୁରଙ୍କୁ ପୂଜା କରିବା ସମୟରେ ସକାଳେ ହେଉ ଅବା ସନ୍ଧ୍ୟାରେ ଥରୁଟିଏ ହେଉ ନା କାହିଁକି ଠାକୁରଙ୍କ ପାଖେ ଝୁଣା ଧୂପ କିମ୍ବା କର୍ପୁର ଆଳତି କଲେ ପ୍ରଭୂକୃପା ମିଳିଥାଏ।

*ଖାଦ୍ୟ ଥାଳି ପାଖରେ ଯେଉଁ ଲୁଣ ଦିଆଯାଇଥାଏ, ତାହାକୁ କେବେ ବି ତଳେ ପକାଇବେ ନାହିଁ କିମ୍ବା ହାତରେ ଲାଗିଥିବା ଲୁଣକୁ ଲୁଗାରେ ପୋଛିବେ ନାହିଁ, ବରଂ ତାହାକୁ ପାଣିରେ ଧୋଇଦେବେ। ଲୁଣକୁ ତଳେ ପକାଇଲେ କିମ୍ବା ଲୁଗାରେ ପୋଛିଲେ କରଜ ବଢିଥାଏ ବୋଲି କୁହାଯାଏ।

*ଶୋଇକି ଉଠିବା ପରେ ଅସଜଡ଼ା ଶେଯକୁ ଟିକେ ସଜାଡ଼ି ଦେବା ଭଲ, ନଚେତ୍‌ ଶନି ଦେବତାଙ୍କର କୁ-ଦୃଷ୍ଟି ସୁଖଶାନ୍ତି ଉପରେ ପଡିଥାଏ ବୋଲି ବିଶ୍ୱାସ କରାଯାଏ।

*ଘରେ ଯଦି ସ୍ବର୍ଗତ ପିତୃପୁରୁଷଙ୍କ ଫଟୋ ଲଗାଉଥାନ୍ତି, ତା’ହେଲେ ଉତ୍ତର ଦିଗର କାନ୍ଥରେ ଲଗାନ୍ତୁ, ଫଳରେ ତାଙ୍କ ମୁଖ ଦକ୍ଷିଣ ଦିଗ ଆଡକୁ ରହିବ; ଯଦ୍ଦ୍ବାରା ଘରେ ସୁଖଶାନ୍ତି ବୃଦ୍ଧି ହେବ। ଆବଶ୍ୟକ ହେଲେ ତାଙ୍କ ଫଟୋକୁ ପୂର୍ବ ଦିଗର କାନ୍ଥରେ ଲଗାଇପାରିବେ, କିନ୍ତୁ କେବେ ବି ଦକ୍ଷିଣ-ପଶ୍ଚିମ ଦିଗର କାନ୍ଥରେ ଲଗାଇବେ ନାହିଁ।

*ଟଙ୍କା ପଇସା ରଖୁଥିବା ଆଲମାରୀର ମୁହଁ କେବେ ବି ଦକ୍ଷିଣ ମୁହାଁ କରି ରଖନ୍ତୁ ନାହିଁ। କାରଣ ଏହାଦ୍ୱାରା ପରିବାରରେ କାହାରି ନା କାହାରି ଦେହ ଖରାପ ହେଉଥିବ ଆଉ ସେହିଥିରେ ହିଁ ପଇସା ସବୁ ଖର୍ଚ୍ଚ ହୋଇଯିବ।

*କୁହାଯାଏ, ଶ୍ରୀଯନ୍ତ୍ର କିମ୍ବା ନାଲି କପଡ଼ାରେ ଗୁଡ଼ା ହୋଇଥିବା ନଡିଆ ଠାକୁରଘରେ ପୂଜା ପାଉଥିବା ମା’ ଲକ୍ଷ୍ମୀଙ୍କ ପାଖରେ ରଖିଲେ ଘରର ମଙ୍ଗଳ ହୋଇଥାଏ।

*ଘରେ ବ୍ୟବହୃତ ହେଉଥିବା ଯେ କୌଣସି ପାଣି ଟ୍ୟାପ୍‌କୁ ବନ୍ଦ କରିବା ସତ୍ତ୍ୱେ ବି ଯଦି ସେଥିରୁ ପାଣି ଝରୁଥାଏ, ତା’ହେଲେ ଘରେ ଅଭାବ ଅନଟନ ଦେଖାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

କିଡ୍‌ନୀ ଖରାପ ହେଲେ ଆରମ୍ଭରୁ ଦେଖାଦିଏ ଏସବୁ ଲକ୍ଷଣ…

ଆମ ଶରୀରର ଏକ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରଭାବିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି, ଅଦରକାରୀ ତତ୍ତ୍ୱକୁ ନିଷ୍କାସନ କରିଥାଏ।…

ଏହି ୫ ରାଶି ସବୁଠୁ ଦୁଃଖୀ ରାଶି, ଅଧିକ ପାଇବା ଆଶାରେ ରହନ୍ତି ଅସନ୍ତୁଷ୍ଟ, ପଢନ୍ତୁ ଆପଣଙ୍କ ରାଶି ଅଛି କି…

ଶାସ୍ତ୍ରରେ କୁହାଯାଇଛି, ଯେଉଁ ବ୍ୟକ୍ତି ସନ୍ତୁଷ୍ଟ ରହନ୍ତି ସେ ସବୁବେଳେ ସୁଖୀ ରହନ୍ତି। ସନ୍ତୋଷକୁ ମଣିଷର ସବୁଠାରୁ ବଡ଼ ଶକ୍ତି ବୋଲି ମଧ୍ୟ କୁହାଯାଏ। କିନ୍ତୁ ଏପରି…

ରାଜକୁମାର ବୁଧଙ୍କ ବଡ଼ ନକ୍ଷତ୍ର ପରିବର୍ତ୍ତନ: ପହିଲାଠୁ କନ୍ୟା ସମେତ ୪ ରାଶି ହେବେ ଧନବାନ୍‌, ପଛକୁ ପଛ ଲାଗିବ ଲଟେରୀ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ନକ୍ଷତ୍ର ପରିବର୍ତ୍ତନକୁ ବେଶ ପ୍ରଭାବଶାଳୀ ବୋଲି ମନାଯାଏ। ଦ୍ରିକ ପଞ୍ଚାଙ୍ଗ ଅନୁସାରେ ବୁଦ୍ଧି, ବାଣୀ, ଯୋଗାଯୋଗ ଓ ବ୍ୟବସାୟର କାରକ ବୁଧ…

ଅଶ୍ଳେଷା ନକ୍ଷତ୍ରରେ ଗୁରୁ ବୃହସ୍ପତିଙ୍କ ପ୍ରବେଶ: ୬ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ଧନବର୍ଷା ଯୋଗ! ଘରକୁ ଆସିବ ଖୁସିଖବର

ଭୁବନେଶ୍ୱର: ଜ୍ୟୋତିଷ ଗଣନା ଅନୁସାରେ ଦେବଗୁରୁ ବୃହସ୍ପତି ଆସନ୍ତା ଅକ୍ଟୋବର ୮ ତାରିଖ ସନ୍ଧ୍ୟା ୭ଟା ୦୩ ମିନିଟରେ ଅଶ୍ଳେଷା ନକ୍ଷତ୍ରର ଚତୁର୍ଥ ପଦରେ ପ୍ରବେଶ କରିବେ।…

ପିତୃ ପକ୍ଷରେ ଚମକିବ ଏହି ୫ ରାଶିର ଭାଗ୍ୟ, ଧନ ସହ ମିଳିବ କ୍ୟାରିୟରରେ ବଡ଼ ସଫଳତା

ଜ୍ୟୋତିଷୀୟ ମାନ୍ୟତା ଅନୁସାରେ, ପିତୃ ପକ୍ଷର ସମୟ ପିତୃପୁରୁଷଙ୍କ ତର୍ପଣ ଏବଂ ଶ୍ରାଦ୍ଧ ପାଇଁ ଅତ୍ୟନ୍ତ ଶୁଭ ବୋଲି ବିବେଚନା କରାଯାଏ। ପିତୃ ପକ୍ଷ ୨୬ ସେପ୍ଟେମ୍ୱରରୁ…

ଗୁରୁ-ଚନ୍ଦ୍ରଙ୍କ ଯୁତିରେ ଗଜକେଶରୀ ରାଜଯୋଗ: ଅଧିକ ଫାଇଦାରେ ରହିବେ ମୀନ ରାଶି; ଆଉ ୩ ରାଶିଙ୍କୁ ଚାକିରିରେ ମିଳିବ…

ଚନ୍ଦ୍ର ୪ ଅକ୍ଟୋବର ୨୦୨୬ ସଂଧ୍ୟା ୬ଟା ୩୧ ମିନିଟରେ କର୍କଟ ରାଶିରେ ପ୍ରବେଶ କରିବେ। ଏହି ରାଶିରେ ପୂର୍ୱରୁ ହିଁ ବୃହସ୍ପତି (ଗୁରୁ) ବିରାଜମାନ ଅଛନ୍ତି।…

କେତୁଙ୍କ ସ୍ୱନକ୍ଷତ୍ରରେ ଗୋଚର: ୫ରାଶି ରୁହନ୍ତୁ ସତର୍କ! ଖରାପ ସମୟ ଆରମ୍ଭ; ପାଖରୁ ଚାଲିଯିବ ଟଙ୍କା…

ଜ୍ୟୋତିଷଙ୍କ ଅନୁସାରେ, କେତୁ ଗ୍ରହ ୩ ଅକ୍ଟୋବର ୨୦୨୬ରେ ମଘା ନକ୍ଷତ୍ରର ପ୍ରଥମ ପାଦକୁ ଚଳନ କରିବେ। କେତୁଙ୍କ ଏହି ପାଦ ନକ୍ଷତ୍ର ଚଳନ ଯୋଗୁଁ ଅନେକ…

କେତୁଙ୍କ ନକ୍ଷତ୍ର ପରିବର୍ତ୍ତନ: ୩ ରାଶିଙ୍କୁ ଅଚାନକ ମିଳିବ ଟଙ୍କା! ଚାକିରିରେ ବଡ଼ ଅଫର୍‌

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସମସ୍ତ ୯ଟି ଗ୍ରହ ମଧ୍ୟରୁ କିଛି ଶୁଭ ତ ଆଉ କିଛି ଅଶୁଭ ଗ୍ରହ ରହିଥାନ୍ତି। ଏଭଳି ସ୍ଥିତିରେ କେତୁଙ୍କ ଗଣନା ପାପୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?