ଗିଲ୍‌ଗିଟ୍‌-ବଲ୍ଟିସ୍ତାନ ନିର୍ବାଚନ ଫଳାଫଳ ଫିକ୍ସିଂ କରି ସାରିଛନ୍ତି ଇମ୍ରାନ୍‌ ସରକାର

ଖାଇବରପସ୍ତୁନଖ୍ବା,୧୪।୧୧: ଗିଲ୍‌ଗିଟ୍‌-ବଲ୍ଟିସ୍ତାନରେ ହେବାକୁ ଥିବା ନିର୍ବାଚନ ଫଳାଫଳକୁ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁଙ୍କ ସରକାର ଫିକ୍ସିଂ କରି ସାରିଛନ୍ତି। ଏଠାରେ କେବଳ ନିର୍ବାଚନ ହେବ। କିନ୍ତୁ ଫଳାଫଳ ପୂର୍ବରୁ ନିର୍ଦ୍ଧାରିତ ହୋଇସାରିଛି ବୋଲି ପାକିସ୍ତାନ ଡେମୋକ୍ରାଟିକ୍‌ ମୁଭ୍‌ମେଣ୍ଟ ମୁଖ୍ୟ ମୌଲାନା ଫଜଲୁର୍‌ ରହମାନ ଅଭିଯୋଗ କରିଛନ୍ତି। ଇମ୍ରାନ୍‌ ସରକାର ନିଜ ଫାଇଦା ଲାଗି ଏଠାରେ ନିର୍ବାଚନ କରାଉଛନ୍ତି। କିନ୍ତୁ ସ୍ଥାନୀୟ ବାସିନ୍ଦାଙ୍କ ବିକାଶ ପାଇଁ ତାଙ୍କର ଆନ୍ତରିକତା ନାହିଁ ବୋଲି ସେ କହିଛନ୍ତି। ଭୋଟରଙ୍କୁ ହାତେଇବା ଲାଗି ଇମ୍ରାନ୍‌ ସରକାର ଟ୍ରକ୍‌ ଟ୍ରକ୍‌ ଗହମ ବାଣ୍ଟୁଥିବା ସେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ନିଜ ହତ୍ୟାକୁ ନେଇ ଟ୍ରମ୍ପଙ୍କ ବଡ଼ ଘୋଷଣା: କହିଦେଲେ ଏମିତି…ସାରା ବିଶ୍ୱ ସ୍ତବ୍ଧ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଚରମ ସୀମାରେ ପହଞ୍ଚିଛି। ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲ୍ଲୀ ଖାମେନେଇଙ୍କ ଶେଷକୃତ୍ୟ ସମୟରେ ଟ୍ରମ୍ପଙ୍କୁ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଇରାନକୁ ଟ୍ରମ୍ପଙ୍କ ୨୪ ଘଣ୍ଟାର ଅଲ୍ଟିମେଟମ ଦେଲେ ଟ୍ରମ୍ପ: ନ ମାନିଲେ ଭୟଙ୍କର ହେବ ପରିଣାମ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଏକ ଅତି ବିପଜ୍ଜନକ ମୋଡ଼ରେ ପହଞ୍ଚିଛି । ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଆମେରିକାର ଟ୍ରମ୍ପ ପ୍ରଶାସନ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri