ଇମ୍ରାନ ବହୁତ ସୁନ୍ଦର ବ୍ୟକ୍ତି: ମଲ୍ଲିକା

ଇମ୍ରାନ ହାସ୍‌ମି ଯେତେବେଳେ ତାଙ୍କ କ୍ୟାରିଅର୍‌ ଆରମ୍ଭ କରିଥିଲେ, ସେତେବେଳେ ସେ ବଲିଉଡରେ ଏକ ସିରିୟଲ କିସର୍‌ ଭାବରେ ଜଣାଶୁଣା ଥିଲେ। ସେହି ସମୟରେ ମଲ୍ଲିକା ଶେରାୱତଙ୍କ ନାମ ବୋଲ୍ଡ ଅଭିନେତ୍ରୀ ତାଲିକାରେ ଅନ୍ତର୍ଭୁକ୍ତ ହୋଇଥିଲା। ଦୁହେଁ ୨୦୦୪ ଚଳଚ୍ଚିତ୍ର ’ମର୍ଡର’ ରେ ଏକାଠି କାମ କରିଥିଲେ। ଏହି ଚଳଚ୍ଚିତ୍ରରେ ଦୁହିଁଙ୍କ ମଧ୍ୟରେ ଅନେକ ବୋଲ୍ଡ ସିନ୍‌ ଦେଖିବାକୁ ମିଳିଥିଲା। ଏହି ଚଳଚ୍ଚିତ୍ରଟି ଅନୁରାଗ ବସୁ ନିର୍ଦ୍ଦେଶନା ଦେଇଥିଲେ। ଚଳଚ୍ଚିତ୍ରଟି ବକ୍ସ ଅଫିସରେ ଏକ ଭଲ ଆୟ କରିଥିଲା ।

ବହୁ ବର୍ଷ ପରେ ମଲ୍ଲିକା କହିଛନ୍ତି ଯେ, ଇମ୍ରାନ ଏବଂ ସେ ସେଟ୍‌ରେ ପରସ୍ପର ସହ କଥାବାର୍ତ୍ତା କରନ୍ତି ନାହିଁ। ବଲିଉଡରେ ଅନେକ କଳାକାର ଅଛନ୍ତି ଯେଉଁମାନେ ଶୁଟିଂ ସେଟ୍‌ ଆସିବା ମାତ୍ରେ ବସିବାକୁ ଚେୟାର ଖୋଜନ୍ତି। କିନ୍ତୁ ମୁଁ ଏହା କେବେ କରି ନାହିଁ। ଅପରପକ୍ଷେ ମୋର ସହ-ତାରକାମାନଙ୍କ ସହିତ ଏହି ସବୁ ଜିନିଷ ନେଇ ଅନେକ ଥର ଝଗଡ଼ା ହୋଇଛି। ମୋର ମଧ୍ୟ ଇମ୍ରାନଙ୍କ ସହ ଚଳଚ୍ଚିତ୍ର ମର୍ଡର ସମୟରେ ଝଗଡ଼ା ହୋଇଥିଲା। ଆମେ ପରସ୍ପର ସହ କଥାବାର୍ତ୍ତା ବନ୍ଦ କରିଦେଇଥିଲୁ । ସେହି ସମୟରେ ଆମ ଭିତରେ ପିଲାଳିଆମି ସରି ନ ଥିଲା। ଆମ ମଧ୍ୟରେ ମତଭେଦ ଥିଲା। କିନ୍ତୁ ମୁଁ କହିବି ଇମ୍ରାନ ବହୁତ ସୁନ୍ଦର ବ୍ୟକ୍ତି। ପୂର୍ବ କଥା ଭାବିଲେ ହସ ଲାଗେ ସେହି ସମୟରେ ଅନେକ ଖବର ଆସିଥିଲା ଯେ, ମଲ୍ଲିକା ଇମ୍ରାନଙ୍କ ବଦଳରେ ସାପକୁ ଚୁମ୍ବନ ଦେବାକୁ ପସନ୍ଦ ମୁଁ ପସନ୍ଦ କରିବି। ଏହାଛଡ଼ା ଚୁମ୍ବନ ଦୃଶ୍ୟରେ ଅଶ୍ଳୀଳ ମନ୍ତବ୍ୟ ମଧ୍ୟ ଦିଆଯାଇଥିଲା। ଆଜି ତାହା ସବୁ ମଜାକ୍‌ ଲାଗୁଛି ବୋଲି ମଲାଇକା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ…

ହାସ୍ୟ ଅଭିନେତା ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି, ଜାମିନ ପାଇଁ ଦେବାକୁ ପଡ଼ିଲା ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୧୬।୨: ଚେକ-ବାଉନ୍ସ ମାମଲାରେ ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କୁ ସୋମବାର ଦିଲ୍ଲୀ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ଜାମିନ ଆବେଦନର ଶୁଣାଣି…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

ଲୋ ବ୍ଲଡପ୍ରେସର ସମସ୍ୟା ଅଛି କି ? ଏଥିରୁ ମୁକୁଳିବା ପାଇଁ ପିଅନ୍ତୁ…

ମିଶ୍ରିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଏବଂ ଆମିନୋ ଏସିଡ ରହିଛି। ଯଦି ଆପଣଙ୍କର ଲଗାତର କାଶ ହେଉଛି…

Video: ହ୍ୟାଣ୍ଡସେକ୍‌ ବିବାଦ ମଧ୍ୟରେ, ୱାସିମ ଆକ୍ରମଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୬।୨: ରବିବାର T20 World Cup 2026 ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ହାଇ-ଭୋଲଟେଜ ମ୍ୟାଚ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏକତରଫା ଭାବରେ ୬୧…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri