ଇମ୍ରାନ୍‌ଙ୍କୁ ଝଟ୍‌କା

ଇସଲାମାବାଦ,୭ା୪: ପାକିସ୍ତାନରେ ଚାଲିଥିବା ରାଜନୈତିକ ଅସ୍ଥିରତା ଉପରେ ସୁପ୍ରିମକୋର୍ଟ ଶୁଣାଣି କରିଛନ୍ତି। ତେବେ ଏହି ଶୁଣାଣିରେ ଇମ୍ରାନ ଖାନ୍‌ଙ୍କୁ ଏକ ଶକ୍ତ ଧକ୍କା ଲାଗିଛି।

ରିପୋର୍ଟ ଅନୁଯାୟୀ, ଏପ୍ରିଲ ୩ରେ ରାଷ୍ଟ୍ରୀୟ ସଭାରେ ଡେପୁଟି ବାଚସ୍ପତି ଦେଇଥିବା ନିଷ୍ପତ୍ତି ଭୁଲ୍‌ ବୋଲି କୋର୍ଟ କହିଛନ୍ତି। ଏହାପୂର୍ବରୁ ପାକିସ୍ତାନର ପ୍ରଧାନ ବିଚାରପତି ଉମର ଆତା ବନ୍ଦିଆଲ କହିଥିଲେ ଯେ, ଏପ୍ରିଲ ୩ରେ ରାଷ୍ଟ୍ରୀୟ ଆସେମ୍ବ୍ଲିଂରେ ଡେପୁଟି ବାଚସ୍ପତି ଦେଇଥିବା ନିଷ୍ପତ୍ତି ସମ୍ବିଧାନର ଧାରା ୯୫ ର ଉଲ୍ଲଂଘନ କରୁଥିବା ଜଣାପଡ଼ିଛି।

ବେଞ୍ଚରେ ଅନ୍ତର୍ଭୁକ୍ତ ହୋଇଥିବା ଅନ୍ୟ ଜଣେ ଜଷ୍ଟିସ ଜମାଲ ଖାନ ମାଣ୍ଡୋଖେଲ କହିଛନ୍ତି, ଏପ୍ରିଲ ୩ରେ ଡେପୁଟି ବାଚସ୍ପତିି ଦେଇଥିବା ଆଦେଶକୁ କାସିମ ସୁରିଙ୍କ ନୁହେଁ ବରଂ ବାଚସ୍ପତି ଆଜାଦ କୌସର ଦସ୍ତଖତ କରିଛନ୍ତି। ଆଜି ଏହାର ଚୂଡ଼ାନ୍ତ ରାୟ ପ୍ରକାଶ ପାଇବ ବୋଲି କୋର୍ଟ ସ୍ପଷ୍ଟ କରିଛନ୍ତି। ଅନ୍ୟପକ୍ଷରେ ସୁପ୍ରିମକୋର୍ଟ ବାହାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିରୋଧରେ ଆପତ୍ତିଜନକ ପୋଷ୍ଟ ଉପରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନ; X ଠାରୁ ମାଗିଲା ଆକାଉଣ୍ଟ ବିବରଣୀ

ନୂଆଦିଲ୍ଲୀ,୨୯।୭: NEET ପେପର୍‌ ଲିକ ବିରୋଧରେ CJPଙ୍କ ପ୍ରତିବାଦ ସମୟରେ ଏବଂ ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅନ୍ୟାନ୍ୟ ସାମ୍ବିଧାନିକ କାର୍ଯ୍ୟାଳୟକୁ ଟାର୍ଗେଟ କରି ସୋସିଆଲ…

ସ୍ତ୍ରୀଙ୍କୁ ହତ୍ୟାକରି ଶାଶୁଶ୍ୱଶୁରଙ୍କୁ ଭିଡିଓକଲ୍‌ରେ ଦେଖାଇଲେ ଜ୍ୱାଇଁ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବାଗଲକୋଟ୍‌, ୨୯।୭:କର୍ନାଟକର ବାଗଲକୋଟ୍‌ ଜିଲାରେ ପରକୀୟା ପ୍ରୀତି ସନ୍ଦେହରେ ଜଣେ ବ୍ୟକ୍ତି ତାଙ୍କ ୩୨ ବର୍ଷୀୟା ସ୍ତ୍ରୀ ଭାଗ୍ୟଶ୍ରୀ ଜିଗାଲୁରଙ୍କୁ କାଠଫାଳିଆରେ ମାଡ଼ ମାରିବା ପରେ ଶାଢ଼ିରେ…

ଗାଁରେ ପଶିଲା ବନ୍ୟାଜଳ, ତହସିଲଦାର-ବିଡିଓ ପହଞ୍ଚି ଲୋକଙ୍କୁ…

ତିହିଡ଼ି,୨୯ା୭(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ୭ ପଞ୍ଚାୟତରେ ବନ୍ୟା ପରିସ୍ଥିତି ଉଦ୍‌ବେଗଜଣକ ହୋଇଛି। ସାଳନ୍ଦୀ ନଦୀରେ ଆସିଥିବା ବନ୍ୟାପାଣି ବିଭିନ୍ନ ଗାଁରେ ପ୍ରବେଶ…

୨୦୩୬ ସୁଦ୍ଧା ଟଙ୍କାର କୌଣସି ମୂଲ୍ୟ ରହିବ ନାହିଁ? ଏଲୋନ ମସ୍କଙ୍କ ଭବିଷ୍ୟବାଣୀର ଅର୍ଥ କ’ଣ? ଜାଣନ୍ତୁ…

ଓ୍ବାଶିଂଟନ,୨୯।୭: ବିଶ୍ୱର ପ୍ରମୁଖ ଶିଳ୍ପପତିଙ୍କ ମଧ୍ୟରୁ ଜଣେ ଏଲୋନ ମସ୍କ ପୁଣି ଥରେ ତାଙ୍କ ଭବିଷ୍ୟବାଣୀକୁ ନେଇ ଚର୍ଚ୍ଚାରେ ଅଛନ୍ତି। ସେ ପରାମର୍ଶ ଦେଇଛନ୍ତି ଯେ ଆଗାମୀ…

ଡାକ୍ତର ଦମ୍ପତ୍ତିଙ୍କୁ କାଙ୍ଗାଳ କରିଦେଲେ ୨ ଭଉଣୀ: ୪.୫ କୋଟି ଟଙ୍କା ନେଇ…

ଚଣ୍ଡିଗଡ଼,୨୯।୭: ପଞ୍ଜାବର ପଠାଣକୋଟ ଜିଲାରେ ବିଶ୍ୱାସଘାତକତା ଏବଂ ଠକେଇର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଡାକ୍ତର ଡକ୍ଟର ଜସପାଲ ସିଂହ ଭିଣ୍ଡର ଏବଂ ତାଙ୍କ…

ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା କାମ ଆରମ୍ଭ କରି ଠିକାଦାର ଫେରାର, ଯାତାୟାତ ପାଇଁ ଲୋକେ…

କେସିଙ୍ଗା,୨୯ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବାଲସି ପଞ୍ଚାୟତର ମଶାଣିବନ୍ଧ ଗ୍ରାମର ଏମ୍‌ଇ ସ୍କୁଲ ନିକଟରେ ଆର୍‌ଡି ବିଭାଗ ପକ୍ଷରୁ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତାକାମ…

ରୁପ୍ରା ରୋଡ଼ ରେଳ ଷ୍ଟେଶନରେ ଟ୍ରେନ ରହଣି ପାଇଁ ତେଜୁଛି ଦାବି: ପ୍ରତିଶ୍ରୁତି ଦେଲେ ରେଳ ମହାପ୍ରବନ୍ଧକ

କେସିଙ୍ଗା/ନର୍ଲା, ୨୯।୭(ତୁମେଶ୍ୱର ସାହୁ/ସନ୍ତୋଷ ପାତ୍ର): କୋଭିଡ ସମୟରେ ପୂର୍ବତଟ ରେଳବାଇର ସମ୍ବଲପୁର ଡିଭିଜନ ଅଧୀନ ରୁପ୍ରାରୋଡ଼ ରେଳ ଷ୍ଟେଶନରେ ଦ୍ରୁତଗାମୀ ଟ୍ରେନ ଗୁଡିକ ରହୁଥିଲା। ଏବେ କିନ୍ତୁ…

ଦିନ ହୋଇଯିବ ରାତି, ୨୭ ବର୍ଷ ପରେ ଅଗଷ୍ଟ ୧୨ରେ ଘଟିବାକୁ ଯାଉଛି ଏହି…

୨୭ ବର୍ଷ ପରେ ଏକ ଘଟଣା ଘଟିବାକୁ ଯାଉଛି। ଯାହା ଦିନ ରାତି ହୋଇଯିବ। ଏହା ୟୁରୋପ ଏବଂ ଆର୍କଟିକ୍‌ ଅଞ୍ଚଳରେ ପ୍ରଥମ ଘଟଣା ହେବ। ଏଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri