ଇମ୍ରାନଙ୍କ ଅଜବ ବିବୃତ୍ତି ନେଇ ଚର୍ଚ୍ଚା

ଇସଲାମାବାଦ,୨ା୧୦: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ତାଙ୍କର ଅଜବ ବିବୃତ୍ତି ପାଇଁ ସବୁଆଡ଼େ ଥଟ୍ଟାର ପାତ୍ର ହୋଇଛନ୍ତି। ସଦ୍ୟତମ ମାମଲାରେ ତାଙ୍କ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି ଯେଉଁଥିରେ ଇମ୍ରାନ କହିଛନ୍ତି, ଯଦି ପାକିସ୍ତାନରେ ଶ୍ରୀଘ୍ର ନିର୍ବାଚନ ଘୋଷଣା କରାଯାଇଥାନ୍ତା ନା ବନ୍ୟା ପରିସ୍ଥିତି ହୋଇଥାନ୍ତା ନା ଦେଶର ଟଙ୍କା ହ୍ରାସ ହୋଇ ନ ଥାନ୍ତା। ଏହି ବିବୃତ୍ତିରେ ସେ ଦେଶର ନିର୍ବାଚନକୁ ବନ୍ୟା ପରିସ୍ଥିତି ଏବଂ ଦେଶର ଖରାପ ଆର୍ଥିକ ସ୍ଥିତି ସହ ସିଧାସଳଖ ଯୋଡ଼ିଛନ୍ତି।

ତେବେ ଏହା ପ୍ରଥମ ଘଟଣା ନୁହେଁ, ଏହା ପୂର୍ବରୁ ମଧ୍ୟ ଇମ୍ରାନ ନିଜକୁ ଏବଂ ଦେଶକୁ ପରିହାସ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ତତ୍ପରତା ଦେଖାଇଲା ବିଦ୍ୟୁତ ବିଭାଗ

ଦାରିଙ୍ଗବାଡି, ୯।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଶ୍ରାନିକେତା ପଞ୍ଚାୟତ ଡାବୁଲୁମାହାଠାରୁ ତେରବାଡିକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗର ରାସ୍ତା ଉପରେ ବିଦ୍ୟୁତ ତାର…

ଅସମ୍ମାନ ! ଡାଇନିଂ ଟେବୁଲରେ ବସିଲେ, ଚପଲ ପିନ୍ଧି ମହାପ୍ରସାଦ ଖାଇଲେ

ପୁରୀ୯।୨( ଅଜିତ୍ କୁମାର ମହାନ୍ତି ): ପୁଣି ମହାପ୍ରସାଦକୁ ଅପମାନ । ଡାଇନିଂ ଟେବୁଲରେ ଚପଲ ପିନ୍ଧି ବସି ଖାଉଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ…

ଏବେଠୁ ଘାରିଲାଣି ଜଙ୍ଗଲ ନିଆଁ ନିୟନ୍ତ୍ରଣ ଚିନ୍ତା: ଘୁମୁସର ଉତ୍ତର ବନଖଣ୍ଡରେ…

ଭଞ୍ଜନଗର,୯।୨(ବାବୁଲା ପ୍ରଧାନ )-ରାଜ୍ୟର କେତେକ ବନଖଣ୍ଡରେ ବର୍ତ୍ତମାନ ଜଙ୍ଗଲ ନିଆଁ ଲାଗିଲାଣି। ଆଗକୁ ଅନ୍ୟ ବନଖଣ୍ଡ ଗୁଡ଼ିକରେ ମଧ୍ୟ ନିଆଁ ଲାଗିବା ସମ୍ଭାବନା ରହିଛି। ଏହାପୂର୍ବରୁ ରାଜ୍ୟ…

ଟି-୨୦ ବିଶ୍ୱକପ୍: ବଡ଼ ଦଳଙ୍କୁ ନାକେଦମ୍ କଲେଣି ‘ଅଣ୍ଡରଡଗ୍ସ’, ଚର୍ଚ୍ଚାରେ ଏସବୁ ମ୍ୟାଚ୍

ନୂଆଦିଲ୍ଲୀ,୯।୨: ଚଳିତ ଟି-୨୦ ବିଶ୍ୱକପ୍‌ର ପ୍ରଥମ ସପ୍ତାହ କ୍ରିକେଟ ଜଗତର ସମସ୍ତ ପୁରୁଣା ସମୀକରଣକୁ ବଦଳାଇ ଦେଇଛି। ଯେଉଁ ଛୋଟ ଦଳମାନଙ୍କୁ ଦିନେ ‘ଦୁର୍ବଳ’ ବୋଲି କୁହାଯାଉଥିଲା,…

ଏହି ବର୍ଷ ଭାରତ ହେବ ବିଶ୍ୱର ଦ୍ରୁତତମ ଅଭିବୃଦ୍ଧିଶୀଳ ଅର୍ଥନୀତି: ମୁଡିଜ୍

ନୂଆଦିଲ୍ଲୀ,୯।୨: ବିଶ୍ୱ ଅର୍ଥନୀତିରେ ଭାରତ ନିଜର ଦବଦବା ବଜାୟ ରଖିବାକୁ ଯାଉଛି। ଆସନ୍ତା ୨୦୨୬-୨୭ ଆର୍ଥିକ ବର୍ଷରେ ଭାରତର ପ୍ରକୃତ ଜିଡିପି ୬.୪% ହାରରେ ବୃଦ୍ଧି ପାଇବ…

ତାମିଲନାଡୁରେ ୩ ଓଡ଼ିଆ ଶ୍ରମିକଙ୍କୁ ଅଟକ ରଖି ନିର୍ଯାତନା, ଉଦ୍ଧାର ପାଇଁ ଗଲେ ଦିଗପହଣ୍ଡି ପୋଲିସ 

ଦିଗପହଣ୍ଡି,୯।୨(ଅଶେଷ ନାଥ ମିଶ୍ର): ଓଡ଼ିଶାର ୩ଶ୍ରମିକଙ୍କୁ ତାମିଲନାଡୁରେ ନିର୍ଯାତନା ଅଭିଯୋଗ । ୩ ଶ୍ରମିକ ହେଲେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଲକ୍ଷ୍ମୀ…

କେସିଙ୍ଗା ଗସ୍ତରେ ପ୍ରଭାତୀ ପରିଡ଼ା, ବାପାଙ୍କ ଅଧୁରା କାମକୁ ସମ୍ପୂର୍ଣ କରିବି କହି….

କେସିଙ୍ଗା,୯।୨(ତୁମେଶ୍ୱର୍ ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଗସ୍ତରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  । ଭୁବନେଶ୍ବରରୁ ବିବାନ ଯୋଗେ ଉତ୍କେଲା ଏୟାର ଷ୍ଟିପରେ ସୋମବାର ପୂର୍ବାହ୍ନ ୧୦.୩୦…

ପାକିସ୍ତାନକୁ ୪୪୦ ଭୋଲ୍ଟର ଝଟ୍‌କା ଦେଲା ICC: ସବୁ ସର୍ତ୍ତ ପ୍ରତ୍ୟାଖାନ

ନୂଆଦିଲ୍ଲୀ,୯।୨: ଟି୨୦ ବିଶ୍ୱକପରେ ଭାରତ ଏବଂ ପାକିସ୍ତାନ ମ୍ୟାଚ ପାଖେଇ ଆସୁଛି। ଏହା ପୂର୍ବରୁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ ପାକିସ୍ତାନ କ୍ରିକେଟ ବୋର୍ଡ (PCB)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri