ବଢୁଛି ଇମ୍ରାନ୍‌ଙ୍କ ଲୋକପ୍ରିୟତା, ୨୪ ଘଣ୍ଟାରେ ୧.୨୦ ମିଲିୟନ ଟିକ୍‌ ଟକ୍‌ ଫଲୋର୍ସ

ଇସଲାମାବାଦ,୧୯।୭: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପାକିସ୍ତାନର ମୁଖ୍ୟ ତେହେରିକ-ଇ-ଇନସାଫ (ପିଟିଆଇ) ମୁଖ୍ୟ ଇମ୍ରାନ୍‌ ଖାନ କିଛି ଦିନ ହେବ ସମସ୍ୟା ଘେରରେ ଅଛନ୍ତି। ହେଲେ ତାଙ୍କର ଲୋକପ୍ରିୟତା ଦିନକୁ ଦିନ ବଢିବାରେ ଲାଗିଛି। ସୋମବାର ଅର୍ଥାତ୍‌ ଜୁଲାଇ ୧୮ରେ ସୋସିଆଲ ମିଡିଆ ପ୍ଲାଟଫର୍ମ ଟିକ୍‌ ଟକ୍‌ ଆକାଉଣ୍ଟ ଖୋଲିଥିଲେ। ବର୍ତ୍ତମାନ ୨୪ ଘଣ୍ଟା ମଧ୍ୟରେ ତାଙ୍କର ୧.୨୦ ମିଲିୟନ ଫଲୋର୍ସ ହୋଇସାରିଲେଣି।

ଇମ୍ରାନ୍‌ ଖାନଙ୍କ ଟିକ୍‌ ଟକ୍‌କୁ ଆସିବା ଉପରେ ତାଙ୍କ ଦଳ ମଧ୍ୟ ଏକ ଟୁଇଟ୍‌ କରି କହିଛନ୍ତି ଯେ ଚେୟାରମ୍ୟାନ ଇମ୍ରାନ୍‌ ଖାନଙ୍କ ଟିକ୍‌ ଟକ୍‌ ଆକାଉଣ୍ଟକୁ ପ୍ରଥମ ୩ ଘଣ୍ଟା ମଧ୍ୟରେ ୧,୦୦,୦୦୦ ଫଲୋର୍ସ ଏବଂ ୧୨ ମିଲିୟନ ଭ୍ୟୁ ମିଳିଛି। ଖବର ଲେଖିବା ପର୍ଯ୍ୟନ୍ତ, ଇମ୍ରାନ୍‌ ଖାନଙ୍କ ଫଲୋର୍ସ ୧.୨୦ଫଲୋର୍ସ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁଇଜିଂରେ ପୁରସ୍କାର ଅପେକ୍ଷା ଜ୍ଞାନ ଆହରଣ ସହ ନିଜକୁ ଚିହ୍ନିବା ଅଧିକ ଗୁରୁତ୍ୱପୂର୍ଣ୍ଣ: ତଥାଗତ ଶତପଥୀ

ଭୁବନେଶ୍ୱର, ୮।୮: ‘ମେଟଲ ମିଟ’ର ଦଶମ ସଂସ୍କରଣ ଶନିବାର ଆରମ୍ଭ ହୋଇଯାଇଛି। ଓଡ଼ିଶା ପୋଷ୍ଟ ‘ମେଟଲ ମିଟ’ର ଜୁନିୟର ବର୍ଗ ଏକତ୍ରିତ ହେଉଥିବାବେଳେ ପ୍ରଥମ ଲଢ଼େଇ ନିକଟବର୍ତ୍ତୀ…

ଗାଁରେ ଚାଞ୍ଚଲ୍ୟ: ଶୌଚ ପାଇଁ ଯାଇଥିବା ଯୁବକଙ୍କୁ ଜବରଦସ୍ତି ପିଆଇଲେ ପେଟ୍ରୋଲ, ଦେହରେ ଲଗାଇଦେଲେ ନିଆଁ

ବଣାଇ, ୮।୮(ପ୍ରଦୀପ ତ୍ରିପାଠୀ ): ସୁନ୍ଦରଗଡ ଜିଲା ଲହୁଣୀପଡ଼ା ଥାନାର ଗଣିଘଷା ଗ୍ରାମରେ ଶନିବାର ସକାଳୁ କାହ୍ନୁଚରଣ ମାହାନ୍ତ ଶୌଚ ହେବାକୁ ନିକଟସ୍ଥ ନାଳକୁ ଯାଉଥିବା ବେଳେ…

ଯେକୌଣସି ସମୟରେ ଆସିପାରେ ଖାମେନେଇଙ୍କ ମୃତ୍ୟୁ ଖବର! ଇସ୍ରାଏଲୀ ମିଡିଆର ବଡ଼ ଦାବି

ତେହରାନ,୮।୮: ୨୮ ଫେବୃଆରୀ ୨୦୨୬ରେ ଆରମ୍ଭ ହୋଇଥିବା ଯୁଦ୍ଧର ପ୍ରଥମ ଦିନରେ ହିଁ ଇରାନର ସୁପ୍ରିମ ଲିଡର ଆୟତୋଲ୍ଲା ଅଲି ଖାମେନେଇଙ୍କ ମୃତ୍ୟୁ ହୋଇଥିଲା। ଏହାପରେ ତାଙ୍କ…

‘ଦୟାକରି ମୋତେ ସାହାଯ୍ୟ କରନ୍ତୁ’, ମୁଖ୍ୟମନ୍ତ୍ରୀଙ୍କୁ ଏମିତି ଅନୁରୋଧ କଲେ ରିଷଭ ପନ୍ତ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୮।୮: ଭାରତୀୟ କ୍ରିକେଟର ରିଷଭ ପନ୍ତ ଗତକାଲି ବିଳମ୍ବିତ ରାତିରେ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମୀଙ୍କୁ ଏକ ଅନୁରୋଧ କରିଛନ୍ତି। ସେ ସୋସିଆଲ ମିଡିଆରେ ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀଙ୍କୁ…

ଦୋକାନ ଉପରେ ପଡିଲା ରାସ୍ତାକଡରେ ଥିବା ବିଶାଳକାୟ ଗଛ, ଭାଙ୍ଗିଲା ବିଦ୍ୟୁତ୍‌ ଖୁଣ୍ଟ: ଲୋକଙ୍କ ମଧ୍ୟରେ ଅସନ୍ତୋଷ

ପଟ୍ଟାଙ୍ଗି, ୮।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସ୍ଥିତ ଜାତୀୟ ରାଜପଥ କଡରେ ଥିବା ଏକ ଗଛ ପଡି ଦୋକାନ ଗୃହ…

ଗାଁର ଅଧିଷ୍ଠାତ୍ରୀ ଦେବୀ ଦ୍ୱାରସେନୀ ମନ୍ଦିରରୁ ଚୋରି: ମା’ଙ୍କ ରୂପା ମୁକୁଟ ସହ ନେଇଗଲେ…

ବଲାଙ୍ଗୀର,୮।୮ (ସୁନିଲ କୁମାର ମହାନ୍ତି) : ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ସିନ୍ଧେକେଲା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ଦ୍ୱାରସେନୀ ମନ୍ଦିରରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି…

ବରଗଡ଼ ୯ବୁଣାକାରଙ୍କୁ ରାଜ୍ୟ ପୁରସ୍କାର: ଜାଣନ୍ତୁ କିଏ କିଏ ପାଇଲେ ଏହି ସମ୍ମାନ

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ସ୍ଥିତ ବୟନଶିଳ୍ପ ଉପ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଜିଲାସ୍ତରୀୟ ଜାତୀୟ ହସ୍ତତନ୍ତ ଦିବସ ପାଳିତ ହୋଇଛି। କାର୍ଯ୍ୟକ୍ରମରେ ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ…

ମୋଦିଙ୍କୁ ଫୋନ କରି ଏମିତି କହିଦେଲେ ନେତାନ୍ୟାହୁ, ଚାରିଆଡେ ପଡିଗଲା ଚହଳ

ନୂଆଦିଲ୍ଲୀ,୮।୮: ଆମେରିକା-ଇରାନ ଯୁଦ୍ଧକୁ ନେଇ ପଶ୍ଚିମ ଏସିଆରେ ଉତ୍ତେଜନା ଜାରି ରହିଛି। ମିଡିଲ ଇଷ୍ଟର ପରିସ୍ଥିତିକୁ ନେଇ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଇସ୍ରାଏଲର ପ୍ରଧାନମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri