ଓଡିଶା ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ପୋଷ୍ୟପୁତ୍ରଙ୍କୁ ମିଳିପାରିବ ଅନୁକମ୍ପାମୂଳକ ନିଯୁକ୍ତି

କଟକ,୯।୧: ପୋଷ୍ୟପୁତ୍ରମାନଙ୍କୁ ଅନୁକମ୍ପାମୂଳକ ନିଯୁକ୍ତି ଦେବା କ୍ଷେତ୍ରରେ ବଡ ରାୟ ଦେଇଛନ୍ତି ଓଡିଶା ହାଇକୋର୍ଟ। କେନ୍ଦ୍ରୀୟ ପ୍ରଶାସନିକ ଟ୍ରିବ୍ୟୁନାଲ୍ (CAT) ଦେଇଥିବା ଆଦେଶକୁ ଓଡ଼ିଶା ହାଇକୋର୍ଟ କାଏମ୍ ରଖିବା ସହ ଦକ୍ଷିଣ-ପୂର୍ବ ରେଳବାଇ କର୍ତ୍ତୃପକ୍ଷଙ୍କ ଆବେଦନକୁ ଖାରଜ କରିଦେଇଛନ୍ତି।

ହାଇକୋର୍ଟର ବିଚାରପତି ଜଷ୍ଟିସ୍ ଡି.କେ. ଶ୍ରୀପଦ ଏବଂ ଜଷ୍ଟିସ୍ ଶିବ ଶଙ୍କର ମିଶ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ଆବେଦନକାରୀ କେ. ମନୋଜ ପାତ୍ରଙ୍କୁ ଦୁଇମାସ ମଧ୍ୟରେ ଅନୁକମ୍ପାମୂଳକ ନିଯୁକ୍ତି ପ୍ରଦାନ କରିବାକୁ ଦକ୍ଷିଣ-ପୂର୍ବ ରେଳବାଇ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଧାର୍ଯ୍ୟ ସମୟ ମଧ୍ୟରେ ନିଯୁକ୍ତି ନଦେଲେ ଏହାକୁ ଅତ୍ୟନ୍ତ ଗୁରୁତର ସହ ବିବେଚନା କରାଯିବ ବୋଲି ହାଇକୋର୍ଟ ସ୍ପଷ୍ଟ କରିଛନ୍ତି।

ରେଳବାଇ ବିଭାଗର ଟେକ୍ନିସିଆନ୍ କେ. ସାଧୁପାତ୍ରଙ୍କ ମୃତ୍ୟୁ (୨ ଏପ୍ରିଲ୍ ୨୦୦୮) ପରେ ତାଙ୍କର ପୋଷ୍ୟପୁତ୍ର କେ. ମନୋଜ ପାତ୍ର ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ଆବେଦନ କରିଥିଲେ। ରେଳବାଇ କର୍ତ୍ତୃପକ୍ଷ ପ୍ରଥମେ ତାଙ୍କ ଆବେଦନକୁ ଖାରଜ କରିଦେଇଥିଲେ।

ଏହା ବିରୋଧରେ ସାଧୁ ପାତ୍ରଙ୍କ ପତ୍ନୀ ଓ ମନୋଜ ପାତ୍ର କ୍ୟାଟ୍ ର ଦ୍ୱାରସ୍ଥ ହୋଇଥିଲେ। କ୍ୟାଟ୍ ୨୦୨୫ ରେଳବାଇ କର୍ତ୍ତୃପକ୍ଷଙ୍କ ଆଦେଶକୁ ଖାରଜ କରି ମନୋଜ ପାତ୍ରଙ୍କୁ ନିଯୁକ୍ତି ଦେବାକୁ ନିର୍ଦ୍ଦେଶ ଦେଇଥିଲେ। ଏହି ରାୟକୁ ଚ୍ୟାଲେଞ୍ଜ କରି ରେଳବାଇ ହାଇକୋର୍ଟ ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ସର୍ତ୍ତ ମାନିଲାନି ଇରାନ: ଇସଲାମାବାଦ୍‌ ଆଲୋଚନା ଫେଲ୍‌

ଓ୍ବାଶିଂଟନ୍‌,୧୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଅସ୍ତ୍ରବିରତି ଘୋଷଣା ପରେ ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଉଭୟ ଦେଶର ପ୍ରତିନିଧିମଣ୍ଡଳୀଙ୍କ ମଧ୍ୟରେ ଅନୁଷ୍ଠିତ ଶାନ୍ତି…

ଇରାନର ନିଦ ହଜିଲାଣି: ହର୍ମୁଜକୁ ନେଇ ବଢୁଛି ଚିନ୍ତା, ଏବେ ହେବ କ’ଣ

ନ୍ୟୁୟର୍କ,୧୨ା୪(ଏନ୍‌ଓ୍ବାଇଟି):ଇରାନ୍‌ ଏବେ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌କୁ ନିଜସ୍ବ ସମସ୍ୟା ଯୋଗୁ ସମ୍ପୂର୍ଣ୍ଣ ରୂପେ ଖୋଲିପାରୁ ନାହିଁ। କାରଣ ଆମେରିକା ଓ ଇସ୍ରାଏଲ୍‌ ସହ ଯୁଦ୍ଧବେଳେ ଏହି ସାମୁଦ୍ରିକ…

ସରିଲା ବାହାର ରତ୍ନଭଣ୍ଡାର ଗଣତି: ଜାଣନ୍ତୁ କେତେ କ’ଣ ଅଛି

ପୁରୀ,୧୨ା୪ (ଅଜିତ୍‌ କୁମାର ମହାନ୍ତି):ପୁରୀ ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାର ଅଳଙ୍କାର ଗଣତି ଶନିବାର ଦ୍ୱିତୀୟ ପର୍ଯ୍ୟାୟର ୪ର୍ଥ ଦିନରେ ଶେଷହୋଇଛି । ୧୯୭୮ ମସିହା ତାଲିକା ଅନୁସାରେ…

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri