ଭାରତକୁ ନେଇ ଚିନ୍ତାରେ ଇମ୍ରାନ୍‌

ଇସ୍‌ଲାମାବାଦ, ୨୯ା୧୦: ପାକିସ୍ତାନରେ ଅସ୍ଥିରତା ସୃଷ୍ଟିକରିବା ଲାଗି ଭାରତ ଆଫଗାନିସ୍ତାନ ମାଟିରୁ ଇସ୍‌ଲାମାବାଦକୁ ଟାର୍ଗେଟ୍‌ କରିପାରେ। ମୋଦି ସରକାର କେବଳ ପାକିସ୍ତାନ ବିରୋଧୀ ନୁହନ୍ତି ବରଂ ଭାରତରେ ରହୁଥିବା ମୁସଲ୍‌ମାନଙ୍କର ମଧ୍ୟ ବିରୋଧୀ ବୋଲି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ପ୍ରକାଶ କରିଛନ୍ତି। ଇସ୍‌ଲାମାବାଦଠାରେ ଅନୁଷ୍ଠିତ ଦୁଇ ଦିବସୀୟ ପାକ୍‌- ଆଫ୍‌ଗାନ ବାଣିଜ୍ୟ ଓ ପୁଞ୍ଜିନିବେଶ ସମ୍ମିଳନୀରେ ଯୋଗଦେଇ ଇମ୍ରାନ୍‌ କହିଛନ୍ତି, ଭାରତରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଲୋକେ ଭୟଭୀତ ଅବସ୍ଥାରେ ଅଛନ୍ତି। କଶ୍ମୀରବାସୀଙ୍କୁ ଏବେ ନାନାଦି ଅତ୍ୟାଚାରର ସମ୍ମୁଖୀନ ହେବାକୁ ପଡ଼ୁଛି। ଅନ୍ତର୍ଜାତୀୟ ସ୍ତରରେ କଶ୍ମୀର ପ୍ରସଙ୍ଗ ଉଠାଇଥିଲେ ବି ବହୁ ଚାପ ସହିବାକୁ ପଡ଼ୁଛି। ଆଫଗାନିସ୍ତାନରେ ଭାରତର ବୃହତ୍‌ ଭୂମିକା ରହିବ ବୋଲି ଆମେରିକା କହିବା ପରେ ସୀମାରେ ଏହାର କୁପ୍ରଭାବ ପଡ଼ିବ ବୋଲି ଇମ୍ରାନ୍‌ ମତ ଦେଇଛନ୍ତି। ଆଫଗାନିସ୍ତାନରେ ଆତଙ୍କବାଦୀଙ୍କୁ ସମର୍ଥନ କରି ପାକିସ୍ତାନ ବିରୋଧରେ ଲଢ଼େଇ ଲାଗି ଭାରତ ପ୍ରସ୍ତୁତି ଚଳାଇଥିବା ସେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା, ଆଇଏଚ୍‌ସି, ଆଦାନୀ ମଧ୍ୟରେ ୧୪ ନୂଆ ପ୍ରକଳ୍ପ ପାଇଁ ଏମ୍‌ଓୟୁ

ଭୁବନେଶ୍ୱର, ୧୦।୯(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ଦ୍ୱିତୀୟ ଦିନରେ ଓଡ଼ିଶା ବୈଦେଶିକ ନିବେଶ କ୍ଷେତ୍ରରେ ଏକ ବିରାଟ ସଫଳତା ହାସଲ କରିଛି।…

ଦୁର୍ଲଭ ସଂଯୋଗର ଚମକିବ ୪ ରାଶିର ମହିଳାଙ୍କ ଭାଗ୍ୟ! ଧନବର୍ଷା ସହ ଖୋଲିବ ସୌଭାଗ୍ୟର ଦ୍ୱାର, ଜାଣନ୍ତୁ ସେହି ରାଶି କିଏ…

ଏଥର ହରତାଳିକା ତୀଜ ଓ ଗଣେଶ ଚତୁର୍ଥୀର ସଂଯୋଗକୁ ଧାର୍ମିକ ଦୃଷ୍ଟିରୁ ବେଶ ବିଶେଷ ମନେ କରାଯାଉଛି। ହିନ୍ଦୁ ଧର୍ମରେ ଉଭୟ ପର୍ବର ରହିଛି ବିଶେଷ ମହତ୍ତ୍ୱ।…

ତ୍ରୁଟିପୂର୍ଣ୍ଣ ଭୋଟର ତାଲିକା ପ୍ରସ୍ତୁତି ଉପରେ ଗୁରୁତ୍ୱ

ଖୋର୍ଦ୍ଧା,୧୦ା୯(ପ୍ରଭାତ ପାଣିଗ୍ରାହୀ): ଏମ୍‌ଏସ୍‌ଏମ୍‌ଇ ବିଭାଗର କମିଶନର-କମ୍‌-ସଚିବ ତଥା ଇଲେକ୍ଟୋରାଲ ରୋଲ ପର୍ଯ୍ୟବେକ୍ଷକ ରଶ୍ମିତା ପଣ୍ଡା, ଖୋର୍ଦ୍ଧା ଜିଲାକୁ ଦ୍ୱିତୀୟ ଥର ଗସ୍ତରେ ଆସି ଏସ୍‌ଆଇଆର ସମ୍ପର୍କିତ କାର୍ଯ୍ୟର…

ସରକାରଙ୍କ ବଡ ଘୋଷଣା: ପ୍ରତ୍ୟେକ ମହିଳାଙ୍କୁ ମିଳିବ ୧ ଲକ୍ଷ ଟଙ୍କା

ଲକ୍ଷ୍ନୌ,୧୦।୯: ଉତ୍ତର ପ୍ରଦେଶରେ ଆଗାମୀ ବିଧାନସଭା ନିର୍ବାଚନ ପାଇଁ ବହୁତ କମ ସମୟ ବାକି ଅଛି। ଫଳସ୍ବରୂପ ଭାଜପା ସମେତ ବିଭିନ୍ନ ରାଜନୈତିକ ଦଳ ନିଜର ପ୍ରସ୍ତୁତିକୁ…

ବାଇକ୍‌ରେ ମଦ ଲଦି ଏ ଦୋକାନରୁ ସେ ଦୋକାନକୁ ଚାଲାଣ

ମହାକାଳପଡ଼ା,୧୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଛି । ଯୁବକମାନେ ବାଇକ୍‌ରେ ଲଦି ମଦକୁ…

୪୭ ବର୍ଷରେ କମାଲ କଲେ ଏହି ବୋଲର: କ୍ରିକେଟ ଜଗତ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୯: ମାତ୍ର ୮ ବର୍ଷର କ୍ୟାରିୟର ପରେ ଇମ୍ରାନ ତାହିର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିଲେ। ଏହାର କିଛି ବର୍ଷ ପରେ ମଧ୍ୟ ତାଙ୍କ ସ୍ପିନ ବୋଲିଂର…

ଚାଇନା ପରେ ଭାରତ ତିଆରି କରୁଛି ସୂର୍ଯ୍ୟ, ୨୦କୋଟି ଡିଗ୍ରୀର ମହାପ୍ରୟୋଗ, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୧୦।୯: ପ୍ରଜ୍ଞା (PRAGYA)ର କାର୍ଯ୍ୟ ଏବେ ବିଦ୍ୟୁତ ଉତ୍ପାଦନ କରିବା ନୁହେଁ। ଏହା ଏକ ପ୍ରକାରର ପରୀକ୍ଷଣ ଯନ୍ତ୍ର (ଟେଷ୍ଟ ମେସିନ), ଯାହା ଉପରେ କମ୍ପାନୀ କ୍ରମାଗତ…

ଗୋଚର ଜମି ଜବରଦଖଲ ମାମଲା: ଅଭିଯୋଗକାରୀଙ୍କୁ ମିଳୁଛି ଧମକ, ପୀଡ଼ିତ ମାନବାଧିକାର କମିଶନଙ୍କ ଦ୍ୱାରସ୍ଥ ହୋଇ…

କର୍ଲାମୁଣ୍ଡା,୧୦ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରେଗଡ଼ା ଗ୍ରାମରେ ସରକାରୀ ଗୋଚର ଜମି ଜବରଦଖଲ କରି କିଛି ବ୍ୟକ୍ତି ଧାନଚାଷ କରୁଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri