ଇମ୍ରାନ୍‌ ଅଲ୍ଲୀ ପାଇବେ ‘ସମ୍ଭାବୀ ପୁରସ୍କାର’

ଭୁବନେଶ୍ୱର,୯।୨(ବ୍ୟୁରୋ): ଚଳିତବର୍ଷ ଡ. ଏମ୍‌ଡି ଇମ୍ରାନ୍‌ ଅଲ୍ଲୀଙ୍କୁ ୧୦ତମ ସମ୍ଭାବୀ ପୁରସ୍କାର ଦିଆଯିବ। ଏ ନେଇ ବୁଧବାର ଏକ ବୈଠକରେ ଜୁରି ସଦସ୍ୟମାନେ ସ୍ଥିର କରିଥିବା ନେଇ ବଂଶୀଧର ଏବଂ ଇଲା ଫାଉଣ୍ଡେଶନ ପକ୍ଷରୁ ସୂଚନାଇଛି। ଡ. ଅଲ୍ଲୀ ନିଶା ନିବାରଣ, ନିଶାମୁକ୍ତ ଶୈଶବ, ଦିବ୍ୟାଙ୍ଗଙ୍କ ପାଇଁ ଉଦ୍ଦିଷ୍ଟ ମିଶନ୍‌ ଅନ୍‌ ହୁଇଲ୍ସ, ତମ୍ବାଖୁମୁକ୍ତ ସମାଜ ଓ ନିର୍ଯାତନା ନିରାକରଣ ଆଦି ଉପରେ କାମ କରୁଛନ୍ତି। ପୁରସ୍କାର ବାବଦକୁ ଅଢ଼େଇ ଲକ୍ଷ ଟଙ୍କାର ଅର୍ଥରାଶି ସହ ତାଙ୍କୁ ସମ୍ମାନିତ କରାଯିବ। ସେହିପରି ମାନସିକ ଚାପଗ୍ରସ୍ତ, ଦରିଦ୍ର ତଥା ସମାଜରେ ଅବହେଳିତ ଲୋକଙ୍କୁ ପୁନଃଥଇଥାନ କରିବାରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ସମ୍ବଲପୁରର ପରିଚୟ ଫାଉଣ୍ଡେଶନ୍‌କୁ ଜୁରି କମେଣ୍ଡେଶନ୍‌ ସାର୍ଟିଫିକେଶନ୍‌ ପୁରସ୍କାର ଦିଆଯିବ। ୫୦ହଜାର ଟଙ୍କାର ଅର୍ଥରାଶି ସହ ଏହି ଫାଉଣ୍ଡେଶନ୍‌କୁ ସମ୍ବର୍ଦ୍ଧିତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଜାନୁଆରୀ ୧ରୁ କଡ଼ାକଡ଼ି ହେବ ଗାଡ଼ି ଚେକିଂ, ଏହି ସାର୍ଟିଫିକେଟ ନ ଥିଲେ ମିଳିବନି ପେଟ୍ରୋଲ!

ଭୁବନେଶ୍ୱର,୨୨।୧୨: ଜାନୁଆରୀ ୧ ତାରିଖରୁ ଜୋରଦାର ଗାଡ଼ି ଚେକିଂ ହେବ। ଏନେଇ ପରିବହନ କମିଶନର ଅମିତାଭ ଠାକୁର ସୂଚନା ଦେଇଛନ୍ତି। ସେ କହିଛନ୍ତି, MVI ନିୟମ...

ଆଉ ୨ ଦିନ ପରେ କ୍ରିସ୍‌ମାସ

ଭୁବନେଶ୍ୱର,୧୯ା୧୨- ଆସନ୍ତା ୨୫ ତାରିଖ ଗୁରୁବାର ବଡ଼ଦିନ ବା କ୍ରିସ୍‌ମସ। ଭୁବନେଶ୍ୱରରେ ଥିବା କ୍ୟାଥୋଲିକ୍‌ ଓ ବାପଟିଷ୍ଟ ଚର୍ଚ୍ଚରେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ଏକାଠି ହୋଇ ପ୍ରଭୁ...

ସମ୍ବିତଙ୍କୁ ସମର୍ଥନ କଲେ ପ୍ରମିଳା ମଲ୍ଲିକ, କହିଲେ ପାଣ୍ଡିଆନ୍‌ ଆମ….

ଭୁବନେଶ୍ୱର,୨୨।୧୨:  ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା...

ମଣ୍ଡିରେ ପଡ଼ିଛି ଧାନ: ଚାଲିଛି ନେତାଙ୍କ ଟଣା ଓଟରା

ଭୁବନେଶ୍ୱର,୨୨।୧୨: ମଣ୍ଡିରେ ଚାଷୀଙ୍କ ଧାନ କିଣା ସମସ୍ୟା ନେଇ ପ୍ରତିକ୍ରିୟା ରଖିଲା ବିଜେଡି। ସମବାୟ ମନ୍ତ୍ରୀଙ୍କୁ ବିଜେଡି ବରିଷ୍ଠ ଉପ ସଭାପତି ସଞ୍ଜୟ ଦାସବର୍ମା ଟାର୍ଗେଟ...

ଚିଟ୍‌ଫଣ୍ଡ ଜମାକାରୀଙ୍କ ପାଇଁ ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୨୨।୧୨: ଚିଟ୍‌ଫଣ୍ଡ ଜମାକାରୀଙ୍କ ପାଇଁ ଆସିଲା ବଡ଼ ଖବର। କ୍ଷୁଦ୍ର ଚିଟ୍‌ଫଣ୍ଡ ଜମାକାରୀଙ୍କୁ ଟଙ୍କା ଫେରସ୍ତ ନେଇ ଅର୍ଥ ବିଭାଗର ବିଜ୍ଞପ୍ତି ପ୍ରସଙ୍ଗରେ ଭାଜପା ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri