ଇମ୍ରାନ ବହୁତ ସୁନ୍ଦର ବ୍ୟକ୍ତି: ମଲ୍ଲିକା

ଇମ୍ରାନ ହାସ୍‌ମି ଯେତେବେଳେ ତାଙ୍କ କ୍ୟାରିଅର୍‌ ଆରମ୍ଭ କରିଥିଲେ, ସେତେବେଳେ ସେ ବଲିଉଡରେ ଏକ ସିରିୟଲ କିସର୍‌ ଭାବରେ ଜଣାଶୁଣା ଥିଲେ। ସେହି ସମୟରେ ମଲ୍ଲିକା ଶେରାୱତଙ୍କ ନାମ ବୋଲ୍ଡ ଅଭିନେତ୍ରୀ ତାଲିକାରେ ଅନ୍ତର୍ଭୁକ୍ତ ହୋଇଥିଲା। ଦୁହେଁ ୨୦୦୪ ଚଳଚ୍ଚିତ୍ର ’ମର୍ଡର’ ରେ ଏକାଠି କାମ କରିଥିଲେ। ଏହି ଚଳଚ୍ଚିତ୍ରରେ ଦୁହିଁଙ୍କ ମଧ୍ୟରେ ଅନେକ ବୋଲ୍ଡ ସିନ୍‌ ଦେଖିବାକୁ ମିଳିଥିଲା। ଏହି ଚଳଚ୍ଚିତ୍ରଟି ଅନୁରାଗ ବସୁ ନିର୍ଦ୍ଦେଶନା ଦେଇଥିଲେ। ଚଳଚ୍ଚିତ୍ରଟି ବକ୍ସ ଅଫିସରେ ଏକ ଭଲ ଆୟ କରିଥିଲା ।

ବହୁ ବର୍ଷ ପରେ ମଲ୍ଲିକା କହିଛନ୍ତି ଯେ, ଇମ୍ରାନ ଏବଂ ସେ ସେଟ୍‌ରେ ପରସ୍ପର ସହ କଥାବାର୍ତ୍ତା କରନ୍ତି ନାହିଁ। ବଲିଉଡରେ ଅନେକ କଳାକାର ଅଛନ୍ତି ଯେଉଁମାନେ ଶୁଟିଂ ସେଟ୍‌ ଆସିବା ମାତ୍ରେ ବସିବାକୁ ଚେୟାର ଖୋଜନ୍ତି। କିନ୍ତୁ ମୁଁ ଏହା କେବେ କରି ନାହିଁ। ଅପରପକ୍ଷେ ମୋର ସହ-ତାରକାମାନଙ୍କ ସହିତ ଏହି ସବୁ ଜିନିଷ ନେଇ ଅନେକ ଥର ଝଗଡ଼ା ହୋଇଛି। ମୋର ମଧ୍ୟ ଇମ୍ରାନଙ୍କ ସହ ଚଳଚ୍ଚିତ୍ର ମର୍ଡର ସମୟରେ ଝଗଡ଼ା ହୋଇଥିଲା। ଆମେ ପରସ୍ପର ସହ କଥାବାର୍ତ୍ତା ବନ୍ଦ କରିଦେଇଥିଲୁ । ସେହି ସମୟରେ ଆମ ଭିତରେ ପିଲାଳିଆମି ସରି ନ ଥିଲା। ଆମ ମଧ୍ୟରେ ମତଭେଦ ଥିଲା। କିନ୍ତୁ ମୁଁ କହିବି ଇମ୍ରାନ ବହୁତ ସୁନ୍ଦର ବ୍ୟକ୍ତି। ପୂର୍ବ କଥା ଭାବିଲେ ହସ ଲାଗେ ସେହି ସମୟରେ ଅନେକ ଖବର ଆସିଥିଲା ଯେ, ମଲ୍ଲିକା ଇମ୍ରାନଙ୍କ ବଦଳରେ ସାପକୁ ଚୁମ୍ବନ ଦେବାକୁ ପସନ୍ଦ ମୁଁ ପସନ୍ଦ କରିବି। ଏହାଛଡ଼ା ଚୁମ୍ବନ ଦୃଶ୍ୟରେ ଅଶ୍ଳୀଳ ମନ୍ତବ୍ୟ ମଧ୍ୟ ଦିଆଯାଇଥିଲା। ଆଜି ତାହା ସବୁ ମଜାକ୍‌ ଲାଗୁଛି ବୋଲି ମଲାଇକା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

ରଜନୀକାନ୍ତ, ଧନୁଷ, କମଲ ହାସନ ଚେନ୍ନାଇରେ ଦେଲେ ଭୋଟ, ସର୍ବପ୍ରଥମେ ପହଞ୍ଚିଲେ ଏହି ସୁପରଷ୍ଟାର

ଚେନ୍ନାଇ,୧୯।୪: ଶୁକ୍ରବାର ସକାଳୁ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ଭାଗ୍ୟ ପରୀକ୍ଷା କରିବାକୁ ରାଜନୈତିକ ମଞ୍ଚରେ...

ଖୁବ ଶୀଘ୍ର ଆଈ ହେବାକୁ ଯାଉଛନ୍ତି ନୀନା ଗୁପ୍ତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତାଙ୍କ ଘରକୁ କୁନି ଅତିଥି ଆସିବାକୁ ଆଉ ବେଶୀ ସମୟ ବାକି ନାହିଁ। ଅଭିନେତ୍ରୀଙ୍କ ଝିଅ ମାସାବା ଖୁବଶୀଘ୍ର ମା’...

ଶଳା ସଲମାନ୍‌ ନୁହେଁ, ବରଂ ଫିଲ୍ମ କରିବା ପୂର୍ବରୁ ପୋଷାକୁକୁର ସହ କଥା ହୁଅନ୍ତି ଆୟୁଷ  

ବମ୍ବେ: ବଲିଉଡର ଦବଙ୍ଗ ଖାନ୍‌ଙ୍କ ସାନ ଉଭଣୀ ଅର୍ପିତା ଖାନ୍‌ଙ୍କ ସ୍ବାମୀ ହେଉଛନ୍ତି ଆୟୁଷ ଶର୍ମା। ଖ୍ୟାତନାମା ଫିଲ୍ମନିର୍ମାତା ସଲୀମ ଖାନ୍‌ଙ୍କ ସେ ଜ୍ୱାଇଁ ହୋଇଥିବାରୁ...

ନୂଆ ରେକର୍ଡ କଲା ଅଲୁ ଅର୍ଜୁନଙ୍କ ପୁଷ୍ପା ୨, ଏହି ପ୍ଲାଟଫର୍ମକୁ ୨୭୫ କୋଟି ଟଙ୍କାରେ ବିକ୍ରୀ କଲା ଡିଜିଟାଲ୍ ରାଇଟ୍

ମୁମ୍ବାଇ: ଅଲୁ ଅର୍ଜୁନଙ୍କ ପୁଷ୍ପା ୨ ଟିଜର ଆସିବା ପରଠାରୁ ଏହା ହେଡଲାଇନରେ ରହିଛି। ଏବେ ଖବର ଆସିଛି ଯେ, ବହୁ ପ୍ରତୀକ୍ଷିତ ସୁକୁମାରଙ୍କ ନିର୍ଦ୍ଦେଶିତ...

ରାଜ କୁନ୍ଦ୍ରାଙ୍କ ୯୭.୭୯ କୋଟିର ସମ୍ପତ୍ତି ଜବତ କଲା ଇଡି, ଶିଳ୍ପାଙ୍କ ବଙ୍ଗଳା ବି ହେଲା ସିଜ୍‌

ମୁମ୍ବାଇ,୧୮।୪: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରା ପୁଣି ଏକ ବଡ଼ ଅଡ଼ୁଆରେ ଫସିଛନ୍ତି। ଇଡି ତାଙ୍କର ୯୭.୭୯ କୋଟି ଟଙ୍କାର ସମ୍ପତ୍ତିକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri