ଇମ୍ରାନ ଜଣେ ମିଛୁଆ, ଦେଶର ଲୋକଙ୍କ ମନରେ ଭରିଛନ୍ତି ଜହର: ଶାହବାଜ ସରିଫ…

ଇସଲାମାବାଦ,୫।୧୦ : ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଦେଶର ଅର୍ଥନୀତିକୁ ନଷ୍ଟ କରିଥିବା ଅଭିଯୋଗ କରି ତାଙ୍କୁ ପୃଥିବୀର ସବୁଠାରୁ ବଡ ମିଛୁଆ ବୋଲି କହିଛନ୍ତି। ସେ କହିଛନ୍ତି ଯେ ଭୋଟରଙ୍କୁ ଧ୍ରୁବୀକରଣ କରିବା ପାଇଁ ଏପ୍ରିଲରେ ଇମ୍ରାନ ଖାନ କ୍ଷମତାରୁ ବହିଷ୍କୃତ ହେବା ପରେ ମଧ୍ୟ ଲୋକଙ୍କ ମନରେ ଜହର ଭରିବା ଆରମ୍ଭ କରିଥିଲେ।

ବ୍ରିଟେନର ଦି ଗାର୍ଡିଆନ ଖବରକାଗଜକୁ ଦେଇଥିବା ଏକ ସାକ୍ଷାତକାରରେ ଶାହବାଜ ୨୦୧୮ ରୁ ଚଳିତ ବର୍ଷ ଏପ୍ରିଲ ପର୍ଯ୍ୟନ୍ତ ଇମ୍ରାନଙ୍କ ଶାସନ ସମୟରେ ଦେଶର ଘରୋଇ ତଥା ବିଦେଶୀ କ୍ଷେତ୍ରରେ ହୋଇଥିବା କ୍ଷତି ବିଷୟରେ କହିଥିଲେ।

ଇମ୍ରାନ ଖାନ ବାରମ୍ବାର ଅଭିଯୋଗ କରିଛନ୍ତି ଯେ ତାଙ୍କୁ ତାଙ୍କ ପଦରୁ ହଟାଇବା ପାଇଁ ଆମେରିକା ତାଙ୍କ ବିରୋଧରେ ଏକ ବିଦେଶୀ ଷଡଯନ୍ତ୍ର ରଚିଥିଲା। ଏହାକୁ ପ୍ରମାଣ କରିବାକୁ ସେ କୂଟନୈତିକ ସ୍ତରୀୟ ଆଲୋଚନାର ଦାବି କରିଥିଲେ। ତେବେ ତାଙ୍କ ବହିଷ୍କାରରେ କୌଣସି ଭୂମିକାକୁ ନେଇ ଆମେରିକା ପକ୍ଷରୁ ଅସ୍ବୀକାର କରାଯାଇଥିଲା।\

ଏବେ ଶାହବାଜଙ୍କ ଏଭଳି ମନ୍ତବ୍ୟ ନେଇ ପାକିସ୍ତାନ ରାଜନୀତିରେ ଉଷ୍ଣତା ଭରିବା ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୩୮ ବର୍ଷୀୟ ରେଫରିଙ୍କ ମୃତ୍ୟୁକୁ ନେଇ ଉଠିଛି ପ୍ରଶ୍ନ, ୨୦୨୬ ଫିଫା ବିଶ୍ୱକପରୁ ବାଦ ପଡିଥିଲେ

ମାୟାମି,୧୪।୭: ଫୁଟବଲ ଜଗତରୁ ଏକ ଦୁଃଖଦ ଖବର ଆସିଛି: ଡଚ ରେଫରି ରବ ଡାଏପେରିଙ୍କ ମୃତ ଅବସ୍ଥାରେ ଉଦ୍ଧାର ହୋଇଛନ୍ତି। ତାଙ୍କୁ ପୂର୍ବରୁ 2026 FIFA ବିଶ୍ୱକପ…

ଇରାନକୁ ଶକ୍ତ ଆଘାତ: ମୋଜତାବା ଖାମେନେଇଙ୍କୁ ନେଇ ଆଶ୍ଚର୍ଯ୍ୟଜନକ ଦାବି କଲେ ଟ୍ରମ୍ପ, କହିଲେ -‘୯୦ ପ୍ରତିଶତ ଶେଷ…’

ଓ୍ବାଶିଂଟନ,୧୪।୭: ଆମେରିକା ଅନେକ ଇରାନୀ ଲକ୍ଷ୍ୟସ୍ଥଳ ଉପରେ ଘାତକ ଆକ୍ରମଣ କରି ଅନେକ କ୍ଷତି ପହଞ୍ଚାଇଛି। ଏହାର କଡ଼ା ଜବାବରେ, ଇରାନ ବିଭିନ୍ନ ଉପସାଗରୀୟ ରାଷ୍ଟ୍ର ଉପରେ…

ମାନବିକତାର ଅନନ୍ୟ ଦୃଷ୍ଟାନ୍ତ ସୃଷ୍ଟି କଲେ ଡାକ୍ତର ଶଙ୍କର ରାମଚନ୍ଦାନି: ଦୁର୍ଗମ ଗାଁରେ…

ପଦ୍ମପୁର,୧୪ା୭(ପ୍ରଦୀପ୍ତ ଦାଶ ):ଆଜିର ବ୍ୟସ୍ତବହୁଳ ସମାଜରେ ଯେଉଁଠି ଚିକିତ୍ସା ସେବା ଧୀରେ ଧୀରେ ବ୍ୟବସାୟର ରୂପ ନେଉଛି, ସେଠାରେ ଭୀମସାରର ଆସିଷ୍ଟାଣ୍ଟ ପ୍ରଫେସର ତଥା ‘ଟଙ୍କିକିଆ ଡାକ୍ତର’…

ଖୁବ୍‌ଶୀଘ୍ର ସ୍ବାସ୍ଥ୍ୟ ବିଭାଗରେ ନୂତନ ବୈଷୟିକ ପଦବୀ ନିଯୁକ୍ତି

ଭୁବନେଶ୍ୱର,୧୪।୭(ବନ୍ଦନା ସେଠୀ): ଖୁବ୍‌ଶୀଘ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅଧୀନରେ ବହୁ ସଂଖ୍ୟାରେ ନୂତନ ବୈଷୟିକ ପଦବୀ ନିଯୁକ୍ତି କରାଯିବ । ଔଷଧ ସେବନ ଓ…

ପ୍ରେମରେ ଅନ୍ଧ ହେଲେ ୯ ସନ୍ତାନର ମା’, କାଠ ଫାଳିଆରେ ଛେଚି ସ୍ବାମୀଙ୍କୁ ହତ୍ୟା

ନୂଆଦିଲ୍ଲୀ,୧୪।୭: ଗୁଜୁରାଟର ବନାସକାଣ୍ଠା ଜିଲାରୁ ଏକ ଚାଞ୍ଚଲ୍ୟକର ହତ୍ୟା ମାମଲା ସାମ୍ନାକୁ ଆସିଛି। ପ୍ରାରମ୍ଭରେ, ଘଟଣାଟି ପ୍ରାକୃତିକ କିମ୍ବା ସାଧାରଣ ମୃତ୍ୟୁ ମାମଲା ପରି ମନେ ହେଉଥିଲା…

ବୈଭବ ସୂର୍ଯ୍ୟବଂଶୀଙ୍କ ଟ୍ରେନର ସାଜିବେ ଯୁବରାଜ ସିଂହ? ନିଜେ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୧୪।୭: ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ କ୍ୟାରିୟରର ଆରମ୍ଭ ଭଲ ନଥିଲା; ସେ ସଦ୍ୟ ସମାପ୍ତ ଇଂଲଣ୍ଡ ବିପକ୍ଷରେ T20 ସିରିଜରେ ଡେବ୍ୟୁ କରିଥିଲେ କିନ୍ତୁ ପରେ ତାଙ୍କୁ…

୧୮ ଗର୍ଭବତୀ ମହିଳାଙ୍କ ମୃତ୍ୟୁକୁ ନେଇ ହସିଲେ ସ୍ବାସ୍ଥ୍ୟମନ୍ତ୍ରୀ? ସାମ୍ବାଦିକ ସମ୍ମିଳନୀରେ କହିଲେ, ‘ବିରତି ପରେ ଦେବେ ଉତ୍ତର’

ଜୟପୁର,୧୪।୭: ରାଜସ୍ଥାନର ସ୍ବାସ୍ଥ୍ୟମନ୍ତ୍ରୀ ଗଜେନ୍ଦ୍ର ସିଂହ ଖିନଭସାରଙ୍କ ଠାରୁ ପ୍ରାୟ ଅଠର ଗର୍ଭବତୀ ମହିଳାଙ୍କ ମୃତ୍ୟୁ ଏବଂ ରାଜ୍ୟର ପ୍ରାୟ ପଚାଶ ଜଣଙ୍କ ଗୁରୁତର ଅସୁସ୍ଥତା ସମ୍ପର୍କରେ…

ଆମେରିକା ସହ ବାଣିଜ୍ୟ ଚୁକ୍ତିକୁ ପ୍ରତ୍ୟାଖ୍ୟାନ କରିଛି ଭାରତ? ପ୍ରତିକ୍ରିୟା ରଖିଲେ ଟ୍ରମ୍ପଙ୍କ ପ୍ରତିନିଧି ସେର୍ଗିଓ ଗୋର୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୪।୭: ଭାରତ ଦୁଇ ଦେଶ ମଧ୍ୟରେ ଏକ ବାଣିଜ୍ୟ ଚୁକ୍ତିକୁ ପ୍ରତ୍ୟାଖ୍ୟାନ କରିଥିବା ରିପୋର୍ଟ ସମ୍ପର୍କରେ ଭାରତ ଏବଂ ଆମେରିକା ଉଭୟ ପକ୍ଷରୁ ବିବୃତ୍ତି ଜାରି କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri