‘ଶେଷ ବଲ ପର୍ଯ୍ୟନ୍ତ ଖେଳିବେ ଇମ୍ରାନ’

କରାଚୀ,୩୦।୩: ‘ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଜଣେ ଖେଳାଳି, ଯିଏ କି ଶେଷ ବଲ ପର୍ଯ୍ୟନ୍ତ ଖେଳେ। ସେ ଇସ୍ତଫା ଦେବେ ନାହିଁ। ଉଭୟ ବନ୍ଧୁ ଏବଂ ଶତ୍ରୁଗଣ ମଧ୍ୟରେ ମ୍ୟାଚ୍‌ ହେବ’। ପାକିସ୍ତାନ ମନ୍ତ୍ରୀ ଫଓ୍ବାଦ ଚୌଧୁରୀ ଏଭଳି ଟୁଇଟ୍‌ କରି ପ୍ରଧାନମନ୍ତ୍ରୀ ପଦରୁ ଇମ୍ରାନ ଇସ୍ତଫା ଦେବେ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି।

ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ୨୦୧୮ରେ ନିର୍ବାଚିତ ହେବା ପରେ ସବୁଠୁ ବଡ଼ ରାଜନୈତିକ ସଙ୍କଟର ସମ୍ମୁଖୀନ ହେଉଛନ୍ତି। ସରକାରରେ ଥିବା ତେହରିକ-ଇ-ଇନସାଫ (ପିଟିଆଇ)ର ସହଯୋଗୀ ଦଳ ସଂସଦରେ ଅନାସ୍ଥା ପ୍ରସ୍ତାବ ଉପରେ ଭୋଟ ହେବା ପୂର୍ବରୁ ବିରୋଧୀଙ୍କ ସହ ମେଣ୍ଟ କରିଛନ୍ତି। ଅନ୍ୟପକ୍ଷରେ ସରକାରକୁ ବଞ୍ଚାଇବା ପାଇଁ ଇମ୍ରାନ ପୂର୍ବତନ ପାକିସ୍ତାନ ଅଧିନାୟକ ପାକିସ୍ତାନ ସେନା ମୁଖ୍ୟ ଏବଂ ଆଇଏସ୍‌ଆଇ ମୁଖ୍ୟଙ୍କ ସହ ବୈଠକ କରୁଛନ୍ତି। ଉଲ୍ଲେଖଯୋଗ୍ୟ, ପାକିସ୍ତାନ ଇତିହାସରେ କୌଣସି ପ୍ରଧାନମନ୍ତ୍ରୀ ତାଙ୍କ କାର୍ଯ୍ୟକାଳ ପୂରଣ କରିପାରି ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ଶୁଣନ୍ତୁ ସଙ୍ଗୀତ; ଶରୀର ହେବ ସୁନ୍ଦର…

ଶରୀରକୁ ସୁନ୍ଦର ରଖିବା ପାଇଁ କେତେକ ଲୋକ ବିଭିନ୍ନ ଉପାୟ ଗ୍ରହଣ କରିଥାନ୍ତି। ତେବେ ନିୟମିତ ଅଭ୍ୟାସ କରି ରାତିରେ କିଛି ସମୟ ପାଇଁ ସଙ୍ଗୀତ...

ଆକ୍ରମଣ ସ୍ଥଳରୁ ପୁଣି ପଦଯାତ୍ରା ଆରମ୍ଭ କରିବେ ଇମ୍ରାନ୍‌

ଇସ୍‌ଲାମାବାଦ,୬।୧୧: ପାକିସ୍ତାନ ସରକାରଙ୍କ ବିରୋଧ ଶୋଭାଯାତ୍ରାରେ ବାହାରିଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କୁ ପଞ୍ଜାବ ପ୍ରଦେଶର ଓ୍ବଜିରାବାଦରେ ଆକ୍ରମଣ କରାଯାଇଥିଲା। ଆତତାୟୀଙ୍କ ଗୁଳିରେ ସେ ଗୁରୁତର...

ଚାଇନା ଉପରେ ଲାଗିବ ଲଗାମ: ମାର୍ଚ୍ଚ ୧୩ରେ ଆମେରିକା-ଅଷ୍ଟ୍ରେଲିଆ-ବ୍ରିଟେନ ଔକସ ଚୁକ୍ତି…

ଓ୍ବାଶିଂଟନ/ମେଲବୋର୍ନ/ ଲଣ୍ଡନ,୧୨।୩ : ମାର୍ଚ୍ଚ ୧୩ରେ ଆମେରିକା ଏବଂ ବ୍ରିଟେନ ଏକ ବଡ ଘୋଷଣା କରିବାକୁ ଯାଉଛନ୍ତି। ଚାଇନାକୁ ରୋକିବା ପାଇଁ ଏହି ଦୁଇ ଦେଶ...

ୟୁକ୍ରେନ୍‌ରେ ହିରୋ ପାଲଟିଛି ଏହି କୁକୁର

କ୍ୱିଭ୍‌,୨୬।୪: ରୁଷିଆ ଏବଂ ୟୁକ୍ରେନ୍‌ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଏକ କୁକୁର ହିରୋ ପାଲିଟିଛି। ୟୁକେନର ଏହି କୁକୁରକୁ ନେଇ ଚାଲିଆଡେ ଚର୍ଚ୍ଚା ହେଉଛି।...

ବିବାଦରେ ଟ୍ରମ୍ପ୍‌ଙ୍କ ମଧ୍ୟପ୍ରାଚ୍ୟ ଶାନ୍ତିନୀତି

ଓ୍ବାଶିଂଟନ,୩୦ା୧(ଏଏଫ୍‌ପି): ଇସ୍ରାଏଲ୍‌ ଓ ପାଲେଷ୍ଟାଇନ୍‌ ମଧ୍ୟରେ ଦୀର୍ଘଦିନ ଧରି ରହିଥିବା ବିବାଦର ସମାଧାନ ଲାଗି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ମଧ୍ୟପ୍ରାଚ୍ୟ ଶାନ୍ତି ଯୋଜନା ଆଣିଛନ୍ତି।...

ପୂର୍ବତନ ପାକିସ୍ତାନ ପ୍ରଧାନମନ୍ତ୍ରୀ ନଓ୍ବାଜ ସରିଫ୍‌ ପଳାତକ ଘୋଷିତ

ଇସଲାମାବାଦ,୨୩।୮: ପାକିସ୍ତାନ ସରକାର ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫଙ୍କୁ ‘ପଳାତକ’ ଘୋଷିତ କରିଛନ୍ତି। ତାଙ୍କ ପ୍ରତ୍ୟର୍ପଣ ପାଇଁ ଇଂଲଣ୍ଡ ସରକାରଙ୍କ ସହ ଯୋଗାଯୋଗ କରାଯାଇଥିବା ସୂଚନା...

ଏହି ଲ୍ୟାବ୍‌ରେ କରୋନା ସମ୍ବନ୍ଧିତ ଡାଟା ଲୁଚାଇଛି ଚାଇନା

ଓ୍ବାଶିଂଟନ,୩।୩: ଚାଇନାର ଉହାନ ସହରରେ ସର୍ବପ୍ରଥମେ କରୋନା ଭୂତାଣୁ ଚିହ୍ନଟ ହୋଇଥିଲା। ମାତ୍ର ଚାଇନା ଏକଥାକୁ ମାନିବାକୁ ନାରାଜ। ତଥାପି ସମ୍ପୂର୍ଣ୍ଣ ଅସ୍ବୀକାର ବି କରୁନି।...

ବିରକ୍ତ କଲା ଟ୍ରାଫିକ ଜାମ୍‌: ଘରେ ତିଆରି କଲେ ହେଲିକପ୍ଟର

ଜାକର୍ତ୍ତା: ବ୍ୟସ୍ତବହୁଳ ଜୀବନଶୈଳୀ ସାଙ୍ଗକୁ ଟ୍ରାଫିକ ସମସ୍ୟା ଲୋକଙ୍କୁ ଅଧିକ ବିରକ୍ତ କରିଥାଏ। କୌଣସି କାର୍ଯ୍ୟରେ ଘରୁ ବାହାରିଲେ ଅତି କମ୍‌ରେ ଅଧଘଣ୍ଟା ବା ଘଣ୍ଟାଏ...

Advertisement
Archives

Model This Week