ବନ୍ୟା ସ୍ଥିତିରେ ଆସୁଛି ସୁଧାର: ହୋଇନି ନୂଆଘାଇ

ଭୁବନେଶ୍ୱର,୧୯।୮(ବ୍ୟୁରୋ): ମହାନଦୀରେ ବନ୍ୟା ସ୍ଥିତିରେ ସୁଧାର ଆସିଛି। ତେବେ ଆଉ ଏକ ଲଘୁଚାପ ଅବପାତର ରୂପ ନେବା ପରେ ଏହାର ପ୍ରଭାବରେ ପ୍ରବଳ ବର୍ଷା ଆଶଙ୍କା କରାଯାଇଛି। ଏଭଳି ସ୍ଥିତି ବନ୍ୟା ପ୍ରଭାବିତ ଲୋକଙ୍କ ଚିନ୍ତା ବଢାଉଛି। ବର୍ତ୍ତମାନ ହୀରାକୁଦ ଡ୍ୟାମର ୨୦ଟି ଗେଟ୍‌ ଦେଇ ଜଳ ନିଷ୍କାସନ ହେଉଛି। ଡ୍ୟାମର ବର୍ତ୍ତମାନ ଜଳସ୍ତର ୬୨୧.୮୧ ଫୁଟ ରହିଛି। ହୀରାକୁଦକୁ ପ୍ରତି ସେକେଣ୍ଟରେ ୩ ଲକ୍ଷ ଜଳ ପ୍ରବେଶ କରୁଥିବା ବେଳେ ୨୦ ଗେଟ୍‌ ଦେଇ ୪ ଲକ୍ଷ କ୍ୟୁସେକ ଜଳ ନିଷ୍କାସିତ ହେଉଛି ।
ଏସ୍‌ଆରସି କହିଛନ୍ତି, ମୁଣ୍ଡଳୀ ନିକଟରେରେ ମହାନଦୀରେ ଜଳସ୍ତର କମୁଛି । କଟକ ମୁଣ୍ଡଳୀ ନିକଟରେ ମହାନଦୀରେ ଅପରାହ୍ନ ୪ଟା ସୁଦ୍ଧା ୯ ଲକ୍ଷ ୪୧ହଜାର ୨୦୦ ତିନି ଘନ ଫୁଟ ଜଳ ପ୍ରବାହିତ ହେଉଛି।
ସେହିପରି ମୁଣ୍ଡଳୀର ଉପର ମୁଣ୍ଡରେ ଜଳସ୍ତର ୯୪.୪୦ ଫୁଟ ଥିବା ବେଳେ ତଳ ମୁଣ୍ଡର ୯୨.୧୦ଫୁଟ ରହିଛି। ମୁଣ୍ଡଳୀରେ ମହାନଦୀ ବିପଦ ସଙ୍କେତ ୯୭.୫୦ ଫୁଟ ରହିଛି। ମୁଣ୍ଡଳୀର ତଳ ମୁଣ୍ଡରେ ଜଳସ୍ତର କମିଛି । ଏପରିକି ଆଉ ନୂଆ ଘାଇ ସୃଷ୍ଟି ହୋଇନାହିଁ ବୋଲି ସ୍ବତନ୍ତ୍ର ରିଲିଫ କମିଶନର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ଅଗ୍ନିକାଣ୍ଡ ପରେ ବିଦ୍ୟୁତ୍‌ ଉତ୍ପାଦନ ସମ୍ପୂର୍ଣ୍ଣ ବନ୍ଦ: ଜାଲାପୁଟ କ୍ୟାମ୍ପ ସମେତ ଏକାଧିକ ଗାଁ ଏବେ ଅନ୍ଧାରରେ

ନନ୍ଦପୁର,୨୪ା୫(ତୁଷାର କାନ୍ତ ମହାନ୍ତି): ମାଛକୁଣ୍ଡ ଜଳ ବିଦ୍ୟୁତ୍‌ ପ୍ରକଳ୍ପରେ ଅଗ୍ନିକାଣ୍ଡ ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତରେ ଥିବା ଜୋଲାପୁଟ ରିଜର୍ଭର ନିକଟ କ୍ୟାମ୍ପ…

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri