ବିରୋଧ ସତ୍ତ୍ୱେ ଗିଲଗିଟ୍‌-ବଲ୍ଟିସ୍ତାନକୁ ଅସ୍ଥାୟୀ ପ୍ରଦେଶ ମାନ୍ୟତା ଦେଲେ ଇମ୍ରାନ୍‌ ସରକାର

ଇସଲାମାବାଦ,୧।୧୧: ଦେଶବ୍ୟାପି ବିରୋଧ ସତ୍ତ୍ୱେ ଗିଲଗିଟ୍‌-ବଲ୍ଟିସ୍ତାନକୁ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ସରକାର ଅସ୍ଥାୟୀ ପ୍ରଦେଶ ମାନ୍ୟତା ଦେଇଛନ୍ତି। ଏନେଇ ସରକାରଙ୍କ ପକ୍ଷରୁ ରବିବାର ଘୋଷଣା କରାଯାଇଛି। ଏସମ୍ପର୍କିତ ପ୍ରସ୍ତାବକୁ ସରକାର ଅନୁମୋଦନ ଦେଇଥିବା ସେ କହିଛନ୍ତି। ସରକାର ଏହି ଅଞ୍ଚଳର ବିକାଶ ପ୍ରତି ଉଦାସୀନ ରହୁଥିବା ସ୍ଥାନୀୟ ବାସିନ୍ଦା ଦୀର୍ଘଦିନ ଧରି ଅଭିଯୋଗ କରିଆସୁଛନ୍ତି। ଏଠାକାର ପ୍ରାକୃତିକ ସମ୍ପଦର ବିନିଯୋଗର ଲାଭ ସରକାରଙ୍କ ହାତକୁ ଯାଉଥିବାବେଳେ ଲୋକେ ଅବହେଳିତ ହୋଇରହିଥିବା କୁହାଯାଉଛି। ଏବେ ଇମ୍ରାନ୍‌ଙ୍କ ଘୋଷଣା ପରେ ପାକ୍‌ ଅଧିକୃତ କଶ୍ମୀର ସମେତ ଅନ୍ୟ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆହ୍ବାନକାରୀ ଜେନ୍‌ ଜି ପ୍ରାର୍ଥୀ

ଚଳିତ ମାସ ୯ ତାରିଖରେ ଆସାମ ବିଧାନସଭାର ୧୨୬ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେଠାକାର ଯେଉଁ କେତୋଟି ହାଇପ୍ରୋଫାଇଲ ଆସନ ରହିଛି ତନ୍ମଧ୍ୟରୁ ଚର୍ଚ୍ଚିତ…

ସଭ୍ୟତାର ସୁରକ୍ଷା, ଜଳର ଗୁଣବତ୍ତା

କୌଣସି ସଭ୍ୟତାର ଅଭ୍ୟୁଦୟ ଓ ବିନାଶର କାହାଣୀ ସେହି ସମୟର ଜଳସମ୍ପଦ ସହିତ ଜଡ଼ିତ। ମାନବ ଜାତିର ଅସ୍ତିତ୍ୱ ତଥା ସରଂକ୍ଷଣ ପାଇଁ ଜଳର ଗୁଣବତ୍ତା (ଶୁଦ୍ଧ…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ଯୁଦ୍ଧବିରତି ମଧ୍ୟରେ ଉତ୍ସବ ମନାଇଲା ଇରାନ: ପତାକା ଧରି ରାସ୍ତାକୁ ଓହ୍ଲାଇଲେ ଲୋକେ

ତେହରାନ୍‌,୮।୪: ୪୦ ଦିନ ପରେ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣା କରାଯାଇଛି। ଏହା ପରେ ଇରାନ ଉତ୍ସବମୁଖର ହୋଇ ଉଠିଛି। ତେହରାନ୍‌ର…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏତିକି ଦିନ ପାଇଁ ଅସ୍ତ୍ରବିରତି ଘୋଷଣା: ୨ ନେତାଙ୍କୁ ଧନ୍ୟବାଦ ଦେଲା ଇରାନ, କହିଲା ଏମାନଙ୍କ ପାଇଁ…

ଓ୍ବାଶିଂଟନ୍‌,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦୁଇ ସପ୍ତାହ ପାଇଁ…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri