କଡ଼ା ସୁରକ୍ଷା ମଧ୍ୟରେ ହାଇକୋର୍ଟରେ ହାଜର ହେଲେ ଇମ୍ରାନ, ଚାଲିଛି ଶୁଣାଣି

ଇସଲାମାବାଦ,୧୨।୫: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ତେହେରିକ-ଇ-ଇନସାଫ (ପିଟିଆଇ)ର ମୁଖ୍ୟ ଇମ୍ରାନ ଖାନଙ୍କୁ ଶୁକ୍ରବାର କଡ଼ା ସୁରକ୍ଷା ମଧ୍ୟରେ ଇସଲାମାବାଦ ହାଇକୋର୍ଟରେ ହାଜର କରାଯାଇଛି। ଅଲ-କାଦିର ଟ୍ରଷ୍ଟ ମାମଲାରେ ତାଙ୍କ ଜାମିନ ଉପରେ ଶୁଣାଣି ହେଉଛି। ତାଙ୍କ ପାର୍ଟି ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ) ମଧ୍ୟ ଏହି ଅବସରରେ ଏକ ରାଲି ଘୋଷଣା କରିଛି ଏବଂ ସମର୍ଥକମାନେ ନିଜର ନେତାଙ୍କ ସମ୍ବୋଧନ ପାଇଁ କୋର୍ଟ ନିକଟରେ ଏକାଠି ହେବାକୁ କହିଛନ୍ତି।

ଇମ୍ରାନଙ୍କୁ ଅଲ-କାଦିର ଟ୍ରଷ୍ଟ ମାମଲାରେ ମଙ୍ଗଳବାର ଇସଲାମାବାଦ ହାଇକୋର୍ଟ ପରିସରରୁ ଗିରଫ କରାଯାଇଥିଲା । ଏଥିସହ ବୁଧବାର ନ୍ୟାଶନାଲ ଆକାଉଣ୍ଟାବିଲିଟି ବ୍ୟୁରୋ(ଏନଏବି) ଏକ କୋର୍ଟରେ ହାଜର କରି ୮ ଦିନିଆ ରିମାଣ୍ଡରେ ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri