‘ଭାରତକୁ ଉପକୃତ କରୁଛନ୍ତି ଇମ୍ରାନ’

ଇସଲାମାବାଦ,୧୭ା୯: ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖାଓ୍ବାଜା ଆସିଫ୍‌ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଚେତାବନୀ ଦେଇଛନ୍ତି। ପାକିସ୍ତାନ ସେନା ମୁଖ୍ୟଙ୍କ ନିଯୁକ୍ତିକୁ ନେଇ ବିବାଦ ବନ୍ଦ କରିବାକୁ ସେ ଇମ୍ରାନଙ୍କୁ କହିଛନ୍ତି। କାରଣ ଭାରତ ଏହାର ଫାଇଦା ନେଉଛି। ପ୍ରତିରକ୍ଷା ମନ୍ତ୍ରୀ କହିଛନ୍ତି, ଇମ୍ରାନଙ୍କ ବିବାଦୀୟ ବିବୃତ୍ତି ଭାରତକୁ ଶକ୍ତି ପ୍ରଦାନ କରୁଛି। ସମ୍ବିଧାନରେ ପ୍ରସ୍ତୁତ ଆଇନ ଅନୁଯାୟୀ,  ପ୍ରଧାନମନ୍ତ୍ରୀ ଶେହବାଜ ସରିଫ୍‌ ତାଙ୍କୁ ନିଯୁକ୍ତ କରିଛନ୍ତି।

ଇମ୍ରାନଙ୍କ ପାକିସ୍ତାନୀ ସେନା ମୁଖ୍ୟଙ୍କ ନିଯୁକ୍ତିକୁ ଅଗଷ୍ଟ ପର୍ଯ୍ୟନ୍ତ ସ୍ଥଗିତ ରଖିବାକୁ ଦାବି କରି ପ୍ରତିରକ୍ଷା ମନ୍ତ୍ରୀ କହିଛନ୍ତି ଯେ, ସେ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ଦେଶକୁ ବିପଦରେ ପକାଇ ଭାରତକୁ ଖୁସି କରିବାକୁ ଦେବେ ନାହିଁ। ସେ କହିଛନ୍ତି, ପ୍ରତିରକ୍ଷା ମନ୍ତ୍ରୀଙ୍କ ନିଯୁକ୍ତି କାର୍ଯ୍ୟସୂଚୀ ଅନୁଯାୟୀ ନଭେମ୍ବରରେ କରାଯିବ। ପାକିସ୍ତାନ ତେହେରିକ-ଇ-ଇନ୍‌ସାଫ୍‌ (ପିଟିଆଇ) ମୁଖ୍ୟ ଇମ୍ରାନଙ୍କୁ ଦେଶରେ ରାଜନୈତିକ ଅନିଶ୍ଚିତତା ସୃଷ୍ଟି କରିବାକୁ ଅନୁମତି ଦେବ ନାହିଁ, କାରଣ ସେ ଏହା କରି ଭାରତକୁ ଉପକୃତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ବରରେ ଚାଞ୍ଚଲ୍ୟ, ୮ ରାଉଣ୍ଡ ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା

ବାଲେଶ୍ୱର,୨୫।୬( ବାଞ୍ଛାନିଧି ଦେ ): ବାଲେଶ୍ବର ସହରରେ ଆଇନ ଶୃଙ୍ଖଳା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି । ପୋଲିସକୁ ଅପରାଧୀମାନେ ଖୁଲମଖୁଲା ଚ୍ୟାଲେଞ୍ଜ ଦେଉଛନ୍ତି । ସହଦେବଖୁଣ୍ଟା ଥାନା…

ବୈଭବ ଇନ୍‌ ଅଭିଷେକ ଆଉଟ! ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ପାଇଁ ଭାରତର ସମ୍ଭାବ୍ୟ ପ୍ଲେଇଂ ଇଲେଭେନ

ନୂଆଦିଲ୍ଲୀ,୨୫।୬: ଭାରତୀୟ ଦଳ ପାଇଁ ଆୟରଲ୍ୟାଣ୍ଡ ଗସ୍ତ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସମସ୍ତଙ୍କ ନଜର ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ, ଯିଏ ଡେବ୍ୟୁ କରିବାକୁ ଯାଉଛନ୍ତି। ଏହି…

ଭାଜପାକୁ ବଡ଼ ଧକ୍କା! କେରଳ ହାଇକୋର୍ଟଙ୍କ ଭର୍ତ୍ସନା ପରେ, ୧୯ ଭାଜପା କାଉନସିଲର ପୁନର୍ବାର ଶପଥ ନେଲେ

ଥିରୁଭାନନ୍ତପୁରମ,୨୫।୬: ଥିରୁଭାନନ୍ତପୁରମ ମ୍ୟୁନିସିପାଲ କର୍ପୋରେସନର ୧୯ ଜଣ ଭାରତୀୟ ଜନତା ପାର୍ଟି (ଭାଜପା) କାଉନସିଲର ବୁଧବାର (ଜୁନ ୨୪, ୨୦୨୬), ସେମାନଙ୍କର ପୂର୍ବ ଶପଥକୁ ଅବୈଧ ଘୋଷଣା…

ପାସପୋର୍ଟ ବିବାଦକୁ ନେଇ ଗର୍ଜିଲା କଂଗ୍ରେସ, ଗୋଗୋଇ ସରକାରଙ୍କ ଉପରେ ଉଠାଇଲେ ପ୍ରଶ୍ନ, ଖୁର୍ସିଦ କହିଲେ…

ନୂଆଦିଲ୍ଲୀ,୨୫।୬: ପାସପୋର୍ଟକୁ ନାଗରିକତାର ପ୍ରମାଣ ଭାବରେ ବିବେଚନା ନ କରାଯିବା ପ୍ରସଙ୍ଗରେ କଂଗ୍ରେସ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛି। କଂଗ୍ରେସ ନେତା ଗୌରବ ଗୋଗୋଇ ଏହି ପ୍ରସଙ୍ଗରେ…

ହାଇକୋର୍ଟଙ୍କ ବଡ଼ ରାୟ; ପତ୍ନୀ ସ୍ଵାମୀଙ୍କ ସମ୍ପତ୍ତି ନୁହନ୍ତି, ମନୋମାଳିନ୍ୟ…

କଟକ,୨୫।୬(ପ୍ରଭୁକଲ୍ୟାଣ ପାଲ): ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି କହିଛନ୍ତି ଯେ ‘ ପତ୍ନୀ ସ୍ଵାମୀଙ୍କ ସମ୍ପତ୍ତି ନୁହନ୍ତି’। ବୈବାହିକ ମନୋମାଳିନ୍ୟ ଯୋଗୁ ଘର…

NCERT ଆଣିଲା ବଡ଼ ପରିବର୍ତ୍ତନ, ୯ମ ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ ପଢ଼ାଯିବ ଜରୁରୀକାଳୀନ ପରିସ୍ଥିତି ବିଷୟରେ

ନୂଆଦିଲ୍ଲୀ,୨୫।୬: ଭାରତୀୟ ଗଣତନ୍ତ୍ରର ଏକ ଅନ୍ଧକାର ଅଧ୍ୟାୟ – ଏବେ ସ୍କୁଲଗୁଡ଼ିକରେ ୯ମ ଶ୍ରେଣୀରୁ ପଢ଼ାଯିବ। ଜାତୀୟ ଶିକ୍ଷା ଗବେଷଣା ଏବଂ ତାଲିମ ପରିଷଦ (NCERT) ୯ମ…

ଭାଜପାର ମିଶନ ୨୦୨୭ ପାଇଁ ଟିମ୍‌ ପ୍ରସ୍ତୁତ

ଲକ୍ଷ୍ନୌ,୨୫।୬: ଭାରତୀୟ ଜନତା ପାର୍ଟି (ଭାଜପା)ର ଉତ୍ତର ପ୍ରଦେଶ ୟୁନିଟ ପାଇଁ ନୂତନ ଦଳ ଘୋଷଣା କରାଯାଇଛି। ୟୁପି ଭାଜପା ସଭାପତି ପଙ୍କଜ ଚୌଧୁରୀ ତାଙ୍କ ଦଳରେ…

ଉଠା ଜଳସେଚନ ପ୍ରକଳ୍ପ ଅଚଳ, ବିଦ୍ୟୁତ ସଂଯୋଗ ଦାବି ନେଇ ଚାଷୀ…

ବୁଗୁଡ଼ା,୨୫ା୬(କାଳିଚରଣ ଦାଶ): ସରକାର କୃଷି ଓ କୃଷକର କଲ୍ୟାଣ ପାଇଁ ଅନେକ ଯୋଜନା କାର୍ଯ୍ୟକାରୀ କରି ଚାଷୀମାନଙ୍କୁ ବର୍ଷସାରା ଜଳସେଚନ ସୁବିଧା ଯୋଗାଇବା ଲକ୍ଷ୍ୟରେ ସରକାରଙ୍କ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri