ପୁଣି ଭାରତକୁ ପ୍ରଶଂସା କଲେ ଇମ୍ରାନ

ଇସଲାମାବାଦ,୨୨ା୪: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ପୁଣିଥରେ ଭାରତକୁ ପ୍ରଶଂସା କରିଛନ୍ତି। ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ହେତୁ ପାଶ୍ଚାତ୍ୟ ଦେଶଗୁଡିକ ରୁଷିଆ ଉପରେ ଅନେକ କଟକଣା ଲଗାଇଛନ୍ତି। କିନ୍ତୁ ଭାରତ ରୁଷିଆରୁ ତେଲ ଆମଦାନୀ ଜାରି ରଖିଛି। ଇମ୍ରାନ କହିଛନ୍ତି, ଦେଶର ଲୋକଙ୍କ ଉନ୍ନତି ପାଇଁ ଭାରତ ଏପରି ନିଷ୍ପତ୍ତି ନେଇଛି।

ଲାହୋରରେ ଏକ ସାଧାରଣ ସଭାରେ ଯୋଗ ଦେଇ ଇମ୍ରାନ କହିଛନ୍ତି, ଭାରତ ଆମେରିକାର ରଣନୀତିକ ଭାଗିଦାରୀ, କିନ୍ତୁ ଏହା ରୁଷିଆରୁ ତୈଳ ଆମଦାନୀ କରୁଛି। ଭାରତ ସ୍ପଷ୍ଟ ଭାବରେ କହିଛି, ଏହାର ନିଷ୍ପତ୍ତି ଲୋକଙ୍କ ଉନ୍ନତି ଉପରେ ଆଧାରିତ। କିନ୍ତୁ ଆମର ବୈଦେଶିକ ନୀତି ପାଇଁ ଅନ୍ୟ ଲୋକଙ୍କ ଆଗ୍ରହ ଗୁରୁତ୍ୱପୂର୍ଣ୍ଣ ଅଟେ। ଏହାପୂର୍ବରୁ ମାର୍ଚ୍ଚରେ ମଧ୍ୟ ଇମ୍ରାନ ସ୍ବୀକାର କରିଥିଲେ ଯେ, ଭାରତର ବୈଦେଶିକ ନୀତି ସମସ୍ତଙ୍କ ପାଇଁ ମଙ୍ଗଳକର।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଆରେଷ୍ଟ, ସାଇବର କ୍ରାଇମ୍‌ ନେଇ ସଚେତନ

ପୁରୁଷୋତ୍ତମପୁର,୨୯ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ସବ୍‌ଡିଭିଜିନ ପକ୍ଷରୁ ବରିଷ୍ଠ ନାଗରିକଙ୍କୁ ଡିଜିଟାଲ ଆରେଷ୍ଟ ଓ ସାଇବର ଅପରାଧ ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ ଏସ୍‌ଡିପିଓ ସୁଜିତ…

ମାର୍ଶାଘାଇରେ ଚାଞ୍ଚଲ୍ୟ: ଘର ଆଗରେ ହାତଗୋଡ଼ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ, ପୋଲିସ ଜବତ କରି…

ମାର୍ଶାଘାଇ,୨୯ା୮(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ବେରୁହାଁ ପଞ୍ଚାୟତର ହଳଦିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ଥାନୀୟ ଅଶୋକ ଦାସଙ୍କ ପୁଅ…

କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି

ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍‌ ଟର୍ମିନାଲ୍‌ସ ନିକଟରେ ଥିବା ଏକ କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍‌ ଭିତରେ…

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ବନ୍ୟା ପରେ ନେପାଳକୁ ମାଡିଆସୁଛି ଆଉ ଏକ ବଡ଼ ବିପଦ! ଚାଇନା ଦେଲା ଭୟଙ୍କର ଚେତାବନୀ, ଯେକୌଣସି ସମୟରେ…

କାଠମାଣ୍ଡୁ, ୨୯।୮: ନେପାଳରେ ଭୟଙ୍କର ବନ୍ୟା ଏବଂ ଫ୍ଲାସ ଫ୍ଲଡ ଯୋଗୁ ବିପୁଳ କ୍ଷୟକ୍ଷତି ମଧ୍ୟରେ ଏବେ ଆଉ ଏକ ବଡ଼ ବିପଦର ଆଶଙ୍କା ଦେଖାଦେଇଛି। ଚାଇନା…

ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ବଡ଼ ନିଷ୍ପତ୍ତି : ଏଣିକି ହେବ…

ଭୁବନେଶ୍ୱର,୨୯।୮: ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ ପରୀକ୍ଷା। ଥରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri