୧୪୪ ଧାରା ଜାରି, ଇଣ୍ଟରନେଟ୍‌ ସେବା ବନ୍ଦ

ଇସଲାମାବାଦ,୧୦।୫: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ) ଅଧ୍ୟକ୍ଷ ଇମ୍ରାନ ଖାନଙ୍କୁ ଗିରଫ କରାଯିବା ପରେ ଦେଶରେ ଉତ୍ତେଜନା ସୃଷ୍ଟି ହୋଇଛି। ଏପରିକି ତାଙ୍କ ସମର୍ଥକମାନେ ବିଭିନ୍ନ ସହରରେ ବିକ୍ଷେପ ପ୍ରଦର୍ଶନ କରିଛନ୍ତି। ଇମ୍ରାନଙ୍କୁ ଗିରଫ କରାଯିବା ପରେ ରାଜଧାନୀ ଇସଲାମାବାଦରେ ୧୪୪ ଧାରା ଜାରି କରାଯାଇଛି। ଟୁଇଟର ସମେତ ସମସ୍ତ ସୋସିଆଲ ମିଡିଆ ଉପରେ ପ୍ରତିବନ୍ଧକ ଲଗାଯାଇଛି। ଏହା ସହିତ ଇଣ୍ଟରନେଟ ସେବା ମଧ୍ୟ ବନ୍ଦ ହୋଇଯାଇଛି । ଏହା ବ୍ୟତୀତ ବୁଧବାର ସ୍କୁଲଗୁଡିକ ମଧ୍ୟ ବନ୍ଦ ରହିଛି। ତେବେ, ଇସଲାମାବାଦରେ ଏ ପର୍ଯ୍ୟନ୍ତ କୌଣସି ହିଂସା ଘଟି ନ ଥିବା ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦ ଜଳଭଣ୍ଡାର ପୁଣି ପୂର୍ଣ୍ଣଗର୍ଭା: ଦ୍ବିତୀୟ ଥର ୬୩୦ ଫୁଟ ଛୁଇଁଲା ଜଳସ୍ତର

​ସମ୍ବଲପୁର,୨।୧୦(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ବର୍ତ୍ତମାନ ମାତ୍ର ଗୋଟିଏ ସ୍ଲୁଇସ ଗେଟ୍ ଖୋଲା ରହିଛି । ଫଳରେ ଶୁକ୍ରବାର ସକାଳେ ହୀରାକୁଦ ଜଳଭଣ୍ଡାରର ପୁଣିଥରେ ପୂର୍ଣ୍ଣଗର୍ଭା ହୋଇଛି…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ପୁଟିନ୍, ନିରପେକ୍ଷ ରହିବା….

ମସ୍କୋ,୨।୧୦: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି । ମୋଦିଙ୍କୁ ବିଶ୍ୱର ସେହି ନେତାମାନଙ୍କ ମଧ୍ୟରେ ପୁଟିନ୍‌ ସାମିଲ କରିଛନ୍ତି,…

ବିନା ଛାତ୍ରରେ ଚାଲିଛି ବିଦ୍ୟାଳୟ: ସ୍କୁଲ ଜଗି ରହିଛନ୍ତି ଭାରପ୍ରାପ୍ତ ହେଡ୍‌ ପଣ୍ଡିତ

ବଲାଙ୍ଗୀର,୨ା୧୦(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ସହର ମୁଖ୍ୟରାସ୍ତା ପାର୍ଶ୍ୱରେ ଥିବା ବିଦ୍ୟାଭୂଷଣ ସଂସ୍କୃତ ପ୍ରଥମା-ମଧ୍ୟମା ବିଦ୍ୟାଳୟରେ ୬ଷ୍ଠରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ରହିଛି। ଏକଦା ଏହି ବିଦ୍ୟାଳୟରେ ୧୦୦ରୁ…

ଆଜି ଇଣ୍ଡିଆ ମେଣ୍ଟର ‘ଗଣତନ୍ତ୍ର ବଞ୍ଚାଓ’ ପଦଯାତ୍ରା, ଫର୍ମ-୬ ପରିବର୍ତ୍ତନକୁ ନେଇ ରାହୁଲ କହିଲେ…

ନୂଆଦିଲ୍ଲୀ,୨।୧୦(ପି.ଟି.): ନୂତନ ଭୋଟର ପଞ୍ଜୀକରଣ ପାଇଁ ଭାରତର ନିର୍ବାଚନ ଆୟୋଗ (ଇସିଆଇ) ଦ୍ୱାରା ବ୍ୟବହୃତ ଅନ୍‌ଲାଇନ୍‌ ‘ଫର୍ମ-୬’ରେ ବେଆଇନ ଭାବେ ପରିବର୍ତ୍ତନ ପାଇଁ ଟାଟା କନ୍ସଲଟାନ୍ସି ସର୍ଭିସେସ୍‌…

ଗିଲ୍‌ଙ୍କ ଅଧିନାୟକତ୍ୱକୁ ନେଇ ଗମ୍ଭୀରଙ୍କ ବଡ଼ ବୟାନ, ବୋଲରଙ୍କ…

ନୂଆଦିଲ୍ଲୀ,୨।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦ୍ୱିତୀୟ ଦିନିକିଆରେ ୪୦୬ ରନ୍‌ର ବଡ଼ ଲକ୍ଷ୍ୟକୁ ହାସଲ କରି ଭାରତ ଚମତ୍କାର ବିଜୟ ହାସଲ କରିଛି। ଏହି ମ୍ୟାଚ୍‌ରେ ଶୁବମନ ଗିଲ୍‌ଙ୍କ…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?