ଇମ୍ରାନ୍‌ ଅଲ୍ଲୀ ପାଇବେ ‘ସମ୍ଭାବୀ ପୁରସ୍କାର’

ଭୁବନେଶ୍ୱର,୯।୨(ବ୍ୟୁରୋ): ଚଳିତବର୍ଷ ଡ. ଏମ୍‌ଡି ଇମ୍ରାନ୍‌ ଅଲ୍ଲୀଙ୍କୁ ୧୦ତମ ସମ୍ଭାବୀ ପୁରସ୍କାର ଦିଆଯିବ। ଏ ନେଇ ବୁଧବାର ଏକ ବୈଠକରେ ଜୁରି ସଦସ୍ୟମାନେ ସ୍ଥିର କରିଥିବା ନେଇ ବଂଶୀଧର ଏବଂ ଇଲା ଫାଉଣ୍ଡେଶନ ପକ୍ଷରୁ ସୂଚନାଇଛି। ଡ. ଅଲ୍ଲୀ ନିଶା ନିବାରଣ, ନିଶାମୁକ୍ତ ଶୈଶବ, ଦିବ୍ୟାଙ୍ଗଙ୍କ ପାଇଁ ଉଦ୍ଦିଷ୍ଟ ମିଶନ୍‌ ଅନ୍‌ ହୁଇଲ୍ସ, ତମ୍ବାଖୁମୁକ୍ତ ସମାଜ ଓ ନିର୍ଯାତନା ନିରାକରଣ ଆଦି ଉପରେ କାମ କରୁଛନ୍ତି। ପୁରସ୍କାର ବାବଦକୁ ଅଢ଼େଇ ଲକ୍ଷ ଟଙ୍କାର ଅର୍ଥରାଶି ସହ ତାଙ୍କୁ ସମ୍ମାନିତ କରାଯିବ। ସେହିପରି ମାନସିକ ଚାପଗ୍ରସ୍ତ, ଦରିଦ୍ର ତଥା ସମାଜରେ ଅବହେଳିତ ଲୋକଙ୍କୁ ପୁନଃଥଇଥାନ କରିବାରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ସମ୍ବଲପୁରର ପରିଚୟ ଫାଉଣ୍ଡେଶନ୍‌କୁ ଜୁରି କମେଣ୍ଡେଶନ୍‌ ସାର୍ଟିଫିକେଶନ୍‌ ପୁରସ୍କାର ଦିଆଯିବ। ୫୦ହଜାର ଟଙ୍କାର ଅର୍ଥରାଶି ସହ ଏହି ଫାଉଣ୍ଡେଶନ୍‌କୁ ସମ୍ବର୍ଦ୍ଧିତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପଷ୍ଟଚିହ୍ନିତ ଲଘୁଚାପ: ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବା

ଭୁବନେଶ୍ୱର, ୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

OAS ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ: ମନୋନୀତ ୧୭ ଜଣ ପୋଲିସ ଅଧିକାରୀ,କର୍ମଚାରୀଙ୍କୁ …

ଭୁବନେଶ୍ୱର,୧୫।୮ ଲୋକସେବା ଭବନରେ ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଛି। ଏହି ଅବସରରେ ମନୋନୀତ ୧୭ ଜଣ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ ପଦକ…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ଆଜି ଲଘୁୁଚାପକୁ ଫେରିବ ଅବପାତ, ଏହି ଦିନ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧୫।୮ (ବନ୍ଦନା ସେଠୀ):ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସକ୍ରିୟ ଅବପାତ ଶନିବାର ସୁଦ୍ଧା ଅବପାତଟି ଦୁର୍ବଳ ହୋଇ ପୁଣି ଲଘୁଚାପ କ୍ଷେତ୍ରକୁ ଫେରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri