ଇମ୍ରାନଙ୍କୁ ଆଶ୍ୱସ୍ତି, ତୁରନ୍ତ ମୁକ୍ତ କରିବାକୁ ନିର୍ଦ୍ଦେଶ ଦେଲେ ପାକ୍‌ ସୁପ୍ରିମକୋର୍ଟ

ଇସଲାମାବାଦ,୧୧।୫: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ତେହେରିକ-ଇ-ଇନସାଫ (ପିଟିଆଇ)ର ମୁଖ୍ୟ ଇମ୍ରାନ ଖାନଙ୍କୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ତାଙ୍କ ଗିରଫଦାରୀକୁ ବେଆଇନ ଘୋଷଣା କରିଛନ୍ତି। ଏହାପୂର୍ବରୁ ପ୍ରଧାନ ବିଚାରପତି ତାଙ୍କୁ ତୁରନ୍ତ ମୁକ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟ ଇମ୍ରାନ ଖାନଙ୍କୁ ଶୁକ୍ରବାର ଇସଲାମାବାଦ ହାଇକୋର୍ଟରେ ହାଜର ହେବାକୁ କହିଛନ୍ତି।

ଇମ୍ରାନ ଖାନଙ୍କ ଗିରଫଦାରୀ ସମ୍ପର୍କରେ ଗୁରୁବାର ସୁପ୍ରିମକୋର୍ଟରେ ଶୁଣାଣି କରିଛନ୍ତି। ପ୍ରଧାନ ବିଚାରପତି ଉମର ଅତା ବାନ୍ଦିଆଲଙ୍କ ଅଧ୍ୟକ୍ଷତାରେ ହୋଇଥିବା ଶୁଣାଣିରେ ଇମ୍ରାନଙ୍କ ଗିରଫଦାରୀକୁ ନେଇ କୋର୍ଟ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଏହା ସହିତ ତାଙ୍କ ଗିରଫ ବେଆଇନ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri