ଯାଞ୍ଚ ଟିମ୍‌ ସାମ୍ନାରେ ହାଜର ହେଲେ ଇମ୍ରାନ

ଇସଲାମବାଦ,୧୧।୭: ପାକିସ୍ତାନର ପୂର୍ବତନ ମୁଖ୍ୟମନ୍ତ୍ରୀ ଇମ୍ରାନ ଖାନଙ୍କ ବିବାଦ ଥମିବାର ନାଁ ନେଉନାହିଁ। ୧୨ଟି ଅପରାଧିକ ମାମଲାରେ ତାଙ୍କ ବୟାନି ରେକର୍ଡ କରିବାକୁ ଇମ୍ରାନ ଖାନ ଦୁଇଟି ଯାଞ୍ଚ ଟିମ୍‌ ନିକଟରେ ହାଜର ହୋଇଛନ୍ତି। ଇମ୍ରାନଙ୍କ ବିରୋଧରେ ପାକିସ୍ତାନ ପେନାଲ କୋଡ ଏବଂ ଆତଙ୍କବାଦ ବିରୋଧୀ ସହ ଅନ୍ୟ ମାମଲା ରୁଜୁ ହୋଇଛି। ସୂଚନା ଅନୁଯାୟୀ, ଇମ୍ରାନ ଖାନ ବରିଷ୍ଠ ପୋଲିସ ଅଧୀକ୍ଷକ ୟାସିର ଆଫ୍ରିଦି ଏବଂ ପୋଲିସ ଅଧୀକ୍ଷକ ରୁଖସର ମେହେଡିଙ୍କ ନେତୃତ୍ୱରେ ଦୁଇଟି ଯାଞ୍ଚ ଟମ୍‌ ତାଙ୍କ ବୟାନ ରେକର୍ଡ କରିଛନ୍ତି। ବୟାନ ରେକର୍ଡବେଳେ ତାଙ୍କୁ ୨୫ଟି ପ୍ରଶ୍ନ ପଚରାଯାଇଥିଲା। ତେବେ ଖାନ କହିଛନ୍ତି ଯେ ପାକିସ୍ତାନ ଏବଂ ଜାତୀୟ ଅନୁଷ୍ଠାନ ପ୍ରତି ମୋର ଘୃଣା ନାହିଁ। ମୁଁ ପାକିସ୍ତାନୀ ଲୋକ, ପାକିସ୍ତାନୀ ସେନା, ପାକିସ୍ତାନୀ ସହିଦ, ଗାଜିଆ ଏବଂ ସହିଦମାନଙ୍କ ସ୍ମାରକକୁ ହୃଦୟରୁ ସମ୍ମାନ କରୁଛି। ମେ ୯ ଘଟଣାକୁ ନିନ୍ଦା କରି ଇମ୍ରାନ କହିଛନ୍ତି ଯେ, ଘଟଣାରେ ମୋର କିମ୍ବା ମୋର ଦଳର କର୍ମୀଙ୍କର କିଛି ସମ୍ପର୍କ ନାହିଁ। ତାଙ୍କ ବିରୋଧରେ ଏକ ଷଡଯନ୍ତ୍ର ରଚାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

T20 World Cup: ଆରମ୍ଭରୁ ଆଣ୍ଠେଇଲାଣି ଟିମ୍‌ ଇଣ୍ଡିଆ, ବଡ଼ ସ୍କୋର କରିବା ମୁସ୍କିଲ; ବାଜି ମାରି ନେଇପାରେ USA 

ମୁମ୍ବାଇ,୭।୨ଁ: ଆରମ୍ଭ ହୋଇଛି ୨୦୨୬ ଟି୨୦ ବିଶ୍ୱକପ । ଟିମ ଇଣ୍ଡିଆ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଖେଳୁଛି। ଏଥିରେ ଆମେରିକା…

ଚାଲିଥିଲା ବାର୍ଷିକୋତ୍ସବ: ଅଣଛାତ୍ର ପଶି କଲେଜ ଛାତ୍ରଙ୍କୁ କଲେ ଲହୁଲୁହାଣ

ବଲାଙ୍ଗୀର,୭ା୨(ସୁନିଲ କୁମାର ମହାନ୍ତି): ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ପ୍ରକାଶ ପାଇଛି। ଅଣଛାତ୍ରଙ୍କ ମାଡ଼ରେ ଦୁଇ କଲେଜ ଛାତ୍ର ଗୁରୁତର ହୋଇପଡ଼ିଛନ୍ତି। ବଲାଙ୍ଗୀର ସହର ଉପକଣ୍ଠରେ ଥିବା…

Post Office FD vs RD: କେଉଁ ସ୍କିମ୍‌ ଦେଉଛି ସବୁଠାରୁ ଅଧିକ ରିଟର୍ନ? ନିବେଶ ପୂର୍ବରୁ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୭।୨:  ଛୋଟ ନିବେଶକଙ୍କ ମଧ୍ୟରେ ପୋଷ୍ଟ ଅଫିସ ଫିକ୍ସଡ୍ ଡିପୋଜିଟ୍ (FD) ଏବଂ ରିକରିଂ ଡିପୋଜିଟ୍ (RD) ବହୁତ ଲୋକପ୍ରିୟ। ଏହି ଦୁଇଟି ସ୍କିମ୍ ଭାରତ ସରକାରଙ୍କ…

ନବୀନଙ୍କ ନାଁରେ ସାଂଘାତିକ ଅଭିଯୋଗ: ନିଦରୁ ଉଠି ପ୍ରଳାପ କରୁଛନ୍ତି…

ଭୁବନେଶ୍ୱର,୭।୨: ବିରୋଧୀଦଳ ନେତା ନବୀନଙ୍କୁ AG ପୀତାମ୍ବର ଆଚାର୍ଯ୍ୟ କଡ଼ା କାଉଣ୍ଟର କରିଛନ୍ତି। ‘ଏକ୍ସ’ରେ ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ନବୀନଙ୍କ ମନ୍ତବ୍ୟକୁ ନେଇ କଡ଼ା ଜବାବ…

ମନର ଭାବନାକୁ ପାର୍ଟନରଙ୍କ ଆଗରେ ଖୋଲାଖୋଲି ପ୍ରକାଶ କରିବାର ଦିନଟିଏ…

ପ୍ରତିବର୍ଷ ଫେବୃଆରୀ ୮ରେ ବିଶେଷକରି ଯୁବପିଢ଼ି ପାଳନ କରିଥାନ୍ତି ପ୍ରପୋଜ ଡେ’। ଭାଲେଣ୍ଟାଇନ୍ସ ଉଇକ୍‌ର ଦ୍ୱିତୀୟ ଦିନ ହେଉଛି ପ୍ରପୋଜ ଡେ’। ଏହି ଦିନଟି ନିଜର ଭାବନାକୁ…

T20 World Cupରେ ସବୁଠାରୁ ଦ୍ରୁତତମ ଅର୍ଦ୍ଧଶତକ କଲେ ଶିମରନ ହେଟମାୟାର, ଭାଙ୍ଗିଲା କ୍ରିସ ଗେଲଙ୍କ ୧୬ ବର୍ଷ ପୁରୁଣା ରେକର୍ଡ

ନୂଆଦିଲ୍ଲୀ,୬।୨: 2026 T20 World Cupର ଦ୍ୱିତୀୟ ମ୍ୟାଚ ୱେଷ୍ଟଇଣ୍ଡିଜ ଏବଂ ସ୍କଟଲାଣ୍ଡ ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚରେ ଶିମରନ ହେଟମାୟାର କ୍ରିସ ଗେଲଙ୍କ ୧୬ ବର୍ଷର…

ମେକ୍ସ ପିକଅପରେ ଚାଲାଣ ବେଳେ ମାଡ଼ିବସିଲା ଅଡବା ପୋଲିସ, ପୁରୀକୁ ଭାଙ୍ଗ…

ମୋହନା,୭।୨( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ବେବେରୀ ଛକରୁ ୧୧ କ୍ବିଣ୍ଟାଲରୁ ଉର୍ଦ୍ଧ୍ ଭାଙ୍ଗ ଜବତ କଲା ଅଡବା ପୋଲିସ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri