ଇମ୍ରାନଙ୍କୁ ଆଶ୍ୱସ୍ତି, ଗିରଫ ଉପରେ ଲାଗିଲା ପ୍ରତିବନ୍ଧକ

ଇସଲାମାବାଦ,୧୭ା୫: ତେହେରିକ୍‌-ଇ-ଇନ୍‌ସାଫ୍‌ ପାର୍ଟି ମୁଖ୍ୟ ତଥା ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ଉଚ୍ଚ ନ୍ୟାୟାଳୟରୁ ଆଶ୍ୱସ୍ତି ମିଳିଛି। ଇମ୍ରାନଙ୍କ ବିରୋଧରେ ପଞ୍ଜୀକୃତ ହୋଇଥିବା ମାମଲାରେ ପାକିସ୍ତାନର ଏକ ଅଦାଲତ ତାଙ୍କ ଗିରଫଦାରୀରେ ବୁଧବାର ପ୍ରତିବନ୍ଧକ ଲଗାଇ ଏହାକୁ ମେ’ ୩୧ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ୭୦ ବର୍ଷୀୟ ଇମ୍ରାନଙ୍କ ବିରୋଧରେ ଦାଖଲ ହୋଇଥିବା ମାମଲା ସମ୍ପର୍କରେ ସୂଚନା ଦେବା ପାଇଁ ସରକାରଙ୍କ ପରାମର୍ଶ ଅଧିକ ସମୟ ମାଗିବା ପରେ ଇସଲାମାବାଦ ହାଇକୋର୍ଟ (ଆଇଏଚ୍‌ସି) ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।

ସାରା ଦେଶରେ ୧୦୦ରୁ ଅଧିକ ମାମଲା ପିଟିଆଇ ମୁଖ୍ୟ ଇମ୍ରାନଙ୍କ ନାମରେ ରୁଜୁ ହୋଇଥିଲା। ଇମ୍ରାନ କୋର୍ଟରେ ଉପସ୍ଥିତ ନ ଥିଲେ ଏବଂ ଏହି ସମୟରେ ତାଙ୍କ ବିରୋଧରେ ଦାଖଲ ହୋଇଥିବା ସମସ୍ତ ମାମଲାର ସବିଶେଷ ତଥ୍ୟ ମାଗି କୋର୍ଟ ପିଟିଆଇର ଆବେଦନ ଶୁଣାଣି କରିଥିଲେ। ଇମ୍ରାନଙ୍କ ଦଳ କହିଛି, ପିଟିଆଇ ମୁଖ୍ୟଙ୍କ ବିରୋଧରେ ସାରା ଦେଶରେ ୧୦୦ରୁ ଅଧିକ ମାମଲା ରୁଜୁ ହୋଇଛି। ତେବେ କୋର୍ଟ ସରକାରୀ ଓକିଲଙ୍କ ଅନୁରୋଧକୁ ଗ୍ରହଣ କରିଛନ୍ତି ଏବଂ ଶୁଣାଣି ମେ’ ୩୧ ପର୍ଯ୍ୟନ୍ତ ସ୍ଥଗିତ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୋ ଭୋ ହୋଇ କାନ୍ଦି ଗଡ଼ିଲେ ମା’, ଭାଇ ଦେଲେ ମୁଖାଗ୍ନି; ପଞ୍ଚଭୂତରେ ବିଲୀନ ହେଲେ ଟ୍ବିଶା…

ଭୋପାଳ,୨୪।୫: ପଞ୍ଚଭୂତର ବିଲୀନ ହେଲେ ମଡେଲ ତଥା ଅଭିନେତ୍ରୀ ଟ୍ବିଶା ଶର୍ମା। ରବିବାର ଭୋପାଳର ଭଦଭଦା ଶ୍ମଶାନ ଘାଟରେ ତାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ଟ୍ବିଶାଙ୍କ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

କ’ଣ ମୋଦିଙ୍କ ଗୋଟିଏ କଥାରେ ବିଦେଶ ଯିବା ବନ୍ଦ କରିଦେଲେ ଭାରତୀୟ? ଚମକାଇ ଦେବ RBIର ସଂଖ୍ୟା

ନୂଆଦିଲ୍ଲୀ,୨୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯାଇଥିବା ଏକ ଅପିଲର ପ୍ରଭାବ ଭାରତୀୟମାନଙ୍କ ବିଦେଶ ଯାତ୍ରା ଧାରାରେ ପ୍ରକାଶ ପାଇବା ଆରମ୍ଭ କରିଛି କି? ଭାରତୀୟ ରିଜର୍ଭ…

‘ଦେଶବାସୀଙ୍କୁ Slow Poison ଦେଉଛନ୍ତି ସରକାର’

ନୂଆଦିଲ୍ଲୀ,୨୪। ୫: ଦେଶରେ କ୍ରମାଗତ ଭାବେ ବଢ଼ୁଥିବା ପେଟ୍ରୋଲ ଏବଂ ଡିଜେଲ ଦରକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି ଆମ ଆଦମୀ ପାର୍ଟି (AAP)ର ଜାତୀୟ…

ମଦ୍ୟପ ପୁଅର ଉନ୍ମକ୍ତ କାଣ୍ଡ, ନିଶାଶକ୍ତ ଅବସ୍ଥାରେ ମା’କୁ ପିଟିପିଟି ମାରିଦେଲେ

ରାଜକନିକା,୨୪।୫(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ଅଞ୍ଚଳ ବଳରାମପୁର ପଞ୍ଚାୟତ ପାତୁଳି ଗାଁରେ ଶନିବାର ବିଳମ୍ଵିତ ରାତ୍ରିରେ ଘଟିଯାଇଛି ଏକ ଦୁଃଖଦ ଘଟଣା ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri