ଅର୍ଥ ବ୍ୟବସ୍ଥାରେ ଭି ଆକୃତିର ସୁଧାର

ମୁମ୍ବାଇ,୧୫।୩:  ଅର୍ଥ ବ୍ୟବସ୍ଥାର ବିଭିନ୍ନ କ୍ଷେତ୍ରରେ ଭି ଆକୃତିର ସୁଧାର ପରିଲକ୍ଷିତ ହେଉଛି। ବିଭିନ୍ନ କ୍ଷେତ୍ରରେ ସବୁଜ ସଙ୍କେତ ଦେଖିବାକୁ ମିଳୁଥିବା ଅର୍ଥ ରାଷ୍ଟ୍ରମନ୍ତ୍ରୀ ଅନୁରାଗ ଠାକୁର କହିଛନ୍ତି। ସେ କହିଛନ୍ତି, ଭାରତୀୟ ବଜାରରେ ବିଦେଶୀ ପୋର୍ଟଫୋଲିଓ ପୁଞ୍ଜି ନିବେଶକ (ଏଫ୍‌ପିଆଇ) ଫେବୃୟାରୀରେ ୨୫,୭୭୮ କୋଟି ଟଙ୍କା ନିବେଶ କରିଛନ୍ତି। ୨ ତ୍ରୈମାସ ଧରି ଜିଡିପି ଖସିବା ପରେ ଅକ୍ଟୋବର- ଡିସେମ୍ବର ତ୍ରୈମାସରେ ଏହା ୦.୪% ଅଭିବୃଦ୍ଧି ହାସଲ କରିଛି। ଗତ କିଛିମାସ ଧରି ବିଦେଶୀ ମୁଦ୍ରାଭଣ୍ଡାରରେ ଧୀରେ ଧୀରେ ବୃଦ୍ଧି ପରିଲକ୍ଷିତ ହୋଇଛି। ଏହା ୨୦୨୧ ଜାନୁୟାରୀରେ ୫୯୦ ବିଲିୟନ ଡଲାର ସ୍ତରରେ ରହିଥିଲା। ଗତ ୮ ମାସରେ ବିଦେଶୀ ମୁଦ୍ରା ଭଣ୍ଡାର ୧୦୦ ବିଲିୟନ ଡଲାର ବଢିଛି। ଭାରତର ଅଭିବୃଦ୍ଧିକୁ ନଜରରେ ରଖି ବିଦେଶୀ ନିବେଶକମାନେ ଭାରତ ଉପରେ ଆଶା ପ୍ରକଟ କରୁଥିବା ସେ ମତ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିନା ପେଟ୍ରୋଲ୍‌ରେ ଚାଲିବ ବାଇକ୍‌! Hero ଆଣୁଛି ଦେଶର ପ୍ରଥମ ଇଥାନଲ୍ ଚାଳିତ ଫ୍ଲେକ୍ସ-ଫ୍ୟୁଏଲ୍ ବାଇକ୍‌; ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୫: ଭାରତରେ ପରିବେଶ ଅନୁକୂଳ ତଥା ବିକଳ୍ପ ଜାଳେଣିର ବ୍ୟବହାରକୁ ପ୍ରୋତ୍ସାହନ ଦେବା ଦିଗରେ ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛି ଦେଶର ସବୁଠାରୁ ବଡ଼ ଦୁଇଚକିଆ ଯାନ…

JIOର ଟେନ୍‌ସନ୍‌ ବଢ଼ାଇଲା BSNL, ନୂଆ ପ୍ଲାନ୍‌ରେ ୨୮ ଦିନ ପାଇଁ ୨-ଜିବି ଡାଟା ସହ…

ନୂଆଦିଲ୍ଲୀ,୨୮ା୫: ସରକାରୀ ଟେଲିକମ୍‌ କମ୍ପାନୀ BSNL ନୂତନ ଗ୍ରାହକଙ୍କୁ ଆକର୍ଷିତ କରିବା ପାଇଁ ଏକ ଅତ୍ୟନ୍ତ ସୁଲଭ ପ୍ରିପେଡ୍‌ ପ୍ଲାନ ପ୍ରଚଳନ କରିଛି। କମ୍ପାନୀ ୫୧ରେ ଏକ…

ମେଟାର ବଡ଼ ଘୋଷଣା: ଏବେ ମାଗଣାରେ ଚାଲିବନି Instagram, WhatsApp, Facebook; ମୋବାଇଲ ଭଳି ହେବ ମାସିକ ରିଚାର୍ଜ!

ନୂଆଦିଲ୍ଲୀ:୨୮।୫: ସୋସିଆଲ ମିଡିଆ ବ୍ୟବହାରକାରୀଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଫେସବୁକ, ଇନଷ୍ଟାଗ୍ରାମ ଏବଂ ହ୍‌ବାଟସଆପର ମାଲିକାନା କମ୍ପାନୀ ‘ମେଟା’ (Meta) ଏକ ବଡ଼…

Rule Change 1st June: ଜୁନ ୧ରୁ ବଦଳିଯିବ ୬ଟି ବଡ଼ ନିୟମ ପରିବର୍ତ୍ତନ ହେବ, ଆପଣଙ୍କ ପକେଟକୁ କରିବ ପ୍ରଭାବିତ

ନୂଆଦିଲ୍ଲୀ, ୨୮।୫: ମେ ମାସ ଶେଷ ହେବାକୁ ଯାଉଛି, ଏବଂ ଏହା ସହିତ, ଜୁନ ୧ ରୁ ଅନେକ ବଡ଼ ଆର୍ଥିକ ପରିବର୍ତ୍ତନ କାର୍ଯ୍ୟକାରୀ ହେବାର ଆଶା…

ପେଟ୍ରୋଲ ପମ୍ପରେ ତେଲ ବଳିଥିବାବେଳେ ଯଦି ଦାମ୍ ବଢ଼େ; ତେବେ କାହା ପକେଟ୍‌କୁ ଯାଏ ବର୍ଦ୍ଧିତ ଟଙ୍କା, ମାଲିକ ନା କମ୍ପାନୀ?

ନୂଆଦିଲ୍‌ଲୀ,୨୭।୫: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଉତ୍ତେଜନା ଯୋଗୁଁ ଗତ କିଛି ଦିନ ହେବ ପେଟ୍ରୋଲ ଏବଂ ଡିଜେଲ ଦର ଅନେକ ଥର ବୃଦ୍ଧି ପାଇଛି। ନିକଟରେ ପେଟ୍ରୋଲ ଲିଟର…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଗୋଟିଏ ଦିନରେ କେତେ ତେଲ ବିକ୍ରି କରିପାରିବ ପେଟ୍ରୋଲ ପମ୍ପ? ଜାଣନ୍ତୁ କଣ ରହିଛି କୋଟା ଓ ସରକାରୀ ନିୟମ

ନୂଆଦିଲ୍ଲୀ,୨୬।୫: ଦେଶରେ ପେଟ୍ରୋଲ ଓ ଡିଜେଲର ବଢୁଥିବା ଦର ମଧ୍ୟରେ ପେଟ୍ରୋଲ ପମ୍ପଗୁଡ଼ିକର ବିକ୍ରି କ୍ଷମତାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଆସନ୍ତୁ ଜାଣିବା ଜଣେ ପେଟ୍ରୋଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri