ଇମ୍ରାନ ଖାଁଙ୍କ ସମ୍ପର୍କୀୟ ଗିରଫ, ପୂର୍ବତନ ପ୍ରଧାନମନ୍ତ୍ରୀ କହିଲେ ଗିରଫ ନୁହେଁ ଅପହରଣ

ଇସଲାମାବାଦ,୧୦ ।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ଜଣେ ନିକଟ ସମ୍ପର୍କୀୟଙ୍କୁ ମଙ୍ଗଳବାର ଗିରଫ କରାଯାଇଛି । ଏକ ଘରୋଇ ଟେଲିଭିଜନ ଚ୍ୟାନେଲରେ ସାକ୍ଷାତ୍‌କାର ସମୟରେ ରାଜଦ୍ରୋହ ସମ୍ପର୍କୀୟ ବୟାନ ଦେଇଥିବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି । ଏହା ପୂର୍ବରୁ ଚ୍ୟାନେଲର ପ୍ରସାରଣ ଉପରେ ବି ପ୍ରତିବନ୍ଧକ ଲଗାଇ ଦିଆଯାଇଛି ।
ପାକିସ୍ତାନ ତହରିକ-ଏ-ଇନସାଫ(ପିଟିଆଇ) ନେତା ଶହବାଜ ଗିଲ ସୋମବାର ଏଆରୱାଇର ଏକ ସମାଚାର କାର୍ଯ୍ୟକ୍ରମରେ ଭାଗ ନେଇଥିଲେ । ସେ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ସେନା ବିରୋଧି ଦର୍ଶାଇବାକୁ ଯାଇ ଶହବାଜ ଶରିଫ ସରକାରଙ୍କ ଉପରେ ଖୁବ୍ ବର୍ଷିଥିଲେ ।
ଅନ୍ୟପଟେ ପାକିସ୍ତାନର ଇଲକ୍ଟ୍ରୋନିକ ମିଡିଆ ନିୟାମକ ପ୍ରାଧିକରଣ ଚ୍ୟାନେଲରେ ପ୍ରସାରିତ ତଥ୍ୟକୁ ମିଛ, ବିଦ୍ରୋହ କରିବା ଭଳି ଓ ରାଜଦ୍ରୋହ ବୋଲି କହିବା ସହ ଏହାକୁ ନେଇ ଚ୍ୟାନେଲକୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି ।

ଅନ୍ୟପଟେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଗିଲଙ୍କ ଗିରଫକୁ ଗିରଫ ବୋଲି ନ କହି ବରଂ ଏହା ଅପହରଣ ବୋଲି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମିତ୍ର ସରକାର ଗଠନ ପରେ ଆକ୍ରମଣ ହେବ ବନ୍ଦ: ରୁଷିଆ…

ମସ୍କୋ,୨୬।୯ : ରୁଷିଆ ୟୁକ୍ରେନ ଉପରେ ହେଉଥିବା ଆକ୍ରମଣ ନେଇ ସ୍ପଷ୍ଟ ଭାବରେ କହିଛି ଯେ କେବଳ କ୍ୱିଭ୍‌ରେ ଏକ ମିତ୍ର ସରକାର ଗଠନ ପରେ...

ରୁଷିଆ ତୈଳ ଆମଦାନୀ ଉପରେ ପ୍ରତିବନ୍ଧକ ଲଗାଇଲା କାନାଡା

ଓଟାୱା,୧ ।୩: କାନାଡା ରୁଷିଆ ତୈଳ ଆମଦାନୀ ଉପରେ ପ୍ରତିବନ୍ଧକ ଲଗାଇଛି । କନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ଏହି ଘୋଷଣା କରିଛନ୍ତି । ସମାଚାର...

ବ୍ରିଟେନରେ ବଢୁଛି ତାପମାତ୍ରା, ଅତ୍ୟଧିକ ଗରମ ଚେତାବନୀ

ଲଣ୍ଡନ,୧୨ା୭: ଇଂଲଣ୍ଡ ଏବଂ ଓ୍ବେଲ୍ସରେ ତାପମାତ୍ରା ୩୦ ଡିଗ୍ରୀ ସେଲସିୟସ୍‌ରୁ ଅଧିକ ହେବ ବୋଲି ବ୍ରିଟେନ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।...

ଆହୁରି ଶକ୍ତିଶାଳୀ ହେବେ ଜିନ୍‌ପିଙ୍ଗ୍‌

ବେଜିଂ, ୧୬।୧୦: ଚାଇନାର ପରବର୍ତ୍ତୀ ରାଷ୍ଟ୍ରପତି ଭାବେ ଶି ଜିନ୍‌ପିଙ୍ଗ୍‌ଙ୍କୁ ମନୋନୀତ ହେବା ନିମନ୍ତେ ସମର୍ଥନ ଦେବା ପାଇଁ କମ୍ୟୁନିଷ୍ଟ ପାର୍ଟି ସମ୍ପୂର୍ଣ୍ଣ ପ୍ରସ୍ତୁତି କରିଛି।...

ଋଣ ବୋଝ ତଳେ ୩ ବଡ଼ ଦେଶ…

ଓ୍ବାଶିଂଟନ, ୧୨।୪ : ଚଳିତ ବର୍ଷ ପୃଥିବୀର ବିଭିନ୍ନ ଦେଶର ସରକାରଙ୍କ ଉପରେ ଋଣ ବୋଝ ୯.୫ ପ୍ରତିଶତ ବୃଦ୍ଧି ପାଇବ। ଏହା ସହିତ ମୋଟ...

ପାକ୍‌କୁ ଏଫ୍‌ଏଟିଏଫ୍‌ର ୧୫୦ ପ୍ରଶ୍ନ

ଇସ୍‌ଲାମାବାଦ,୨୩ା୧୨(ପି.ଟି.): ଆତଙ୍କବାଦୀ ସଂଗଠନଗୁଡ଼ିକୁ ପାଣ୍ଠି ଯୋଗାଣ ଓ ମନିଲଣ୍ଡରିଂ ରୋକିବା ଦିଗରେ ମଦ୍ରାସାଗୁଡ଼ିକ ବିରୋଧରେ ପାକିସ୍ତାନ କ’ଣ ପଦକ୍ଷେପ ନେଇଛି ଜଣାଇବାକୁ ଅନ୍ତର୍ଜାତୀୟ ସଂସ୍ଥା ଫାଇନାନ୍ସିଆଲ...

କୁର୍ଦ୍ଦଙ୍କ ଉପରେ ତୁର୍କୀର ଆକ୍ରମଣ

ରାସ୍‌ ଅଲ୍‌-ଅଇନ୍‌,୧୦ା୧୦(ଏଫ୍‌ପି): ଉତ୍ତର ସିରିଆରେ ଥିବା କୁର୍ଦ୍ଦ ଆତଙ୍କବାଦୀମାନଙ୍କ ଆଡ୍ଡାସ୍ଥଳ ଉପରେ ତୁର୍କୀ ପକ୍ଷରୁ ବୁଧବାର ସାମରିକ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ସୀମାନ୍ତ ଅଞ୍ଚଳଗୁଡିକରେ ତୁର୍କୀ...

ଟେକ୍ସାସ୍‌ରେ ଗୁଳି: ୯ ମୃତ

ହ୍ୟୁଷ୍ଟନ୍‌,୮ା୫: ଆମେରିକାର ଟେକ୍ସାସ୍‌ସ୍ଥିତ ଡୋଲ୍ଲାସ ସହରର ଏକ ବ୍ୟସ୍ତବହୁଳ ମଲ୍‌ରେ ଶନିବାର ଗୁଳିକାଣ୍ଡ ଘଟିଛି। ଜଣେ ବନ୍ଧୁକଧାରୀ ଆଖିବୁଜା ଗୁଳି ଚଳାଇବାରୁ ୮ ଜଣଙ୍କ ମୃତ୍ୟୁ...

Advertisement
Archives

Model This Week