ଆରଏସ୍‌ଏସ୍‌କୁ ନାଜିବାଦୀ ବୋଲି କହିଲେ ଇମ୍ରାନ

ଇସଲାମାବାଦ,୧୫ ।୨: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ପୁଣିଥରେ କଶ୍ମୀର ପ୍ରସଙ୍ଗକୁ ଟାର୍ଗେଟ କରିଛନ୍ତି । ସେ ଏଥର କହିଛନ୍ତି ଭାରତ-ପାକିସ୍ତାନ ସମ୍ପର୍କରେ ବାଧା ସଷ୍ଟି ପାଇଁ ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ(ଆରଏସଏସ) ଦାୟୀ । ସେ ଆରଏସଏସକୁ ନାଜିବାଦୀ ବୋଲି କହିଛନ୍ତି । ସୂଚନାଯୋଗ୍ୟ, ଚଳିତ ମାସରେ ଆତଙ୍କବାଦ ଆର୍ଥିକ ସହାୟତା ଉପରେ ପାକିସ୍ତାନ ନେଇଥିବା ପଦକ୍ଷେପ ଗୁଡିକର ଆର୍ଥିକ ଆକ୍ସନ ଟାକ୍ସ ଫୋର୍ସ(ଏଟିଏଫ୍‌) ସମୀକ୍ଷା କରିବା ପୂର୍ବରୁ ଇମ୍ରାନ ଆମେରିକାକୁ ଆତଙ୍କବାଦ ପାଇଁ ଦାୟୀ କରିଥିଲେ । ଇମ୍ରାନ ଦେଇଥିବା ଏକ ସ୍ୱତନ୍ତ୍ର ସାକ୍ଷାତକାରରେ କହିଛନ୍ତି, ଭାରତରେ ଏକ ଆକ୍ରମଣ ହୋଇଥିଲା । ଜଣେ କଶ୍ମୀର ଯୁବକ ଭାରତୀୟ ସେନା ଉପରେ ଆକ୍ରମଣ କରିବାକୁ ଯାଇ ନିଜକୁ ବୋମାରେ ଉଡାଇ ଦେଇଥିଲେ । ହେଲେ ଏହି ଘଟଣା(ପୁଲୱାମା)କୁ ନେଇ ପାକିସ୍ତାନକୁ ଦୋଷ ଦିଆଗଲା । ହେଲେ ମୁଁ କହିଥଲି ଯଦି ଏହାର କିଛି ପ୍ରମାଣ ଅଛି ତେବେ ମୋତେ ଦିଅ ମୁଁ ଏହା ବିରୋଧରେ କାର୍ଯ୍ୟାନୁଷଠାନ ଗ୍ରହଣ କରିବି । କିନ୍ତୁ ଭାରତ ଏହା ନ କରି ପାକିସ୍ତାନ ଉପରେ ଆକ୍ରମଣ କରିଦେଲା । ମୁଁ ସବୁବେଳେ କହିଛି ତୁମେ ଗୋଟିଏ ପାଦ ବଢାଅ ମୁଁ ଦୁଇପାଦ ବଢାଇବି । ତାହେଲେ କଶ୍ମୀର ପସ୍ରଙ୍ଗ ରହିବ ନାହିଁ । ଆଉ ଆମେ ଭଲ ପଡୋଶୀ ହୋଇ ପାରିବା । ହେଲେ ଏହା ସମ୍ଭବ ହେଉନି । ଏଥିପାଇଁ ସେ ଆରଏସଏସକୁ ଦାୟୀ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଏହିମାନେ ପାଇବେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ପ୍ରକାଶ ପାଇଲା ତାଲିକା, ଲିଷ୍ଟରେ ଅଛନ୍ତି…

କେସିଙ୍ଗା,୨୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଯୋଗ୍ୟ ହିତାଧିକାରୀଙ୍କୁ ବାଦ୍‌ ଦିଆଯାଇଥିବାକୁ ନେଇ ଜିଲାପାଳଙ୍କ ନିକଟରେ ଇତିମଧ୍ୟରେ ଅଭିଯୋଗ ହୋଇଛି। ପ୍ରଧାନମନ୍ତ୍ରୀ…

ରାଜନୀତିରେ ହଲଚଲ: ଓଡ଼ିଶାର ସାଂସଦଙ୍କ ସହ ଧର୍ମେନ୍ଦ୍ର ପ୍ରଧାନଙ୍କ ବଡ଼ ବୈଠକ, ସାମିଲ ହେଲେ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

ଆନ୍ଦୋଳନର ୩୪ ଦିନ: ଆଗକୁ କ’ଣ ହେବ? ସରକାରଙ୍କ ଚିନ୍ତା ବଢାଇଲା CJPର ଯୋଜନା

ନୂଆଦିଲ୍ଲୀ,୨୩।୭: ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନର ୩୪ ଦିନ ପୂରଣ ହେବା ପରେ ମଧ୍ୟ ପ୍ରଦର୍ଶନକାରୀଙ୍କ ଉତ୍ସାହ କମିନାହିଁ। କକ୍ରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜୀତ୍‌…

ସିଜେପି ବିକ୍ଷୋଭ ସ୍ଥଳ ନିକଟରେ ହିଂସା: ଟେକାମାଡ଼ରେ ୫ ପୋଲିସ ଆହତ

ନୂଆଦିଲ୍ଲୀ,୨୩ା୭: ନୂଆଦିଲ୍ଲୀର ଯନ୍ତରମନ୍ତରସ୍ଥିତ ବିକ୍ଷୋଭ ସ୍ଥଳ ନିକଟରେ ବୁଧବାର ସନ୍ଧ୍ୟାରେ ହିଂସାକାଣ୍ଡ ଘଟିଛି। ବିକ୍ଷୋଭକାରୀଙ୍କ ଟେକାମାଡ଼ରେ ୨ ଜଣ ଏସିପିଙ୍କ ସମେତ ୫ ପୋଲିସ ଆହତ ହୋଇଛନ୍ତି।…

କିଡ୍‌ନୀ ରୋଗରେ ପୁଣି ଜଣେ ଚାଷୀଙ୍କ ମୃତ୍ୟୁ: ଚିକିତ୍ସା ଅଭାବକୁ ନେଇ ପୁଣି ଉଠିଲା ପ୍ରଶ୍ନ

ସୋନପୁର,୨୩।୭(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାର ୧୦ ଜିପିଏଲ୍‌ଏଫ୍‌ (ଗ୍ରାମ ପଞ୍ଚାୟତସ୍ତରୀୟ ସଂଘ) ପ୍ରୋସେସିଂ ମେଶିନ କିଣିବା ନାମରେ ଠକାମିର ଶିକାର ହୋଇଛନ୍ତି। ଏଜେନ୍ସି କୋଟିଏ ଟଙ୍କା ବର୍ଷେ…

ଯେବେ ପେପର୍‌ ଲିକ୍‌କୁ ନେଇ ଧର୍ମେନ୍ଦ୍ର ନିଜେ ଖାଇଥିଲେ ମାଡ଼; ୨୯ ବର୍ଷ ପରେ ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୩।୭: NEET-UG ପ୍ରଶ୍ନପତ୍ର ଲିକ୍ ମାମଲାକୁ ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜିକାଲି ବିରୋଧୀ ଦଳ ଏବଂ ଆନ୍ଦୋଳନରତ ଛାତ୍ରମାନଙ୍କ ନିଶାଣରେ ଅଛନ୍ତି। ଜନ୍ତର-ମନ୍ତରରେ…

ଆଦିମାନବରୁ ଆଧୁନିକ ଭାରତୀୟ

ଲୋକଙ୍କୁ ଠିକ୍‌ ଭାବେ ବୁଝିଲେ ଆମେ ସେମାନଙ୍କ ସଂସ୍କୃତିକୁ ଜାଣିିପାରିବା। ଭାରତ ସମ୍ପର୍କରେ ସବିଶେଷ ଜାଣିବାକୁ ହେଲେ ଆମକୁ ଭାରତୀୟଙ୍କ ଜୀବନ ଧାରା, ଭାଷା ତଥା ସଂସ୍କୃତିକୁ…

କିଏ ସେହି ସୋନିଆ ସେହରାୱତ, ଯାହାଙ୍କ ଏକ ଇନଷ୍ଟାଗ୍ରାମ ଷ୍ଟୋରୀ ଉପରେ ହେଲା ହଙ୍ଗାମା, CJPକୁ କହିଲେ…

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀରେ ଚାଲିଥିବା କକ୍ରୋଚ ଜନତା ପାର୍ଟି (CJP) ର ବିରୋଧ-ପ୍ରଦର୍ଶନ ମଧ୍ୟରେ ରାପିଡ ଆକ୍ସନ ଫୋର୍ସ (RAF)ର ଜଣେ ଅଧିକାରୀ ସୋନିଆ ସେହରାୱତ ଆଲୋଚନାର ବିଷୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri