ପାକିସ୍ତାନର ବରିଷ୍ଠ ଖବରଦାତା ଅୟାଜ ଆମିରଙ୍କ ଉପରେ ଆକ୍ରମଣକୁ ନିନ୍ଦା କଲେ ଇମ୍ରାନ

ଇସଲାମାବାଦ,୨ ।୭: ପାକିସ୍ତାନର ଲାହୋରରେ ବରିଷ୍ଠ ଖବରଦାତା ଅୟାଜ ଆମିରଙ୍କ ଉପରେ କେତେଜଣ ଦୁର୍ବୁତ୍ତ ଆକ୍ରମଣ କରିଛନ୍ତି । ଏମାନେ ଖବରଦାତା ଅୟାଜଙ୍କୁ ମାରପିଟ କରିବା ସହ ତାଙ୍କ ମୋବାଇଲ ବି ଛଡାଇ ନେଇଛନ୍ତି । ଏହି ଘଟଣା ଲାହୋରରେ ଦୁନିୟା ନ୍ୟୁଜ କାର୍ଯ୍ୟାଳୟ ବାହାରେ ଘଟିଛି । ଏହି ଘଟଣାକୁ ସମସ୍ତେ ନିନ୍ଦା କରିଛନ୍ତି ।
ବରିଷ୍ଠ ଖବରଦାତା ଅୟାଜ ଆମିରଙ୍କ ଉପରେ ହୋଇଥିବା ଏହି ଆକ୍ରମଣ ସମ୍ପର୍କରେ ଖବରଦାତା ସାବୁଖ ସୈୟଦ ଟୁଇଟ କରି ଜଣାଇଛନ୍ତି । ଏହି ଘଟଣାକୁ ସେ ଦୁଃଖଦ ବୋଲି କହିଛନ୍ତି । ଏହି ଘଟଣାକୁ ନେଇ ଏବେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ କଡା ନିନ୍ଦା କରିଛନ୍ତି । ଏହାସହ ମାମଲାର ଉଚ୍ଚ ସ୍ତରୀୟ ତଦନ୍ତ ଦାବି କରିଛନ୍ତି । ଟୁଇଟ କରି ଇମ୍ରାନ କହିଛନ୍ତି, ଲାହୋରରେ ବରିଷ୍ଠ ଖବରଦାତା ଅୟାଜ ଆମିରଙ୍କ ଉପରେ ହୋଇଥିବା ଆକ୍ରମଣକୁ ମୁଁ ନିନ୍ଦା କରୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳ ପରାମର୍ଶ କ୍ରମେ ଜୋର୍‌ ସୋରରେ ଚାଲିଛି ସଫେଇ ଅଭିଯାନ, ସାମିଲ ହେଲେ…

ଗଞ୍ଜାମ,୨୩।୬(ବିଦ୍ୟାଧର ସାହୁ ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହୱାନ ଓ ଗଞ୍ଜାମ ଜିଲାପାଳ ଭି କୀର୍ତ୍ତି ଭାସନଙ୍କ ପରାମର୍ଶ କ୍ରମେ ଜିଲାର ବିଭିନ୍ନ ସ୍ଥାନରେ ସଫେଇ ଅଭିଯାନ…

ବିଶ୍ୱକପ୍‌ରେ ମେସିଙ୍କ ରେକର୍ଡ, ନକ୍‌ଆଉଟ୍‌ରେ ପହଞ୍ଚିଲା ଆର୍ଜେଣ୍ଟିନା

ଆର୍ଲିଟନ,୨୩ା୬: ଲିଓନେଲ ମେସିଙ୍କ ରେକର୍ଡ ଡବଲ ଗୋଲ ବଳରେ ଖେଳାଯାଇଥିବା ଗ୍ରୁପ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୦ ଗୋଲରେ ଅଷ୍ଟ୍ରିଆକୁ ପରାସ୍ତ କରିଛି। ଏହି ବିଜୟ ସହ ଡିଫେଣ୍ଡିଂ…

ହତ୍ୟା ରହସ୍ୟ ଉନ୍ମୋଚିତ: ଏହି କାରଣରୁ ମହିଳାଙ୍କୁ ଜୀବନରୁ ମାରିଦେଇଥିଲେ ରମାକାନ୍ତ

ବରଗଡ଼,୨୩।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ରେଶମ ପ୍ରଶାଖା ଛକ କେନାଲ ଘାଟ ନିକଟର ରବିବାର ଉଦ୍ଧାର ହୋଇଥିବା ମୃତ ମହିଳାଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚିତ ହୋଇଛି। ମୃତ…

ଚନ୍ଦ୍ରିକା ମୃତ୍ୟୁ ମାମଲା: ୨ ଦିନିଆ ରିମାଣ୍ଡରେ ଗଲେ ବୟଫ୍ରେଣ୍ଡ ଭୀମସେନ

ବାରଙ୍ଗ,୨୩।୬: ବାରଙ୍ଗ ଥାନା ପୋଲିସ ମଙ୍ଗଳବାର ଚନ୍ଦ୍ରିକା ମୃତ୍ୟୁ ମାମଲାରେ ଗିରଫ OAS ବୟଫ୍ରେଣ୍ଡ ଭୀମସେନ ଟୁଡୁଙ୍କୁ ୨ ଦିନିଆ ରିମାଣ୍ଡରେ ଆଣିଛି। ପୋଲିସ ଭୀମସେନଙ୍କୁ ୩…

ଆକ୍ସନ ମୋଡ୍‌ରେ ପୋଲିସ: ବିପୁଳ ଦେଶୀମଦ ଜବତ

ଦାରିଙ୍ଗବାଡି, ୨୩।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପୋଲିସ ପକ୍ଷରୁ ବସଷ୍ଟାଣ୍ଡ ଅଞ୍ଚଳରେ ଚଢ଼ାଉ କରି ବିପୁଳ ପରିମାଣର ମହୁଲ ପୋଚ ଜବତ ଓ ତାକୁ…

ଘର କାମ କରୁଥିଲେ ଶୋଭାରାଣୀ, ଲାଗିଲା କରେଣ୍ଟ୍‌: ଆଉ ତା’ପରେ..

ଖଇରା,୨୩।୬(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ମହାତିପୁର ପଞ୍ଚାୟତ ଅଧୀନ ଚକ ଗ୍ରାମର ବୈକୁଣ୍ଠ ସାମଲ (୩୫)ଙ୍କ ପତ୍ନୀ ଶୋଭାରାଣୀ ମଙ୍ଗଳବାର ବିଦ୍ୟୁତ ସଂସ୍ପର୍ଶରେ…

ବେକ କାଟି ବାପାଙ୍କୁ ହତ୍ୟା କଲା ପୁଅ

ଟେନସା, ୨୩।୬ (ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲାର ଟେନସା ଫାଣ୍ଡି ଅନ୍ତର୍ଗତ ବରସୁଆଁ ବସ୍ତିରେ  ମଙ୍ଗଳବାର ସକାଳେ ଘରୋଇ କଳହକୁ କେନ୍ଦ୍ରକରି ଏକ ହୃଦୟବିଦାରକ ଘଟଣା…

ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ଧାରଣା: ଧାନବିକ୍ରି ଟୋକନ ଦାବିରେ ଗର୍ଜିଲେ

ବରଗଡ଼,୨୩।୬(ପ୍ରେମାନନ୍ଦ ଖମାରୀ)- ଖରିଫ ଚାଷକାର୍ଯ୍ୟ ସମୟ ଆସି ଯାଇଛି। ହେଲେ ବରଗଡ଼ ଜିଲାର ଚାଷୀମାନେ ଏପର୍ଯ୍ୟନ୍ତ ରବିରେ ଅମଳ ଧାନ ବିକ୍ରି କରି ପାରି ନାହାଁନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri