‘ଅନାବଶ୍ୟକ କଥା କହୁଛନ୍ତି ଇମ୍ରାନ’

ଇସଲାମାବାଦ,୨୯ା୧: ପୂର୍ବତନ ରାଷ୍ଟ୍ରପତି ଆସିଫ୍‌ ଅଲି ଜରଦାରୀଙ୍କ ବିରୋଧରେ ଭିତ୍ତିହୀନ ଅଭିଯୋଗ ଆଣିଥିବାରୁ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ପାକିସ୍ତାନ ତେହେରିକ-ଇ-ଇନ୍‌ସାଫ (ପିଟିଆଇ) ଅଧ୍ୟକ୍ଷ ଇମ୍ରାନ ଖାନ୍‌ଙ୍କୁ ନିନ୍ଦା କରିଛନ୍ତି।

ପାକିସ୍ତାନ ପିପୁଲ୍ସ ପାର୍ଟି (ପିପିପି) ସହ-ଚେୟାରମ୍ୟାନ ଜରଦାରୀଙ୍କୁ ହତ୍ୟା କରିବା ପାଇଁ ଏକ ନୂତନ ଯୋଜନା ପ୍ରସ୍ତୁତ ହୋଇଥିବା ଇମ୍ରାନ ଅଭିଯୋଗ କରିବା ପରେ ସରିଫ ତାଙ୍କର ପ୍ରତିକ୍ରିୟା ଦେଇଛନ୍ତି।

ସେ ଆହୁରି ମଧ୍ୟ କହିଛନ୍ତି, ଇମ୍ରାନଙ୍କ ‘ଅନାବଶ୍ୟକ କଥା’ ରାଜନୈତିକ ଦୃଷ୍ଟିରୁ ପ୍ରାସଙ୍ଗିକ ରହିବାକୁ ଏକ ପ୍ରୟାସ।ଅନ୍ୟ ଏକ ଟୁଇଟ୍‌ରେ ସରିଫ କହିଛନ୍ତି, ସମଗ୍ର ଦେଶ ଜାଣେ ଯେ, ସେ କ୍ଷମତାର ସମାଜକୁ ଭାଗ କରିବା ପାଇଁ ଘୃଣାର ରାଜନୀତିକୁ କିପରି ବ୍ୟବହାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ବଡ଼ ଅଫର୍‌ ଦେଲା ରୁଷିଆ: ଶୁଣିଲେ ପାକିସ୍ତାନର ଉଡ଼ିଯିବ ହୋଶ୍‌

ମସ୍କୋ/ନୂଆଦିଲ୍ଲୀ,୧।୭: ରୁଷିଆ ଭାରତକୁ Su-57E ଷ୍ଟିଲ୍ଥ ଲଢ଼ୁଆ ବିମାନର ଯୋଗାଣ ଏବଂ ମିଳିତ ଉତ୍ପାଦନ ସମ୍ପର୍କରେ ଏକ ପ୍ରମୁଖ ପ୍ରସ୍ତାବ ଦେଇଛି। ଏହି ଚୁକ୍ତି ଭାରତ-ପ୍ରଶାନ୍ତ ମହାସାଗରୀୟ…

ରାଇକିଆ ଥାନାରେ ନିଶାମୁକ୍ତ ଅଭିଯାନ, ଏହି ଶପଥ ନେଲେ ଛାତ୍ରୀଛାତ୍ର

ରାଇକିଆ,୧।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନାରେ ବୁଧବାର ନିଶା ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଏ.ସ୍ୱର୍ଣ୍ଣଲତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ନୂତନ ବ୍ଲକ ଶିକ୍ଷା ଅଧିକାରିଣୀ ଭାବେ ଯୋଗଦେଲେ ମଧୁସ୍ମିତା:ଏକ ନମ୍ବର ଶିକ୍ଷା ବ୍ଲକ କରିବା ଲକ୍ଷ୍ୟ

କର୍ଲାମୁଣ୍ଡା:୧/୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ନୂତନ ଭାବେ ବୁଧବାର ବ୍ଲକ ଶିକ୍ଷା ଅଧିକାରିଣୀ ମଧୁସ୍ମିତା ନାଏକ ଯୋଗ ଦେଇଛନ୍ତି। କାର୍ଯ୍ୟାଳୟରେ ଯୋଗଦେବା…

ଗଜପତି ପୋଲିସକୁ ବଡ଼ ସଫଳତା: ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ, ୬ ନାବାଳିକା…

ଗଜପତି,୧।୭(ଗିରିଧାରୀ ପରିଛା): ଗଜପତି ପୋଲିସ ଏକ ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ କରି ୬ ଜଣ ନାବାଳିକାଙ୍କ ସମେତ ୭ ଜଣ ପୀଡ଼ିତାଙ୍କୁ ହାଇଦ୍ରାବାଦରୁ ଉଦ୍ଧାର କରିଛି।…

ଆଜିଠାରୁ ଅନିର୍ଦ୍ଦିଷ୍ଟକାଳ ଯାଏ ରୋଗୀସେବା ବନ୍ଦ, ହନ୍ତସନ୍ତ ହେଉଛନ୍ତି ରୋଗୀ

ବଞ୍ଚୋ,୧।୭(ପ୍ରଦୋଷ ବିଶ୍ୱାଳ ): ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନ (ଓମ୍‌ସା)ର ୮ ଦଫା ଦାବି ପୂରଣ ନ ହେବା ପ୍ରତିବାଦରେ ଜାତୀୟ ଡାକ୍ତର ଦିବସ ଅବସରରୁ ବୁଧବାର…

ଗଣଶିକ୍ଷା ବିଭାଗର ବଡ଼ ଘୋଷଣା, ଛାତ୍ରୀଛାତ୍ରଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି

ଭୁବନେଶ୍ୱର,୧।୭: ଛାତ୍ରଛାତ୍ରୀଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି । ଚଳିତ ବର୍ଷରେ ହିଁ ନୂଆ ବହି ଯୋଗାଇ ଦେବେ ସରକାର । ଯଥା  ସମ୍ଭବ ଛାତ୍ରୀଛାତ୍ରଙ୍କୁ ବହି…

ଦ୍ରୁତଗତି ସାଜିଲା କାଳ: ବର୍ଷାରେ ହଠାତ୍‌ ବ୍ରେକ୍‌ ମାରିବାରୁ, ଘଟିଲା…

ଦାରିଙ୍ଗବାଡି,୧।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡି ପଞ୍ଚାୟତ ବୁଡ଼ାଗୁଡା ଛକରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି।…

୩ରେ ଆସି ୫ରେ ଫେରିବେ ଶାହା: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧ା୭(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୩ ତାରିଖ ସା ୮ଟା ୪୦ରେ ଝାରସୁଗୁଡ଼ା ଠାରେ ପହଞ୍ଚିବେ। ଏହାପରେ ସ୍ଥାନୀୟ ଏକ ଘରୋଇ ହୋଟେଲରେ ରାତ୍ରିଯାପନ କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri