‘ଶେଷ ବଲ ପର୍ଯ୍ୟନ୍ତ ଖେଳିବେ ଇମ୍ରାନ’

କରାଚୀ,୩୦।୩: ‘ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଜଣେ ଖେଳାଳି, ଯିଏ କି ଶେଷ ବଲ ପର୍ଯ୍ୟନ୍ତ ଖେଳେ। ସେ ଇସ୍ତଫା ଦେବେ ନାହିଁ। ଉଭୟ ବନ୍ଧୁ ଏବଂ ଶତ୍ରୁଗଣ ମଧ୍ୟରେ ମ୍ୟାଚ୍‌ ହେବ’। ପାକିସ୍ତାନ ମନ୍ତ୍ରୀ ଫଓ୍ବାଦ ଚୌଧୁରୀ ଏଭଳି ଟୁଇଟ୍‌ କରି ପ୍ରଧାନମନ୍ତ୍ରୀ ପଦରୁ ଇମ୍ରାନ ଇସ୍ତଫା ଦେବେ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି।

ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ୨୦୧୮ରେ ନିର୍ବାଚିତ ହେବା ପରେ ସବୁଠୁ ବଡ଼ ରାଜନୈତିକ ସଙ୍କଟର ସମ୍ମୁଖୀନ ହେଉଛନ୍ତି। ସରକାରରେ ଥିବା ତେହରିକ-ଇ-ଇନସାଫ (ପିଟିଆଇ)ର ସହଯୋଗୀ ଦଳ ସଂସଦରେ ଅନାସ୍ଥା ପ୍ରସ୍ତାବ ଉପରେ ଭୋଟ ହେବା ପୂର୍ବରୁ ବିରୋଧୀଙ୍କ ସହ ମେଣ୍ଟ କରିଛନ୍ତି। ଅନ୍ୟପକ୍ଷରେ ସରକାରକୁ ବଞ୍ଚାଇବା ପାଇଁ ଇମ୍ରାନ ପୂର୍ବତନ ପାକିସ୍ତାନ ଅଧିନାୟକ ପାକିସ୍ତାନ ସେନା ମୁଖ୍ୟ ଏବଂ ଆଇଏସ୍‌ଆଇ ମୁଖ୍ୟଙ୍କ ସହ ବୈଠକ କରୁଛନ୍ତି। ଉଲ୍ଲେଖଯୋଗ୍ୟ, ପାକିସ୍ତାନ ଇତିହାସରେ କୌଣସି ପ୍ରଧାନମନ୍ତ୍ରୀ ତାଙ୍କ କାର୍ଯ୍ୟକାଳ ପୂରଣ କରିପାରି ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷା ବୋଝ ନୁହେଁ, ଆବିଷ୍କାର ଭଳି ଅନୁଭବ ହେବା ଉଚିତ

ପ୍ର- ଶିକ୍ଷା ଶିଳ୍ପର ଜଣେ ପ୍ରମୁଖ ବ୍ୟକ୍ତିତ୍ୱ ଭାବେ ଦେଶରେ ଶିକ୍ଷା କ୍ଷେତ୍ର କେଉଁ ସବୁ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଛି ବୋଲି ଆପଣ ଭାବନ୍ତି? ଉ- ଛାତ୍ରୀଛାତ୍ର…

ପକ୍ଷପାତିତା ଭାର

ଏକ ପରିକଳ୍ପିତ ସ୍ଥିତିର ପରିଣାମ ସମ୍ପର୍କରେ ବିଚାର କରାଯାଉ। କଳ୍ପନା କରନ୍ତୁ ଯେ ଦୁଇଟି ବଡ଼ କ୍ଷେପଣାସ୍ତ୍ର ହ୍ୱାଇଟ୍‌ ହାଉସ ଉପରେ ମାଡ଼ କଲା। ପ୍ରଥମଟି ଏପରି…

ଯୁଦ୍ଧ ଭିତରେ ପାକିସ୍ତାନର ବଡ଼ ଗେମ୍‌! ୩ଦେଶକୁ ଏକାଠି କରି…

ଇସଲାମାବାଦ,୨୯।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ଏହି ସପ୍ତାହାନ୍ତରେ ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ଆୟୋଜନ କରିବାକୁ ଯାଉଛି। ଏହି…

ଗ୍ରାଉଣ୍ଡକୁ ସେନା ପଠାଇଲା ଆମେରିକା, ଏବେ ଜୋରଦାର ହେବ ବିଶ୍ୱଯୁଦ୍ଧ! ବିଶ୍ୱରେ ଚହଳ

ଓ଼୍ବାଶିଂଟନ,୨୯।୩: ଇରାନ ସହିତ ଚାଲିଥିବା ସଂଘର୍ଷର ଏକ ମାସ ପୂରଣ ହେଉଥିବାରୁ, ଆମେରିକା ମଧ୍ୟପ୍ରାଚ୍ୟରେ ଏହାର ସାମରିକ ଉପସ୍ଥିତିକୁ ଆହୁରି ମଜବୁତ କରିଛି। ଆମେରିକାର କେନ୍ଦ୍ରୀୟ କମାଣ୍ଡ…

ଏପ୍ରିଲ ୩ ଯାଏ ଝଡ଼ବର୍ଷା: ୧୬ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୨୯ା୩(ବନ୍ଦନା ସେଠୀ): ଏବେ ରାଜ୍ୟରେ ଦିନବେଳା ପ୍ରଚଣ୍ଡ ଖରା ଅନୁଭୂତ ହେଉଥିବାବେଳେ ଅପରାହ୍ନରୁ ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚୁଛି। ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଓ ବାୟୁ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri