୪ ବିଦେଶୀ ଉପହାର ବିକ୍ରି କରିଛନ୍ତି ଇମ୍ରାନ

ଇସଲାମାବାଦ,୮ା୯: ପାକିସ୍ତାନ ତେହେରିକ-ଇ-ଇନ୍‌ସାଫ (ପିଟିଆଇ) ଅଧ୍ୟକ୍ଷ ଇମ୍ରାନ ଖାନ୍‌ ସ୍ବୀକାର କରିଛନ୍ତି ଯେ, ସେ ଦେଶର ପ୍ରଧାନମନ୍ତ୍ରୀ ଥିବା ସମୟରେ ପାଇଥିବା ୪ଟିି ବିଦେଶୀ ଉପହାର ବିକ୍ରି କରିଛନ୍ତି।

ଏକ ରିପୋର୍ଟ ଅନୁଯାୟୀ, ଇମ୍ରାନ ବୁଧବାର ତୋଶାଖାନା ମାମଲାରେ ପାକିସ୍ତାନର ନିର୍ବାଚନ ଆୟୋଗ (ଇସିପି) ନିକଟରେ ଏକ ଜବାବ ଦାଖଲ କରିଛନ୍ତି।

ପିଟିଆଇ ମୁଖ୍ୟ କହିଛନ୍ତି, ପିକେଆର୍‌ ୨୧.୫୬. ମିଲିୟନ ଦେବା ପରେ ରାଜ୍ୟ ରାଜକୋଷରୁ କିଣାଯାଇଥିବା ଉପହାର ବିକ୍ରୟରୁ ପ୍ରାୟ ପିକେଆର୍‌ ୫୮ ମିଲିୟନ ଗ୍ରହଣ କରାଯାଇଛି।

ସୂଚନାନୁଯାୟୀ, ଗୋଟିଏ ଉପହାରରେ ଗ୍ରାଫ୍‌ ହାତଘଣ୍ଟା, ଏକ ହଳେ କଫ୍‌ ଲିଙ୍କ, ଦାମୀ କଲମ ଏବଂ ଗୋଟିଏ ରିଙ୍ଗ୍‌ ଥିବାବେଳେ ଅନ୍ୟ ତିନୋଟି ଉପହାରରେ ୪ଟି ରୋଲେକ୍ସ ଘଣ୍ଟା ଥିଲା।

ଏହାପୂର୍ବରୁ ଏପ୍ରିଲରେ ପାକିସ୍ତାନ ଡେମୋକ୍ରାଟିକ ମୁଭ୍‌ମେଣ୍ଟ (ପିଡିଏମ) ରେଫରେନ୍ସ ଦାଖଲ କରିଥିଲା, ଇମ୍ରାନ କେବଳ ‘ତୋଶଖାନା’ରୁ ଘରକୁ ନେଇଯାଇଥିବା କିଛି ଜିନିଷ ପାଇଁ ଦେୟ ଦେଇଛନ୍ତି, କିନ୍ତୁ ସେ ଅଧିକାଂଶ ଜିନିଷପତ୍ର ବିନା ଦେୟରେ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ପାଇଁ ଗୌରବ ଆଣିଲେ ଓମପ୍ରକାଶ: ଅନ୍ତର୍ଜାତୀୟ ବାଳୁକା କଳା ପ୍ରଦର୍ଶନୀରେ…

କର୍ଲାମୁଣ୍ଡା,୨।୭(ପ୍ରଦୀପ କୁମାର ସାହୁ):ଆସନ୍ତା ୪ରୁ ୧୦ ଜୁଲାଇ ପର୍ଯ୍ୟନ୍ତ ତାଇୱାନରେ ଅନୁଷ୍ଠିତ ହେବାକୁ ଥିବା ଟଙ୍ଗସାଇଓ ବାଲୁକା ଭାସ୍କର୍ଯ୍ୟ କଳା ପ୍ରଦର୍ଶନରେ ଭାଗନେବା ପାଇଁ ପୁଣିଥରେ ନିମନ୍ତ୍ରିତ…

ହ୍ବାଟ୍ସଆପ୍‌ ‘ୟୁଜରନେମ’କୁ ନେଇ ମେଟାର ସ୍ପଷ୍ଟୀକରଣ, ନମ୍ବର ଓ ବ୍ୟକ୍ତିଗତ ତଥ୍ୟକୁ…

ନୂଆଦିଲ୍ଲୀ, ୨ା୭: ହ୍ୱାଟସଆପର ନୂତନ ୟୁଜରନେମ୍ ଫିଚରକୁ ନେଇ ବିବାଦ ଦେଖାଯାଇଥିବା ବେଳେ ମେଟା ସ୍ପଷ୍ଟୀକରଣ ଦେଇଛି । କମ୍ପାନୀ କହିଛି ଯେ ସରକାରଙ୍କ ଦ୍ୱାରା ଉଠାଯାଇଥିବା…

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ଚାଇନାକୁ ଅଲ୍ଟିମେଟମ ଦେଲା ଆମେରିକା: ଟ୍ରମ୍ପ କହିଲେ, ନଜର ପକାଇଲେ ଛାଡ଼ିବୁନି

ଓ୍ବାଶିଂଟନ୍‌,୨।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପାନାମା କେନାଲ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି ଯେ, ଆମେରିକା କେବେବି…

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri