ସମ୍ବିତଙ୍କ ପ୍ରଭାବୀ ପ୍ରଦର୍ଶନ

ଭୁବନେଶ୍ୱର,୨।୨ (ତପନ ସ୍ବାଇଁ):ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିସରରେ ଚାଲିଥିବା ଅନ୍ତର୍ଜାତୀୟ ଗ୍ରାଣ୍ଡମାଷ୍ଟର୍ସ ଚେସ୍‌ର ୭ମ ରାଉଣ୍ଡ ଖେଳ ଗୁରୁବାର ଶେଷ ହୋଇଛି। ସପ୍ତମ ରାଉଣ୍ଡ ଶେଷରେ ତେଲେଙ୍ଗାନାର ବିଗ୍ନେଶ ଭେମୁଲା ୬ ପଏଣ୍ଟ ପାଇ ଏକକ ଅଗ୍ରଣୀ ଲାଭ କରିଛନ୍ତି। ଓଡ଼ିଶା ଅନ୍ତର୍ଜାତୀୟ ମାଷ୍ଟର (ଆଇଏମ୍‌) ସମ୍ବିତ ପଣ୍ଡାଙ୍କ ସହ
ଇରାନ ଆଇଏମ୍‌ ତହବାଜ ଅରଶ, ଜମ୍ମୁ-କଶ୍ମୀର କ୍ୟାଣ୍ଡିଡେଟ ମାଷ୍ଟର ସୋହମ କୋମତ୍ରା ଓ ପଶ୍ଚିମବଙ୍ଗ ଗ୍ରାଣ୍ଡମାଷ୍ଟର ସାୟନ୍ତନ ଦାସ ୫.୫ ପଏଣ୍ଟ ଲେଖାଏ ପାଇ ମିଳିତ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ସମ୍ବିତ ପ୍ରଭାବୀ ପ୍ରଦର୍ଶନ କରି ଉଭୟ ୬ଷ୍ଠ ଓ ୭ମ ରାଉଣ୍ଡରେ ବିଜୟୀ ହୋଇଛନ୍ତି। ୬ଷ୍ଠ ରାଉଣ୍ଡରେ ସେ ପଶ୍ଚିମବଙ୍ଗ ଗ୍ରାଣ୍ଡମାଷ୍ଟର ସପ୍ତଶ୍ରୀ ରୟ ଚୌଧୁରୀଙ୍କୁ ଧଳା ଗୋଟିରେ ଏବଂ ୭ମ ରାଉଣ୍ଡରେ ମହାରାଷ୍ଟ୍ର ଆଇଏମ୍‌ ସମିଦ ଜୟକୁମାର ଶେଟେଙ୍କୁ କଳା ଦାନରେ ପରାସ୍ତ କରିଛନ୍ତି। ୯ ଜଣ ଖେଳାଳି ୫ ପଏଣ୍ଟ ଲେଖାଏ ପାଇଛନ୍ତି। ପ୍ରତିଯୋଗିତାର ୧୬୦୦ ରେଟିଂରୁ କମ୍‌ ବର୍ଗ ଚେସ୍‌ ଗୁରୁବାର ଆରମ୍ଭ ହୋଇଛି। ଏଥିରେ ୨୦ ରାଜ୍ୟରୁ ୩୬୬ ପ୍ରତିଯୋଗୀ ଅଂଶଗ୍ରହଣ କରିଛନ୍ତି। ଏହା ମଧ୍ୟରେ ୧୬୯ ଅନ୍ତର୍ଜାତୀୟ ରେଟେଡ ଖେଳାଳି ରହିଛନ୍ତି। ଏଥିରେ ମୋଟ ୯ ରାଉଣ୍ଡ ଖେଳ ହେବ।


Enter your email to get our daily news in your inbox.

All Right Reserved By Dharitri.Com

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ରାଜ୍ୟରେ ବଢୁଛି ମହିଳାଙ୍କ ବିରୋଧରେ ଅପରାଧ: ଦେଢ଼ ବର୍ଷରେ ୪୦ ହଜାରରୁ ଊର୍ଦ୍ଧ୍ବ ମାମଲା

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ମହିଳାମାନଙ୍କ ବିରୋଧରେ ହେଉଥିବା ଅପରାଧ ସାଙ୍ଘାତିକ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟ ବିଧାନସଭାରେ ଉପସ୍ଥାପିତ ତଥ୍ୟ ଅନୁଯାୟୀ, ଗତ ମାତ୍ର ଦେଢ଼ ବର୍ଷ...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

‘ନେତାଜୀ-ଟାଗୋରଙ୍କୁ ସମ୍ମାନ ଦେଇ ଜାଣି ନାହାଁନ୍ତି…’, ବନ୍ଦେ ମାତରମ ଆଲୋଚନାକୁ ନେଇ ଭାଜପା ଉପରେ ଖପ୍ପା ହେଲେ ମମତା

କୋଲକାତା,୮।୧୨: ସଂସଦରେ ବନ୍ଦେ ମାତରମ ଉପରେ ଉଷ୍ମ ବିତର୍କ ମଧ୍ୟରେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ ଭାଜପାକୁ କାଠଗଡ଼ାରେ ଠିଆ କରିଥିଲେ। କୋଲକାତାରେ ଏକ...

ସ୍ମୃତି-ପଲାଶଙ୍କ ବିବାହ ଭାଙ୍ଗିବା ପଛରେ ରହିଛି ଏହି ବଡ଼ କାରଣ! ଖୋଲିଲା ବଡ଼ ରାଜ୍‌…

ନୂଆଦିଲ୍ଲୀ,୮।୧୨: ଭାରତୀୟ ମହିଳା ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ଏବଂ ସଂଗୀତଜ୍ଞ ପଲାଶ ମୁଛଲଙ୍କ ମଧ୍ୟରେ ସମ୍ପର୍କ ଶେଷରେ ଶେଷ ହୋଇଛି। ମନ୍ଧାନା ଏବଂ ମୁଛଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri