ଇମ୍ରାନଙ୍କୁ ଘାରିଛି ଜେଲରେ ମୃତ୍ୟୁ ଭୟ

ଇସଲାମାବାଦ,୧୦।୫: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଗିରଫ ହେବା ପରେ ଦେଶର ବିଭିନ୍ନ ସ୍ଥାନରେ ହିଂସା ପ୍ରଦର୍ଶନ ଜାରି ରହିଛି। ମଙ୍ଗଳବାର ଇମ୍ରାନ ଖାଁ ଯେତେବେଳେ ଶୁଣାଣି ପାଇଁ ଇସଲାମାବାଦ ହାଇକୋର୍ଟ ପହଞ୍ଚି ଥିଲେ ସେତେବେଳେ ତାଙ୍କୁ ପାକିସ୍ତାନର ପାଲାମିଲିଟାରି ଫୋର୍ସ ଗିରଫ କରି ନେଇଥିଲେ। ଏହାପରେ ଏହାର ହିଂସକ ବିରୋଧ ପ୍ରଦର୍ଶନ ଆରମ୍ଭ ହୋଇଯାଇଛି। ଅଭୁତପୂର୍ବ ଢଙ୍ଗରେ ଇମ୍ରାନଙ୍କ ସମର୍ଥକ ରାଓ୍ବଲପିଣ୍ଡିସ୍ଥିତ ସେନା ମୁଖ୍ୟାଳୟ ଉପରେ ଆକ୍ରମଣ କରିଛନ୍ତି। ଏହାସହ ଲାହୋରରେ କମାଣ୍ଡରଙ୍କ ଘର ଉପରେ ବି ପିଟିଆଇ ସମର୍ଥକ ଆକ୍ରମଣ କରିଛନ୍ତି।
ଏବେ କୋର୍ଟରେ ଶୁଣାଣି ସମୟରେ ଇମ୍ରାନ ଖାଁ କହିଛନ୍ତି, ମୋତେ ଡର ଲାଗୁଛି କି ମୋତେ ମାରି ଦିଆଯାଇପାରେ। ପିଟିଆଇ ମୁଖ୍ୟ କହିଛନ୍ତି ତାଙ୍କୁ ଧୀରେ ଧୀରେ ମୃତ୍ୟୁ ହେଉଥିବା ଇଞ୍ଜେକସନ ଲଗାଯାଇପାରେ। ଇମ୍ରାନ ଅଭିଯୋଗ କରିଛନ୍ତି କି ୨୪ ଘଣ୍ଟା ପର୍ଯ୍ୟନ୍ତ ତାଙ୍କୁ ଓ୍ବାଶରୁମ ଯିବାକୁ ଅନୁମତି ଦିଆଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍‌, ଭାବବିହ୍ବଳ କରୁଛି…

ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ...

କିଏ ସେହି ଭାରତୀୟ ଛାତ୍ରୀ ଯାହାଙ୍କୁ ଆମେରିକାରେ କରାଯାଇଛି ଗିରଫ

ଓ୍ବାଶିଂଟନ,୨୬।୪: ଆମେରିକାରେ ଜଣେ ଭାରତୀୟ ଛାତ୍ରୀଙ୍କୁ ଗିରଫ କରାଯାଇଛି। ଏହି ଛାତ୍ର ଇସ୍ରାଏଲକୁ ବିରୋଧ କରୁଥିବାବେଳେ ପାଲେଷ୍ଟାଇନକୁ ସମର୍ଥନ କରି ବିରୋଧ କରିଥିବା ଅଭିଯୋଗ ହୋଇଛି।...

ଭାରତ ଉପରେ ରାଗିଗଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରିବା ଅଭିଯୋଗରେ ଆମେରିକା ଦଶହଜାର କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

ଆମେରିକା ବିଶ୍ୱବିଦ୍ୟାଳୟରେ ହିଂସକ ହେଲା ପାଲେଷ୍ଟାଇନ ସମର୍ଥକଙ୍କ ପ୍ରଦର୍ଶନ

ଅଷ୍ଟିନ,୨୬।୪: ଆମେରିକାର ବିଶ୍ୱବିଦ୍ୟାଳୟରେ ଇସ୍ରାଏଲ-ହମାସ ଯୁଦ୍ଧ ବିରୋଧରେ ବିରୋଧ ତୀବ୍ର ହୋଇଛି। ଅନେକ ବିଶ୍ୱବିଦ୍ୟାଳୟରେ ପ୍ରଦର୍ଶନ ଭାଙ୍ଗିବା ପାଇଁ ପୋଲିସ ଡାକିବାକୁ ପଡିଥିଲା। ବିକ୍ଷୋଭକାରୀ ଏବଂ...

ଏହି ଦେଶରେ ସେନା ରଚିଲା ନରସଂହାର, ୨୨୩ ସାଧାରଣ ନାଗରିକଙ୍କୁ କଲା ହତ୍ୟା, ୫୬ ଶିଶୁ ସାମିଲ

ନୂଆଦିଲ୍ଲୀ,୨୬।୪: ପଶ୍ଚିମ ଆଫ୍ରିକୀୟ ଦେଶ ବୁର୍କିନା ଫାସୋରୁ ଏକ ବଡ଼ ହତ୍ୟାକାଣ୍ଡର ଖବର ଆସିଛି। ଏହି ଘଟଣାରେ ଦେଶର ସେନାକୁ ଦାୟୀ କରାଯାଉଛି। ଅଭିଯୋଗ ହୋଇଛି...

ଭାରତୀୟ କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରୁଥିବା ଅଭିଯୋଗରେ ଦଶହଜାର କମ୍ପାନୀ ଉପରେ ଆମେରିକା ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

ଏବେ ଆମେରିକାରେ ନିର୍ବାଚନ ହେଲେ କିଏ ମାରିବେ ବାଜି: ସର୍ଭେରେ ଆଶ୍ଚର୍ଯ୍ୟଜନକ ଖୁଲାସା

ଓ୍ବାଶିଂଟନ,୨୬।୪: ନଭେମ୍ବରରେ ଆମେରିକାରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନ ସମ୍ପର୍କରେ ଓପିନିୟନ୍‌ ପୋଲ୍‌ ପ୍ରକାଶ ପାଇଛି। ପୁଣି ଥରେ ଡୋନାଲ୍ଡ ଟ୍ରମ୍ପ ଏବଂ ଜୋ ବଇଡେନ...

୨୦୨୩ରେ ୨୮.୨ କୋଟି ଦୁର୍ଭିକ୍ଷ ପ୍ରଭାବିତ

ଜାତିସଂଘ,୨୬ା୪:୨୦୨୩ରେ ୫୯ଟି ଦେଶର ପ୍ରାୟ ୨୮.୨ କୋଟି ଲୋକ ଅତ୍ୟଧିକ କ୍ଷୁଧା ମଧ୍ୟରେ ରହିଛନ୍ତି। ଯୁଦ୍ଧ କ୍ଷତିଗ୍ରସ୍ତ ଗାଜାରେ ବହୁସଂଖ୍ୟାରେ ଲୋକ ଦୁର୍ଭିକ୍ଷର ସମ୍ମୁଖୀନ ହୋଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri